ଆମ ଜିଲା ଖବର

ଅନୁସୂଚିତ ଜନଜାତିଙ୍କ ଜମିରେ ନିର୍ମାଣ ମାମଲା: କାର୍ଯ୍ୟ ବନ୍ଦ ରଖିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨୬ା୧୧- ରାଉରକେଲା ହାମିରପୁର ଅଞ୍ଚଳର ସୁବୋଧ କୁଲୁଙ୍କ ଜମି ଉପରେ ରାଉରକେଲା ମ୍ୟୁନିସିପାଲିଟିର ଚାଲିଥିବା ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…

7 years ago

ସିରିଜାପାଲିରେ ବୁଧବାର ସମିତି ସଭ୍ୟ ନିର୍ବାଚନକୁ ନେଇ ପ୍ରଶାସନ ପ୍ରସ୍ତୁତ

କେସିଙ୍ଗା, ୨୬।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରିଜାପାଲି ପଞ୍ଚାୟତରେ ବୁଧବାର ସମିତି ସଭ୍ୟ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ମଙ୍ଗଳବାର କର୍ମଚାରୀମାନେ ଆବଶ୍ୟକୀୟ ଉପକରଣ…

7 years ago

ଜରପଡା ଥାନା ଅଞ୍ଚଳରୁ ନଷ୍ଟ କରାଗଲା ୩୨୦ ଗଞ୍ଜେଇ ଗଛ

ଛେଣ୍ଡିପଦା,୨୬।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଜରପଡ଼ା ଥାନା କଞ୍ଜରା ଗ୍ରାମରେ ଅବକାରୀ ପୋଲିସ ଓ ବନବିଭାଗ ମିଳିତ ଚଢାଉରେ ମଙ୍ଗଳବାର ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟକରାଯାଇଛି। ପ୍ରକାଶ…

7 years ago

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ: ୨ ଅଟକ

ରସୁଲପୁର,୨୬।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା କୁଆଖିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ହୋଇଥିବା ମଙ୍ଗଳବାର ଥାନାରେ ତାଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଏହି ଘଟଣାରେ…

7 years ago

ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ

ସମ୍ବଲପୁର,୨୬।୧୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ଦନ୍ତିରି ଗ୍ରାମର ଜଣେ ବ୍ୟକ୍ତିଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ହେଲେ ନୂଆଶ ଡୁଙ୍ଗଡୁଙ୍ଗ(୫୦)। ନୂଆଶ ବିଲକୁ ଧାନ କାଟିଯାଇଥିବା ସମୟରେ…

7 years ago

ଚିତ୍ରକୋଣ୍ଡାରେ ବ୍ଲକ ସ୍ତରୀୟ ସମ୍ବିଧାନ ଦିବସ ପାଳିତ

ଚିତ୍ରକୋଣ୍ଡା,୨୬।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଆନୁକୂଲ୍ୟରେ ଚିତ୍ରକୋଣ୍ଡା ବ୍ଲକଠାରେ ମଙ୍ଗଳବାର ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଆମ୍ବେଦକର ଜୟନ୍ତୀ ପାଳନ କମିଟି ତଥା ବିଜୁ…

7 years ago

ଆଶୀର୍ବାଦଙ୍କୁ ମିଳିଲା ଜାମିନ

କଟକ ଅଫିସ, ୨୬।୧୧: ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ମଙ୍ଗଳବାର ହାଇକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ଦେଢ଼ ଲକ୍ଷ ଟଙ୍କାର ଦୁଇ ଜାମିନଦାରଙ୍କ…

7 years ago

ଜିଲାଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ

ଜୟପୁର,୨୬।୧୧(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ଉପଖଣ୍ଡ ୫ ବ୍ଲକର ଶତାଧିକ ଚାଷୀ ମଙ୍ଗଳବାର ଜିଲାଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଟୋକନ ଏବଂ ଜଳସେଚିତ, ଅଣ ଜଳସେଚିତ…

7 years ago

ଜୁଆ ଆଡ୍ଡାରେ ଚଢ଼ାଉ: ୮ ଜୁଆଡି ଗିରଫ

ଜୟପୁର,୨୬।୧୧(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ସଦର ଥାନା ପୋଲିସ ସୋମବାର ବିଳମ୍ବିତ ରାତିରେ ସ୍ଥାନୀୟ ବୈରାଗୀମଠ ଗ୍ରାମଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଛି।…

7 years ago

ହଂସୁଆ ପୋଲରୁ ନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ରାଜନଗର,୨୬।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ହଂସୁଆ ପୋଲରୁ ନଦୀକୁ ଡେଇଁ ମଙ୍ଗଳବାର ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ଯୁବକଙ୍କୁ କାବୁ କରାଯାଇ ପୋଲିସ ଜିମା ଦିଆଯାଇଛି।…

7 years ago