ଆମ ଜିଲା ଖବର

ବର୍ଷା ଛାଡିଲା, ବଡୁଛି ଦୁର୍ଦଶା; ୧୮ ଗାଁର ୮୯୨ ସ୍ଥାନାନ୍ତରିତ ଲୋକେ ଫେରିଲେ

ଭବାନୀପାଟଣା,୧୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ଗତ ୭ ତାରିଖ ଲଘୁଚାପଜନିତ ବନ୍ୟାସ୍ଥିତିରୁ ଜନଜୀବନ ସ୍ବାଭାବିକ ହୋଇ ଆସୁଥିବା ବେଳେ ଗତ ୧୧ରୁ ୧୩ ତାରିଖ ଲଗାଣ ଭର୍ଷା ପୁଣି…

7 years ago

୬ ମାସ ହେଲା ସଏଲାନ ବିଜୁ ପକ୍କାଘର କାମ୍‌: ବିଲ୍‌ ଲାଗି ହିତାଧିକାରୀ ବାରଦୁଆର

ବୌଦ୍ଧ, ୧୫ା୮(ସ୍ବ.ପ୍ର.): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ନିଅଁାସି ପରିବାରମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଆବାସ, ବିଜୁ ପକ୍କାଘର, ମୋ କୁଡ଼ିଆ ଯୋଜନାରେ ସାମିଲ…

7 years ago

ପୁଓର ଚିକିଛା ଲାଗି ବାପ୍‌ ବାରଦୁଆର: ସରକାରୀ ସାହାଯ୍‌ ଆଶ୍‌ରେ ପରିବାର

ଅତାବିରା, ୧୫।୮ (ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକର ଚିକିଛା ସୁବିଧା ଲାଗି ସ୍ବାସ୍ଥ୍ୟ ବୀମା ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଶିକ୍ଷାଦୀକ୍ଷା ହେଉ…

7 years ago

ଲଘୁଚାପ ବରଷାରେ ଘର ଭାଂଗଲା; ଆବାସ ଯୋଜନାରେ ସାମିଲ କରବାକେ ଦାବି

ଲାଠୋର, ୧୫ା୮ (ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲୋଠୋର ପଁଚେତ୍‌ ସଦର ଗଁାର କର୍ତ୍ତିଆପଡ଼ାର ମଧୁ ବାଗକଁର ଘର ଲଘୁଚାପ ବରଷାରେ ଭାଂଗି ଯାଇଛେ। ଆଗ୍‌କେ…

7 years ago

ନିଜେ ଭିନ୍ନକ୍ଷମ, ମାଏକିନା ମାନ୍‌ସିକ ରୁଗୀ:ଭଗବାନ ଭରସାରେ ବୁରୁଧ୍‌ ଦମ୍ପତି

ଲୋଇସିଂହା,୧୫।୮(ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଭାଲିଆମୁଣ୍ଡା ଗାଁର ବୁରୁଧ୍‌ ଦମ୍ପତି ଶଙ୍କର ମିଶ୍ର(୭୫) ଆର ମାଏକିନା ସୁଗନ୍ଧା(୭୦)। ଦମ୍ପତିକଁର ପିଲାଛୁଆ ନାଇଁ। ଏହେଦେ ଇ ଅସାହା…

7 years ago

ଗଣିଆରେ ବନ୍ୟା ପରିସ୍ଥିତି, ୫ ପଞ୍ଚାୟତର ୭୩ ଗାଁ ଜଳବନ୍ଦୀ

ଗଣିଆ,୧୫।୮(ଡି.ଏନ.ଏ.)-ଗତ ୩ଦିନ ଧରି ଲଗାଣ ବର୍ଷା ହେବା ଫଳରେ ମହାନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ନୟାଗଡ଼ ଜିଲା ଗଣିଆ ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି…

7 years ago

‘ଯବାନମାନେ ହିଁ ପ୍ରକୃତ ସ୍ବାଧୀନତା ସଂଗ୍ରାମୀ’

ନୟାଗଡ଼ ଅଫିସ,୧୫।୮-୧୯୪୭ ମସିହା ଅଗଷ୍ଟ ୧୫। ୭୨ ବର୍ଷ ତଳେ ଏହି ଦିନ ଆମ ଦେଶ ଚାଖିଥିଲା ସ୍ବାଧୀନତାର ସ୍ବାଦ। ଗୁରୁବାର ଦେଶ ପାଳନ କରିବ ୭୩…

7 years ago

ବନ୍ୟାରେ ଲୋକେ ସଂଗ୍ରହ କରୁଛନ୍ତି ଜାଳକାଠ

ଖଣ୍ଡପଡ଼ା,୧୫ା୮(ସ୍ବ.ପ୍ର.)-ଉପର ମୁଣ୍ଡରେ ପ୍ରବଳ ଓ ଲଗାଣ ବର୍ଷା ଯୋଗୁ ମହାନଦୀ ଓ ଏହାର ଉପନଦୀ କମେଇ, କୁଆଁରିଆ, କାଳୀଗିରି ଓ କୁସୁମୀ ନଦୀଗୁଡିକରେ ବନ୍ୟା ଦେଖାଦେଇଛି ା…

7 years ago

ଚୋରି ଉଦ୍ୟମ ବେଳେ ଧରାପଡ଼ିଲେ ୩ ଚୋର:ଗୋଡ଼େଇ ଗୋଡ଼େଇ ପିଟିଲେ ଗ୍ରାମବାସୀ

ରଣପୁର,୧୫।୮(ସ୍ବ.ପ୍ର.)-ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ନରେନ୍ଦ୍ରପୁର ପଞ୍ଚାୟତ ଡିହଗଁାରେ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ଉଦ୍ୟମ କରି ଖସି ପଳାଉଥିବାବେଳେ ୩ ଚୋର ଧରାପଡିଛନ୍ତିି।…

7 years ago

ମହାନଦୀରେ ବନ୍ୟା, ରାସ୍ତାରେ ଆଣ୍ଠୁଏ ପାଣି:ମଣିପୁର ଓ ହନୁମନ୍ତପ୍ରସାଦ ଗ୍ରାମ ବାହ୍ୟଜଗତରୁ ବିଚ୍ଛିନ୍ନ

ଭାପୁର,୧୫ା୮(ଡି.ଏନ.ଏ): ମହାନଦୀର ପ୍ରଥମ ବନ୍ୟା ଜଳରେ ଭାପୁର ବ୍ଲକର ମଣିପୁର ଓ ହନୁମନ୍ତପ୍ରସାଦ ଗ୍ରାମ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଜଳବନ୍ଦୀ ଅବସ୍ଥାରେ ରହିଛି। କରବର-ବୈଦ୍ୟେଶ୍ୱର ମୁଖ୍ୟ…

7 years ago