ସୁକିନ୍ଦା,୧୮ା୯(ଡି.ଏନ୍.ଏ.) : ଯାଜପୁର ଜିଲାର ଖଣିଖାଦାନ ସହ ଶିଳ୍ପାଞ୍ଚଳକୁ ସଂଯୋଗ କରୁଥିବା ୫୩ ନମ୍ବର ଯାତୀୟ ରାଜପଥ ଶୋଚନୀୟ ହୋଇପଡିଛି। ସୁକିନ୍ଦାଠାରୁ ଡୁବୁରୀ ପର୍ଯ୍ୟନ୍ତ ରାସ୍ତା ଖାଲଖମାରେ…
କୋରେଇ,୧୮ା୯(ସ୍ବ:ପ୍ର.): ପାଣିକୋଇଲି ଥାନା ଅନ୍ତର୍ଗତ ମୂଳାପାଳ ପଞ୍ଚାୟତ ଧନତ୍ରୀ ଗ୍ରାମରେ ମଙ୍ଗଳବାର ପାରିବାରିକ ଗଣ୍ଡଗୋଳ ଘଟିଛି। ଏଥିରେ ସାନଭାଇର ଠେଙ୍ଗା ମାଡ଼ରେ ବଡ଼ଭାଇ ଗୁରୁତର ହୋଇଛନ୍ତି। ଗୁରୁତର…
ବରୀ,୧୮।୯(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ଗୌଳକୁଣ୍ଡ ପଞ୍ଚାୟତର ସର୍ବପୁରାତନ ନିମ୍ନ ମୌଳିକ ବିଦ୍ୟାଳୟର ପାଚେରି ମଙ୍ଗଳବାର ଭୁଶୁଡି ପଡ଼ିଛି। ୧୦ବର୍ଷ ତଳେ ଏହି ପାଚେରି…
ଯାଜପୁର ଅଫିସ,୧୮ା୯ : ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଭାବେ ପରିଚିତ ୨୬ ୱାର୍ଡ଼ ବିଶିଷ୍ଟ କ୍ରୋମନଗରୀ ବ୍ୟାସନଗର ପୌରାଞ୍ଚଳରେ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ ହୋଇ…
କେନ୍ଦ୍ରାପଡ଼ା ଅଫିସ, ୧୮ା୯ : ଶିଳ୍ପ ଓ ଅନ୍ୟାନ୍ୟ ଭିତ୍ତିଭୂମି ନ ଥିବାରୁ କେନ୍ଦ୍ରାପଡ଼ା ଜିଲାବାସୀ କୃଷିକୁ ଆଦରି ନେଇଛନ୍ତି। ଜିଲାର ୬୮ ପ୍ରତିଶତ ଅଞ୍ଚଳରେ ଖରିଫ…
ରାଜନଗର, ୧୮।୯ (ଡି.ଏନ୍.ଏ.): କେନ୍ଦ୍ରାପଡା ଜିଲା ରାଜନଗର ତହସିଲ ଓ ଆର୍ଆଇ ଅଫିସ୍ରେ କର୍ମଚାରୀ ଅଭାବ ଯୋଗୁ ସରକାରୀ କାର୍ଯ୍ୟରେ ବିଳମ୍ବ ହେଉଛି। ସାଧାରଣ ଲୋକଙ୍କ କାମ…
କେନ୍ଦ୍ରାପଡା ଅଫିସ୍, ୧୮।୯ : କେନ୍ଦ୍ରାପଡା ଜିଲାର ବିଭିନ୍ନ ସ୍କୁଲରେ ଅନେକ ସମୟରେ ନାବାଳିକା/ନାବାଳକ (ଛାତ୍ରୀ/ଛାତ୍ର)ମାନେ ଅସଦାଚରଣର ଶିକାର ହେଉଛନ୍ତି। କିନ୍ତୁ ଏହି ଘଟଣାରେ ସମ୍ପୃକ୍ତ ଶିକ୍ଷକମାନଙ୍କୁ…
ନୂଆପଡା ଅଫିସ,୧୮ା୯ - ସରକାର ଗରିବ ଲୋକଙ୍କୁ ଅଗ୍ରାଧିକାର ଭିତିରେ ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନ ଦେବାରେ ଏକ ଅଭିଯାନ ଚଳାଇଥିବାବେଳେ ବର୍ତ୍ତମାନ ସମସ୍ତ ଗୃହ ନିର୍ମାଣ ପ୍ରକ୍ରିୟାକୁ…
ନୂଆପଡା ଅଫିସ,୧୮ା୯-ଜିଲାରେ ବିପର୍ଯ୍ୟୟ ପ୍ରଶମନ ସକାଶେ ଅଣୁ ଯୋଜନା କରିବାକୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମଙ୍ଗଳବାର ସ୍ଥାନୀୟ ସଦଭାବନା ସଭାଗୃହରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲାପାଳ…
ନୂଆଗାଁ,୧୮ା୯ (ଡି.ଏନ.ଏ.): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଚନ୍ଦ୍ରୟାନ -୨କୁ ଚନ୍ଦ୍ରପୃଷ୍ଠରେ ଅବତରଣ କରି ଚନ୍ଦ୍ରରେ ଥିବା ଅନେକ ତଥ୍ୟ ଉନ୍ମୋଚନ କରି ମହାକାଶ ଇତିହାସରେ…