ଆମ ଜିଲା ଖବର

ମା’ଙ୍କ ପରେ ହାତ ଛାଡିଦେଲେ ବାପା; ବ୍ୟାଙ୍କ ବାରଣ୍ଡାରେ ୨ ଶିଶୁ

ବନ୍ତଳା,୧୬।୯(ଡି.ଏନ.ଏ.) ୨ ନୀରିହ ଶିଶୁଙ୍କୁ ଛାଡି ମା’ କେଉଁଆଡେ ପଳାଇଥିବାବେଳେ ଏବେ ହାତ ଛାଡିଦେଇଛନ୍ତି ବାପା। ଫଳରେ ସମବାୟ ବ୍ୟାଙ୍କ ବାରଣ୍ଡାରେ ୫ ଦିନ ହେଲା ଅସହାୟ ଅବସ୍ଥାରେ…

7 years ago

କଟକ: ୧୮ରେ ୧୨ ଘଣ୍ଟିଆ ବନ୍ଦ

କଟକ ଅଫିସ,୧୬ା୯ : ହିନ୍ଦୁସେନା ଓ କଟକ ସଦର ସୁରକ୍ଷା କମିଟି ପକ୍ଷରୁ ଆସନ୍ତା ୧୮ରେ କଟକ ବନ୍ଦ ଡାକରା ଦିଆଯାଇଛି। ଏ ନେଇ ରବିବାର ଜିଲା…

7 years ago

କୃଷି ଋଣ ହଡ଼ପ ଅଭିଯୋଗ: ଚାଷୀ ଥାନାର ଦ୍ୱାରସ୍ଥ

ଛେଣ୍ତିପଦା,୧୬।୯(ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ଚାଙ୍ଗୁଡିଆ ସମବାୟ ସମିତିରେ ଚାଷୀଙ୍କ ଋଣ ଟଙ୍କା ହଡପ ହୋଇଥିବା ନେଇ ରବିବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ କେସ ନଂ.…

7 years ago

ମାଓବାଦୀ ଗଡରେ ମହିଳା ଜିଲାପାଳ; ସୁନାବେଡାବାସୀଙ୍କ ସବୁ ସମସ୍ୟା ବୁଝିଲେ

ନୂଆପଡା ଅଫିସ,୧୬ା୯: ନୂଆପଡା ଜିଲାର ମାଓବାଦୀଙ୍କ ଗଡ କୁହାଯାଉଥିବା ସୁନାବେଡା ଅଭୟାରଣ୍ୟରେ ଖୁବ କମ୍‌ ଅଧିକାରୀ ପାଦ ମାଡିଛନ୍ତି । ସେମାନେ ବି କଡା ସୁରକ୍ଷା ବ୍ୟବସ୍ଥା ଭିତରେ…

7 years ago

ସଚେତନତାରେ ପୋଲିସ, ଓକିଲ ସଂଘ କର୍ମକର୍ତ୍ତା ସାମିଲ; ହେଲମେଟ ପିନ୍ଧିବା ପାଇଁ ଏସ୍‌ପି ପରାମର୍ଶ ଦେଲେ

ନୂଆପଡା ଅଫିସ,୧୬ା୯ : ପରିବର୍ତ୍ତିତ ପରିବହନ ଅଧିନିୟମକୁ କଡାକଡି କାର୍ଯ୍ୟାନ୍ବୟନ କରିବା ପୂର୍ବରୁ ଲୋକଙ୍କ ମଧ୍ୟରେ ବ୍ୟାପକ ସଚେତନତା ଆଣିବାକୁ ଜିଲା ପୋଲିସ ଉଦ୍ୟମ ଆରମ୍ଭ କରିଛି।…

7 years ago

ଭାନୁ ପ୍ରକାଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ; ବାରିକ ଚ୍ୟାଲେଞ୍ଜର୍ସ ଉଦ୍ୟାନ ବନ୍ଧ ଚାମ୍ପିୟନ

କୋମନା,୧୬।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଭେଲା ମିନି ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଭାନୁପ୍ରକାଶ ସ୍ମାରକୀ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଉଦ୍ୟାନବନ୍ଧ ବାରିକ…

7 years ago

ଯାଦବ ସମାଜର ଜିଲାସ୍ତରୀୟ ବୈଠକ; ସମାଜର ସାଙ୍ଗଠନିକ ସମୀକ୍ଷା

ନୂଆପଡା ଅଫିସ,୧୬ା୯: ସ୍ଥାନୀୟ ଜିଲା ଯାଦବ ଭବନରେ ଯାଦବ ସମାଜର ଜିଲାସ୍ତରୀୟ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ହରେରାମ କଠାର ସଭାପତିତ୍ୱ କରିଥିବାବେଳେ ଜିଲା…

7 years ago

ମହାଲିଙ୍ଗା ମହାବିଦ୍ୟାଳୟଠାରେ ଗ୍ରାମପଞ୍ଚାୟତ ତରଫରୁ ଚରାରୋପଣ

ଗୋଲାମୁଣ୍ଡା/କେଗାଁ,୧୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ମହାଲିଙ୍ଗା ଗ୍ରାମପଞ୍ଚାୟତ ପକ୍ଷରୁ ସ୍ଥାନୀୟ ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଚରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗ୍ରାମପଞ୍ଚାୟତ ସରପଞ୍ଚ ସୁଶାନ୍ତ…

7 years ago

ଅଜନା ରୋଗ୍‌ରେ କଲବଲ ହେଉଛନ୍‌ ଝି’ ସୁରେଖା; ଟଁକା ପଏସା ଅଭାବୁ ଭଗବାନ ଭରସାରେ ମା’ବାପ୍‌

ଭବାନୀପାଟଣା, ୧୬ା୯ (ଡି.ଏନ୍‌.ଏ.) ଅଜନା ରୋଗ୍‌ ପରଭାବରେ ଗୁଟେ ୫ ବଛ୍‌ରିଆ ଛୁଆର ପେଟ୍‌ ଆର ଶରୀର ଅସୁଆଭାବିକ ଭାବେ ବଢ଼୍‌ତେଲ ଯାଉଛେ। ଯେନ୍‌ଥିରଲାଗି ଅନେକ ସମିଆରେ…

7 years ago

ଅନୁସୂଚିତ ଜାତି ବିକାଶ ପରିଷଦ ତରଫରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ

କଲମପୁର,୧୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନୁସୂଚିତ ଜାତି ବିକାଶ ପରିଷଦ ତରଫରୁ କଲମପୁର ମଣ୍ଡିଠାରେ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁସୂଚିତ ଜାତି…

7 years ago