ପୁରୀ ଅଫିସ,୨୦-୯ :ସେବାୟତଙ୍କ ପ୍ରାପ୍ୟ ପାଉଣାକୁ ନେଇ ଗୁରୁବାର ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ହୋଇଛି। ଜଣେ ସେବାୟତଙ୍କୁ ୩ମାସର ପାଉଣା ମିଳି ନ ଥିବାରୁ ସେ କ୍ଷୁବ୍ଧ…
ପୁରୀ ଅଫିସ, ୨୦-୯:ଶ୍ରୀମନ୍ଦିର ଚୌହଦି ଉଚ୍ଛେଦର ମାପଚୁପ ଚାଲିଛି। ସୋମବାରଠାରୁ ଡିଜିପିଏସ୍ (ଡିଫରେନ୍ସିଆଲ ଗ୍ଲୋବାଲ ପୋଜିସନିଂ ସିଷ୍ଟମ) ପଦ୍ଧତିରେ ସର୍ଭେ କରାଯାଉଛି। ଏହି କାର୍ଯ୍ୟ ଆଉ ଦୁଇଦିନ…
ସମ୍ବଲପୁର,୨୦-୯ (ବ୍ୟୁରୋ):ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ସମ୍ବଲପୁର ଜିଲା ଓକିଲ ସଂଘ ପକ୍ଷରୁ ଗୁରୁବାର ଏକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା।…
ନୂଆପଡା ଅଫିସ,୨୦ା୯ - ସ୍ଥାନୀୟ ଷ୍ଟେଟବ୍ୟାଙ୍କ ତାଲିମ କେନ୍ଦ୍ରରେ ଦିବ୍ୟାଙ୍ଗ ଯୁବତୀଯୁବକମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଆଗକୁ ଆସି ରୋଜଗାର ବୃଦ୍ଧି କରିବାକୁ ତାଲିମ ପ୍ରଦାନ କରାଯାଇଛି ।…
ନୂଆପଡା ଅଫିସ,୨୦ା୯-ସ୍ଥାନୀୟ ସଦର ବ୍ଲକ ସଭାଗୃହରେ ନୂଆପଡା ବ୍ଲକସ୍ତରୀୟ ରକ୍ତଦାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଡିଓ ସୁବେଦାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ ମଧୁସ୍ମିତା…
ନୂଆପଡା ଅଫିସ,୨୦ା୯ - ସରକାର ପ୍ରାଥମିକ ଶିକ୍ଷାର ବିକାଶ ସକାଶେ ସବୁବେଳେ କାମ କରି ବିଦ୍ୟାଳୟ ନିର୍ମାଣ କରୁଛନ୍ତି । ବିଭିନ୍ନ ବିଦ୍ୟାଳୟକୁ ଉନ୍ନୀତ ସରକାରୀ ଉଚ୍ଚ…
ଭବାନୀପାଟଣା,୨୦।୯(ଡି.ଏନ.ଏ.)-ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍ର ଗୁରୁବାର ପଞ୍ଚମ ଦିବସରେ ଗୁଡ୍ମର୍ନିଂ କ୍ଲବ ବନାମ ଏନ୍ଡିସିସି…
ଜୁନାଗଡ,୨୦।୯(ଡି.ଏନ.ଏ.)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସ ଉପଲକ୍ଷେ ଗୁରବାର ଜୁନାଗଡ ଭାଜପା ପକ୍ଷରୁ ସେବା ସପ୍ତାହ ଦିବସ ପାଳନ କରାଯାଇଛି। ଏହି ଅବସରରେ ଦଳୀୟ କର୍ମକର୍ତ୍ତମାନେ ସ୍ଥାନୀୟ…
କୋକସରା,୨୦।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଧର୍ମଗଡ ବିଧାୟକ ମୌଷଧି ବାଗ ଗୁରୁବାର କୋକସରା ବ୍ଲକର କେତେକ ସ୍କୁଲ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ପିଲାମାନଙ୍କୁ ପାଠ ପଢାଇବା ସହ…