କୃଷ୍ଣପ୍ରସାଦ,୧୭ା୮(ଡି.ଏନ.ଏ.)-ପୁରୀ ଜିଲାପାଳଙ୍କ ସ୍ବଚ୍ଛ ପରିବେଶ କାର୍ଯ୍ୟକ୍ରମ ଅବସରରେ ମୋ ବେଳାଭୂମି ଯୋଜନାରେ କୃଷ୍ଣପ୍ରସାଦ ବ୍ଲକ ଅନ୍ତଗତ ଚିଲିକା ଉପକୂଳ ପର୍ଯ୍ୟଟନ ସ୍ଥଳରୁ ଶୁକ୍ରବାର ଆବର୍ଜନା ମୁକ୍ତ ଅଭିଯାନ…
ନୟାଗଡ଼ ଅଫିସ,୧୭ା୮- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଦଲାଲମାନେ ଅବାଧରେ ପଶି ରୋଗୀମାନଙ୍କ ଇସିଜି (ଇଲୋକ୍ଟ୍ରୋ କାଡ଼ିଓଗ୍ରାମ) ପରୀକ୍ଷା କରୁଛନ୍ତି। ଦିନେ କି ଦୁଇଦିନ ନୁହେଁ ଦୀର୍ଘ…
ଦଶପଲ୍ଲା,୧୭ା୮(ଡି.ଏନ.ଏ.): ସମସ୍ତଙ୍କୁ ବିଦ୍ୟୁତ୍ ଆଲୋକ ଯୋଗାଣ ନିମନ୍ତେ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ କେତେଜଣ କର୍ମଚାରୀଙ୍କ ଅବହେଳା ଯୋଗୁ ଜନସାଧାରଣ ବିଦ୍ୟୁତ୍ ଆଲୋକରୁ ବଞ୍ଚତ୍ତ…
ଓଡ଼ଗାଁ,୧୭ା୮(ସ୍ବ.ପ୍ର.): ଓଡ଼ଗାଁ ଏନ୍ଏସି ଅନ୍ତର୍ଗତ ଧୋବା ସାହିରେ ଗୁରୁବାର ବିଳମ୍ବିତ ରାତିରେ କାନ୍ଥ ଭୁଶୁଡିବାରୁ ଗୋଟିଏ ପରିବାର ଭୟଭୀତ ଅବସ୍ଥାରେ ରହିଛନ୍ତି। ସୂଚନା ଅନୁସାରେ ଓଡ଼ଗାଁ ଏନ୍ଏସି…
ରଣପୁର, ୧୭।୮(ସ୍ବ.ପ୍ର.)-ନୟାଗଡ ଜିଲାର ରଣପୁର ସ୍ବାସ୍ଥ୍ୟକେନ୍ଦ୍ରର ନାମ ପରିବତ୍ତର୍ର୍ନ କରାଯାଇ ଶହୀଦ ରଘୁଦିବାକରଙ୍କ ନଁାରେ ରଖିବାକୁ ରଣପୁର ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ସତ୍ୟ…
ଗଣିଆ,୧୭।୮(ଡି.ଏନ.ଏ.)- ଛାଡିଯାଇଛି ବନ୍ୟାଜଳ ା ହେଲେ ଉଜୁଡିଯାଇଛି ଏକର ଏକର ଚାଷ ଜମି ା ଧୋଇଯାଇଛି ରାସ୍ତାଘାଟ ା ଫଳରେ ବହୁ ଚାଷୀ ଉଜୁଡା ଫସଲକୁ ଦେଖି…
ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୧୭ା୮(ଡି.ଏନ.ଏ.)- ଗୋଟିଏ ଶିକ୍ଷାନୁଷ୍ଠାନ ଆଗକୁ ଯିବାକୁ ହେଲେ ସମସ୍ତଙ୍କର ସହଭାଗିତା ଓ ସହଯୋଗର ଆବଶ୍ୟକ ରହିଅଛି। ଛାତ୍ରୀଛାତ୍ର, ଅଧ୍ୟାପକ ଓ ଅଭିଭାବକଙ୍କ ମିଳିତ ଉଦ୍ୟମ ଦ୍ୱାରା ମହାବିଦ୍ୟାଳୟର…
୧୯୯୩ରେ ଭଦ୍ରକକୁ ମିଳିଥିଲା ଜିଲା ମାନ୍ୟତା । ଜିଲା ପୁନର୍ଗଠନକୁ ୨୬ ବର୍ଷ ବିତିଗଲାଣି। ଜିଲା ସଦର ମହକୁମାର ଭିତ୍ତିଭୂମି ବିକାଶ ଲାଗି କେତେକ ଯୋଜନା ହୋଇଥିଲେ…
କାଳିଆପାଣି,୧୭ା୮(ଡି.ଏନ୍.ଏ.)- ଖଣି ଅଞ୍ଚଳରେ କ୍ରୋମାଇଟ ପରିବହନକୁ ଶୁକ୍ରବାର କ୍ଷତିର ସମ୍ମୁଖୀନ ହେଉଥିବା ଶତାଧିକ ଟ୍ରକ୍ ମାଲିକଙ୍କୁ ନେଇ ଏକ ସାଧାରଣ ବୈଠକ ଅଶୋକଝରଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ…
ବରୀ/ରତ୍ନଗିରି,୧୭ା୮(ସ୍ବ.ପ୍ର./ଡି.ଏନ.ଏ.): ବରୀ ଥାନା ଅଞ୍ଚଳରେ ଗୁରୁବାର ଜଣେ ନାବଳିକାଙ୍କୁ ବଳାତ୍କାର କରାଯାଇଛି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ମାମଲା ନଂ-୧୯୪/୧୯ ରୁଜୁ କରିବା ସହ ଅଭିଯୁକ୍ତଙ୍କୁ…