ଆମ ଜିଲା ଖବର

ବକେୟା ଦରମା ଦାବିରେ ମେଡିକାଲ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

କୋରାପୁଟ,୨୦।୯(ସ୍ବ.ପ୍ର.): କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍‌ପିଟାଲରେ ନିୟୋଜିତ ସୁରକ୍ଷାକର୍ମୀ, ଝାଡ଼ୁଦାର ଓ ସହାୟକମାନେ ସେମାନଙ୍କ ବକେୟା ଦରମା ପ୍ରଦାନ ଦାବି କରି…

7 years ago

ତିହିଡ଼ିରେ ବିଜେଡିର ନୂତନ ସଦସ୍ୟତା ଗ୍ରହଣ ଅଭିଯାନ, ଦଳକୁ ସୁଦୃଢ଼ କରିବାକୁ ପରାମର୍ଶ

ତିହିଡ଼ି,୨୦।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀର ୧୩ ପଞ୍ଚାୟତକୁ ନେଇ ତିହିଡ଼ି ବ୍ଲକ ଅଚକ ପଞ୍ଚାୟତ ଅଧୀନ ନନ୍ଦପୁର ବଜାରରେ ଶୁକ୍ରବାର ବିଜେଡିର ନୂତନ ସଦସ୍ୟତା ଗ୍ରହଣ…

7 years ago

ଖଣ୍ଡହତା ସେବା ସମବାୟ ସଭାପତିଙ୍କୁ ହତ୍ୟା ସନ୍ଦେହ

ଅମରପାଲି,୨୦।୯(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଖଣ୍ଡହତା ସେବା ସମବାୟ ସମିତିର ସଭାପତି ପ୍ରଦୀପ ବିଶ୍ୱାଳଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପ୍ରଦୀପଙ୍କ ଘର ଖଣ୍ଡହତା ପଞ୍ଚାୟତର…

7 years ago

ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତିଲା ଡିଏମ୍‌ୟୁ ଟ୍ରେନ୍‌

ବାରିପଦା ଅଫିସ,୨୦।୯: ଟାଟା ବାଦାମପାହାଡ଼ ଦ୍ବିତୀୟ ଡିଏମ୍‌ୟୁ ଟ୍ରେନ (ନଂ. ୧୮୪୦୯) ମୟୂରଭଞ୍ଜ ଜିଲାର ଗୋରୁମହିଷାଣୀ ଆସୁଥିବା ସମୟରେ ଷ୍ଟେଶନ ପହଞ୍ଚିବାର ୨ କି.ମି. ପୂର୍ବରୁ ଏକ…

7 years ago

ଫି’ ବୃଦ୍ଧିକୁ ନେଇ ତାଳଚେର ସ୍ବୟଂ ଶାସିତ ମହାବିଦ୍ୟାଳୟରେ ଉତ୍ତେଜନା, ଫାଟକରେ ତାଲା ପକାଇ ଆନ୍ଦୋଳନରେ ଛାତ୍ରୀଛାତ୍ର

ତାଳଚେର,୨୦।୯(ନି.ପ୍ର.): ରିଆଡ୍‌ମିଶନ ଫି କମାଇବା ଦାବିରେ ଶୁକ୍ରବାର ତାଳଚେର ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ର ଛାତ୍ରୀଛତ୍ରମାନେ କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି। ଏଥିସହ…

7 years ago

ଟ୍ରକ୍‌ ଧକ୍କାରେ ଛାତ୍ରୀ ଗୁରୁତର: ଟ୍ରକ୍‌ ସହ ଡ୍ରାଇଭର ଅଟକ, ଘଟଣାସ୍ଥଳରେ ଉତ୍ତେଜନା

ଅନୁଗୋଳ ଅଫିସ,୨୦।୯: ଅନୁଗୋଳ ଜିଲା କୁମଣ୍ଡ-ଜରାସିଂହା ରାସ୍ତାରେ ଶୁକ୍ରବାର ମଧ୍ୟାହ୍ନରେ ଟ୍ରକ୍‌ ଧକ୍କାରେ ନୋଡାଲ ଉଚ୍ଚ ବିଦ୍ୟାଳୟର ଜଣେ ଛାତ୍ରୀ ଗୁରୁତର ହୋଇଛନ୍ତି। ସେ ହେଲେ ଆଞ୍ଚଳ…

7 years ago

ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା: ଯୁବତୀ ୮ ମାସର ଗର୍ଭବତୀ, ଅଭିଯୁକ୍ତ ପ୍ରେମିକ ଗିରଫ

ପାଟଣା,୨୦।୯(ସ୍ବ.ପ୍ର.): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ପ୍ରତାରଣା କରିବା ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ପୋଲିସ ଜନୈକ ବିବାହିତ ଅଭିଯୁକ୍ତ ପ୍ରେମିକଙ୍କୁ ଶୁକ୍ରବାର ଗିରଫ କରିଛି। ଗିରଫ…

7 years ago

ନର୍ସ ନିହାରିକା ହତ୍ୟା ମାମଲା: ପୋଲିସ ନିକଟରେ ପ୍ରେମିକଙ୍କ ଆତ୍ମସମର୍ପଣ

ଜଗତସିଂହପୁର ଅଫିସ/ବିରିଡ଼ି(ଡି.ଏନ୍‌.ଏ.), ୨୦।୯: ବିରିଡ଼ି ଥାନା କୁଳକଇଜଙ୍ଗା ପଞ୍ଚାୟତ ନୂଆପାରି ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ନର୍ସ ନିହାରିକା ପାତ୍ର ଓରଫ ରୂପାଲୀ(୨୪)ଙ୍କ ମୃତଦେହ ଉଦ୍ଧାର ହେବାର…

7 years ago

ରାଜସ୍ଥାନରୁ କୋଣାର୍କ ବୁଲି ଆସିଥିଲେ: ବସ୍‌ ଉପରୁ ପଡ଼ି ଯାତ୍ରୀ ମୃତ

ଗୋପ, ୨୦।୯(ଡି.ଏନ.ଏ): ପୁରୀ ଜିଲା ଗୋପ-କୋଣାର୍କ ରାସ୍ତାର ଦଶବାଟିଆ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଯାତ୍ରୀବାହୀ ବସ୍‌ ୁପରୁ ପଡ଼ି ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

7 years ago

ଚୁଡ଼ଙ୍ଗବସ୍ତିରୁ ମୃତଦେହ ଉଦ୍ଧାର ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ବାରଙ୍ଗ, ୨୦।୯(ଡି.ଏନ୍‌.ଏ): କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ପଞ୍ଚୁପାଳ ଗ୍ରାମ ମୁଣ୍ଡତାରିଣୀ ମନ୍ଦିର ପାଖ ଚୁଡ଼ଙ୍ଗବସ୍ତିରୁ କିଛିଦିନ ତଳେ ମଣ୍ଟୁ ମଣ୍ଡଳଙ୍କ ମୃତଦେହ ପୋଲିସ ଉଦ୍ଧାର…

7 years ago