ଆମ ଜିଲା ଖବର

ଜଳିଗଲା ୩ ବଖରା

ଧର୍ମଶାଳା,୨୦-୯(ଡି.ଏନ୍‌.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ସଂପାରୁ ପଞ୍ଚାୟତ କାଦୁଆ ମାଗୁରା ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ସତ୍ୟରଞ୍ଜନ ନାୟକଙ୍କ ୩ ବଖରା ଘର ଜଳିଯିବା…

7 years ago

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଘଟଣା, କନଷ୍ଟେବଳ ନିର୍ଦ୍ଦୋଷ, ମାମୁ ପୁଅ ଗିରଫ

ଫୁଲବାଣୀ ଅଫିସ, ୨୦ା୯- ଖଜୁରିପଡା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଜଣେ କନଷ୍ଟେବଳ ବଳାତ୍କାର କରିବା ଘଟଣା ଭିନ୍ନମୋଡ ନେଇଛି ା କନଷ୍ଟେବଳ ଏହି ଘଟଣାରେ…

7 years ago

ବ୍ରାହ୍ମଣୀ ସେତୁ, ଚଣ୍ଡିଖୋଲ- ଡୁବୁରୀ ୫୩ନଂ ଜାତୀୟ ରାଜପଥ ଶୋଚନୀୟ,ମରାମତି ଦାବିରେ ପ୍ରତିବାଦ, ପଥପ୍ରାନ୍ତ ସଭା

ଜେନାପୁର,୨୦-୯(ଡି.ଏନ୍‌.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ କବାଟବନ୍ଧ ନିକଟସ୍ଥ ବ୍ରାହ୍ମଣୀ ସେତୁ ଓ ଚଣ୍ଡିଖୋଲ- ଡୁବୁରୀ ୫୩ନଂ ଜାତୀୟ ରାଜପଥ ଶୋଚନୀୟ ହେବାରେ ଲାଗିଛି। ମରାମତି…

7 years ago

କଂସ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ:ଉପଜିଲାପାଳଙ୍କୁ ଭେଟିଲେ ଓ୍ବାର୍ଡ ସଭ୍ୟାସଭ୍ୟ

କାଳିଆପାଣି,୨୦-୯(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଅନ୍ତର୍ଗତ କଂସ ପଞ୍ଚାୟତର ସରପଞ୍ଚ ରବୀନ୍ଦ୍ର କୁମାର ସାହୁଙ୍କ ବିରୋଧରେ ନାଏବ ସରପଞ୍ଚଙ୍କ ସମେତ ୮ ଜଣ ୱାର୍ଡ ସଭ୍ୟାସଭ୍ୟ ଅନାସ୍ଥା ପ୍ରସ୍ତାବ…

7 years ago

ବିଲରେ ଯୁବକଙ୍କୁ ହତ୍ୟା ଘଟଣାରେ ୨ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୦ା୯- ଫିରଙ୍ଗିଆ ପଞ୍ଚାୟତ ତଣ୍ଡ୍ରିଗାଁ ନାଳ ପାଖ ବିଲରେ କାଶିନିପଦର ପଞ୍ଚାୟତ ତଳପଡା ଗ୍ରାମର ବିମଳ କହଁରଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି…

7 years ago

ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଘଟଣା: ପ୍ରଧାନ ଶିକ୍ଷକ ଗିରଫ

କ.ନୂଆଗାଁ,୨୦ା୯(ଡ଼ି.ଏନ.ଏ.): କ.ନୂଆଗାଁ ଥାନା କୁଡୁତୁଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁନୀତା ପ୍ରଧାନଙ୍କୁ ନିର୍ଯାତନା ଦେବା ଘଟଣାରେ ଗୁରୁବାର କ.ନୂଆଗାଁ ପୋଲିସ ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ମହାରଣାଙ୍କୁ…

7 years ago

‘ରାଷ୍ଟ୍ର ନିର୍ମାଣରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଧର୍ମଶାଳା,୨୦-୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜାରକା ରୋଟାରି କ୍ଲବ ପକ୍ଷରୁ ଧର୍ମଶାଳା ମହାବିଦ୍ୟାଳୟ ପରିସରରେ ବୁଧବାର ରାଷ୍ଟ୍ର ନିର୍ମାଣ ସମ୍ବର୍ଦ୍ଧନା ସାମାରୋହ ପାଳିତ ହୋଇଯାଇଛି। କ୍ଲବର ସଭାପତି ଅଜାମ୍ବର…

7 years ago

ମାସକ ମଧ୍ୟରେ କାର୍ଯ୍ୟକାରୀ ହେବ ‘ସଫା ଆପ୍‌’

ବ୍ରହ୍ମପୁର ଅଫିସ,୨୦ା୯- ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ର ସ୍ବତନ୍ତ୍ର ସାଧାରଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତଥା ନିଗମ ପ୍ରଶାସକ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

7 years ago

ଆର୍ମି ଏୟାର୍‌ ଡିଫେନ୍ସ କଲେଜକୁ ମିଳିବ ପ୍ରେସିଡେଣ୍ଟ୍‌ସ କଲର୍ସ ଆୱାର୍ଡ଼

ବ୍ରହ୍ମପୁର ଅଫିସ୍‌,୨୦ା୯- ଯୁଦ୍ଧ ଏବଂ ଶାନ୍ତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗୋଳାବନ୍ଧସ୍ଥିତ ଆର୍ମି ଏୟାର୍‌ ଡିଫେନ୍ସ କଲେଜକୁ ମିଳିବ ପ୍ରେସିଡେଣ୍ଟ୍‌ସ କଲର୍ସ ଆୱାର୍ଡ଼ । ରାଷ୍ଟ୍ରପତି…

7 years ago

୬୫ତମ ଜିଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ଧର୍ମଶାଳା/ଜେନାପୁର,୨୦-୯(ଡି.ଏନ୍‌.ଏ.)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ଜେନାପୁର ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୬୫ତମ ଜିଲାସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି।…

7 years ago