ଆମ ଜିଲା ଖବର

ଆଦର୍ଶ ହୁଡ଼ିଛି ଓଡ଼ିଶା ଆଦର୍ଶ ବିଦ୍ୟାଳୟ

ପଟ୍ଟାଙ୍ଗି,୨୦ା୯(ଡି.ଏନ୍‌.ଏ.): ପଟ୍ଟାଙ୍ଗି ବ୍ଲକ ଶିଶାଗୁଡ଼ା ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଭିଭାବକ ଏବଂ ବିଦ୍ୟାଳୟ ପରିଚାଳନା କମିଟି ଶୁକ୍ରବାର ବିଡିଓ କରୁଣାକର ପ୍ରଧାନଙ୍କୁ ଦାବିପତ୍ର ଦେଇଛି।…

7 years ago

ରାଜୁ ହନ୍ତାଳ ହତ୍ୟା ଘଟଣା: ପାପରମେଟଲାରେ ପୁଣି ଉତ୍ତେଜନା: ୧୪୪ ଧାରା ଜାରି

ମାଲକାନଗିରି,୨୦ା୯(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳ ଜନ୍ତାପାଇରେ ରାଜୁ ହନ୍ତାଳ ହତ୍ୟା ମାମଲା ନେଇ ପୁଣି ଉତ୍ତେଜନା ଦେଖାଦେଇଛି। ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଶୋଭାଯାତ୍ରା…

7 years ago

ନୟାହାଟରେ ମେଗା ପାନୀୟଜଳ ପ୍ରକଳ୍ପ ନିର୍ମାଣକୁ ବିରୋଧ

ଚାନ୍ଦବାଲି, ୨୦।୯ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ନୟାହାଟ ଗଁାରେ ଗ୍ରାମ୍ୟ ପାନୀୟଜଳ ଯୋଗାଣ ବିଭାଗର ପ୍ରସ୍ତାବିତ ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣକୁ…

7 years ago

କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ଅନୁବନ୍ଧିତ ବିଶ୍ୱବିଦ୍ୟାଳୟର ମାନ୍ୟତା

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ବିଶ୍ୱବିଦ୍ୟାଳୟକୁ ଅନୁବନ୍ଧିତ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିଛି । ଏଣିକି କଳାହାଣ୍ଡି ଜିଲାର ଛାତ୍ରୀଛାତ୍ର ସମ୍ବଲପୁର ନ ଯାଇ ଜିଲାରେ ଉଚ୍ଚ ଶିକ୍ଷା ଓ…

7 years ago

୨ କୁଇଣ୍ଟାଲ ଗଞ୍ଜେଇ ସହ ୧ ଲକ୍ଷ ଟଙ୍କା ଜବତ: ୨ ଅଭିଯୁକ୍ତ କୋର୍ଟ ଚାଲାଣ

କେସିଙ୍ଗା, ୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଲଇତରା ପଞ୍ଚାୟତ ଖ୍ରୀଷ୍ଟିଆନପଡ଼ା ବଞ୍ଜିମୁଣ୍ଡା ଗ୍ରାମରେ କେସିଙ୍ଗା ପୋଲିସ ଚଢ଼ାଉ କରି ୨ କୁଇଣ୍ଟାଲ ଗଞ୍ଜେଇ ଜବତ…

7 years ago

ଘରଭଡ଼ା, ବକେୟା ୬୦ ପ୍ରତିଶତ ବେତନ ଦେବା ଲାଗି ଦାବି

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଅମଲା ସଂଘ ତରଫରୁ ସ୍ଥାନୀୟ ଅମଲା ଭବନଠାରେ ଏକ ଜରୁରୀ ବୈଠକ ସଂଘର ସଭାପତି ସୁକାନ୍ତ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।…

7 years ago

ଭାଜପା ନେତା ରବି ନାରାୟଣ ପାତ୍ରଙ୍କ ପରଲୋକ

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭାଜପା ଶାଖାର ପୂର୍ବତନ ଉପସଭାପତି ତଥା ବରିଷ୍ଠ ଭାଜପା ନେତା ରବି ନାରାୟଣ ପାତ୍ରଙ୍କର ଗୁରୁବାର ପରଲୋକ ଘଟିଛି। ସ୍ବର୍ଗତଃ ପାତ୍ର କିଛିଦିନ…

7 years ago

ପଲ୍ୟୁସନ୍‌ ସାର୍ଟିଫିକେଟ୍‌ ଲାଗି ଗାଡ଼ି ମାଲିକଙ୍କଠାରୁ ମୋଟା ଅଙ୍କର ଅର୍ଥ ଆଦାୟ

ଚନ୍ଦ୍ରଗିରି,୨୦।୯(ଡି.ଏନ୍‌.ଏ.): ସରକାର ଟ୍ରାଫିକ ନିୟମ କଡ଼ାକଡ଼ି କରିବା ପରେ ସମଗ୍ର ରାଜ୍ୟର ଗାଡ଼ି ମାଲିକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଅନ୍ୟପଟେ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ…

7 years ago

କୁଣ୍ଡଳୀ ଜଙ୍ଗଲରୁ କଲରାପତରିଆ ବାଘର ମୃତଦେହ ଉଦ୍ଧାର ଘଟଣା: ୨ ବନ କର୍ମଚାରୀ ସସ୍‌ପେଣ୍ଡ

ଆଠଗଡ଼,୧୬।୯(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ଼ ରେଞ୍ଜ ତିଗିରିଆ ହରିଡ଼ାପଶି ଅଞ୍ଚଳର କୁଣ୍ଡଳୀ ଜଙ୍ଗଲରୁ ଗତ ସୋମବାର କଲରାପତରିଆ ବାଘର ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ଶୁକ୍ରବାର…

7 years ago

ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଶାଳକାଠ ଜବତ

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ଭବାନୀପାଟଣା ସଦର ରେଞ୍ଜ ପକ୍ଷରୁ ଶୁକ୍ରବାର ସକାଳେ ଦେଢ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ମୂଲ୍ୟବାନ ଶାଳକାଠ ଜବତ କରାଯାଇଛି।…

7 years ago