ଆମ ଜିଲା ଖବର

ସାଇଜ୍‌ ଶାଳ କାଠ, ୩ ସାଇକେଲ ଜବତ

ବୁଗୁଡ଼ା,୨୧ା୯(ଡି.ଏନ.ଏ.)-ବୁଗୁଡ଼ା ବନ ବିଭାଗ ଶନିବାର ସକାଳେ ଗୋଲିଆ ନିକଟରେ ୩ ସାଇକେଲ ଓ ୧୬ ଖଣ୍ଡ ସାଇଜ୍‌ ଶାଳ କାଠ ଜବତ କରିଛି । କାଠ ଚାଲାଣକାରୀ…

7 years ago

ନାବାଳିକା ବଳାତ୍କାରୀଙ୍କୁ ୧୦ବର୍ଷ ଜେଲ

ଭଦ୍ରକ ଅଫିସ, ୨୧।୯ - ଭଦ୍ରକ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ଅଦାଲତର ବିଚାରପତି ପ୍ରଣତି ସାହା ଶନିବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର…

7 years ago

ହାଇଓ୍ବା ଚୋରି ଘଟଣା : ଝାଡ଼ଖଣ୍ଡରୁ ଜବତ କଲା ପୋଲିସ

ବଡ଼ବିଲ,୨୧।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ୧୦ ନମ୍ବର ରାଜ୍ୟ ରାଜପଥ ପାର୍ଶ୍ୱରୁ ଗୁରୁବାର ଭୋର୍‌ରୁ ଏକ ହାଇଓ୍ବା ଚୋରି ହୋଇଥିଲା। ଏହି ଘଟଣାରେ…

7 years ago

ଅସ୍ତରଙ୍ଗ ବେଳାଭୂମି ସଫେଇ କଲେ ମନ୍ତ୍ରୀ, ମାନବ ଶୃଙ୍ଖଳରେ ‘ମୋ ବିଚ୍‌’

କାକଟପୁର,୨୧ା୯(ଡି.ଏନ୍‌.ଏ.): ଶନିବାର ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ। ଏହି ଉପଲକ୍ଷେ ଅସ୍ତରଙ୍ଗ ବ୍ଲକ ଜାହାନିଆଁଠାରେ ସ୍ଥାନୀୟ ବିଧାୟକ ତଥା କ୍ରୀଡ଼ା, ଯୁବ ବ୍ୟାପାର, ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ…

7 years ago

ପ୍ରେମିକ ରାଜା ହତ୍ୟାକାରୀ: ବିବାହ କରିବାକୁ ଅମଙ୍ଗ ହେବାରୁ ନୀହାରିକାଙ୍କୁ ହତ୍ୟା

ଜଗତ୍‌ସିଂହପୁର ଅଫିସ,୨୧।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି। ପ୍ରେମିକ ତଥା ହାଜିପୁରର କିଶୋର ଚନ୍ଦ୍ର ଆଞ୍ଚଲ(ରାଜା) ହିଁ ହତ୍ୟାକାରୀ। ଏନେଇ ଶନିବାର ଜଗତ୍‌ସିଂହପୁର…

7 years ago

ମା’ ମଙ୍ଗଳାଙ୍କ ସହସ୍ରାକୁମ୍ଭାଭିଷେକ ଅନୁଷ୍ଠିତ

କାକଟପୁର,୨୧।୯(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳାଙ୍କ ସହସ୍ରାକୁମ୍ଭାଭିଷେକ ନୀତି ଶନିବାର ଅନୁଷ୍ଠିତ ହୋଇଯାଇଛି। ରବିବାରଠାରୁ ମା’ଙ୍କ ଶାରଦୀୟ ପାର୍ବଣ ପୂଜା ଆରମ୍ଭ ହେବ। ଶନିବାର…

7 years ago

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ବିଭାଗ ବନ୍ଦ କଲା ସମବାୟ ସମିତି ସଭାପତିଙ୍କ ବ୍ୟବସାୟିକ ଅନୁଷ୍ଠାନ

ପଦ୍ମପୁର,୨୧।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବରଣ୍ଡୁଆ ପଞ୍ଚାୟତ ସରପଞ୍ଚ ଓ ତାଙ୍କ ସ୍ବାମୀ ସମବାୟ ସମିତିର ସଭାପତିଙ୍କ ମାଲିକାନାରେ ଥିବା ବ୍ୟବସାୟିକ ପ୍ରତିଷ୍ଠାନଗୁଡିକୁ ଶନିବାର…

7 years ago

ଗ୍ୟାରେଜ୍‌ରୁ ଚୋରି ଘଟଣା: ୩ ଅଭିଯୁକ୍ତ ଗିରଫ, ସାମଗ୍ରୀ ଜବତ

ଫୁଲନଖରା,୨୧।୯(ଡି.ଏନ୍‌.ଏ.): କଟକ ଜିଲା ଗୋପାଳପୁର ଜାଗୁଳାଇ ସାହିରେ ଥିବା ଏକ ଗ୍ୟାରେଜ୍‌ରୁ ଚୋରି ଘଟଣାରେ କଟକ ସଦର ପୋଲିସ ଶୁକ୍ରବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଶନିବାର…

7 years ago

ପାଣି ଭିତରୁ ମିଳିଲା ୭୦ ହଜାର ଟଙ୍କାର ଶାଳକାଠ

କେନ୍ଦୁଝର,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନଖଣ୍ଡ ଅଧୀନସ୍ଥ ଦେଓଗାଁ ରେଞ୍ଜ ଅନ୍ତର୍ଗତ ଭଗାମୁଣ୍ଡା ସେକ୍ସନ ବାଇଲୋ ଗ୍ରାମରେ ହରିଚନ୍ଦନପୁର ଓ ଭଗାମୁଣ୍ଡା ବନବିଭାଗର ମିଳିତ ଚଢ଼ାଉରେ ମୂଲ୍ୟବାନ…

7 years ago

ପ୍ରଶାସନର ହସ୍ତକ୍ଷେପ ପରେ ନ୍ୟାୟ ପାଇଲେ ବୃଦ୍ଧ ଦମ୍ପତି

ଆନନ୍ଦପୁର,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପ୍ରଶାସନର ହସ୍ତକ୍ଷେପ ପରେ ବୃଦ୍ଧ ଦମ୍ପତିଙ୍କୁ ନ୍ୟାୟ ମିଳିଛି। ଆନନ୍ଦପୁର ଥାନା ଅଧୀନ ବଞ୍ଚୋ ପଞ୍ଚାୟତ ଶିବନାରାୟଣପୁର ଗ୍ରାମର ପରୀକ୍ଷିତ…

7 years ago