ଆମ ଜିଲା ଖବର

ବେଲଟିକିରିରେ ପ୍ରାଣୀଧନ ଚିକିତ୍ସକ ଦଳ: ଚିକିତ୍ସା କଲେ, ପ୍ରତିଷେଧକ ଦେଲେ

ଢେଙ୍କାନାଳ ଅଫିସ, ୧୫।୧୧-ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ଗ୍ରାମରେ ବଜବଜିଆ ରୋଗ ଆତଙ୍କ ସମ୍ପର୍କିତ ଖବର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ପ୍ରାଣୀଧନ ଚିକିତ୍ସା ବିଭାଗ ପକ୍ଷରୁ…

7 years ago

ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଟିକାକରଣ ଅଭିଯାନ: ଟିକାନେବେ ୩ ଲକ୍ଷ ୮୧୮ ଶିଶୁ

ଅନୁଗୋଳ ଅଫିସ, ୧୫।୧୧-ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଭଳି ମାରାତ୍ମକ ରୋଗର ଟିକାକରଣ ଅଭିଯାନ ଶୁକ୍ରବାରଠାରୁ ଅନୁଗୋଳ ଜିଲାରେ ଆରମ୍ଭ ହେଉଛି। ଏହି ଅଭିଯାନ ୩ ସପ୍ତାହ ଧରି ଚାଲିବ।…

7 years ago

ନଷ୍ଟ କରାଗଲା ଗଞ୍ଜେଇ ଗଛ

କ.ନୂଆଗାଁ,୧୫ା୧୧(ଡି.ଏନ୍‌.ଏ.):କ.ନୂଆଗାଁ ଥାନା ଅଞ୍ଚଳରେ ଗୁରୁବାର ଚଢ଼ାଉ କରାଯାଇ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି। ସାଇନପଡା, ସାନମୁଣ୍ଡାର ଗାଁ ଓ ବଡମୁଣ୍ଡାରଗାଁ ଅଞ୍ଚଳରେ ପୋଲିସ ଓ ଅବକାରୀ ବିଭାଗ…

7 years ago

ପରିବା ଗୋଦାମ ପୋଡ଼ିଦେଲେ ଦୁର୍ବୃତ୍ତ

ଫୁଲବାଣୀ ଅଫିସ, ୧୫ା୧୧ -ସ୍ଥାନୀୟ ହାଟପଦା ହାଟରେ ଥିବା ଏକ ପରିବା ଗୋଦାମ ଗୃହକୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଏଥିରେ ଲକ୍ଷାଧିକ ଟଙ୍କାର…

7 years ago

ଗୁଟ୍‌ଖା ନିଷେଧ ଆଇନ ଧର୍ମକୁ ଆଖିଠାର: ଗଜପତି ଖାଦ୍ୟ ନିରାପତ୍ତା ଅଧିକାରୀ ଗଞ୍ଜାମ ଦାୟିତ୍ୱରେ

ବ୍ରହ୍ମପୁର ଅଫିସ,୧୫ା୧୧- ଗୁଟ୍‌ଖା ଓ ନିକୋଟିନଯୁକ୍ତ ତମାଖୁ ବ୍ୟବହାର, ବିପଣନ ଆଦି ଉପରେ ରାଜ୍ୟ ସରକାର ନିଷେଧାଦେଶ ଜାରି କରିବାର ପ୍ରାୟ ୭ ବର୍ଷ ହୋଇଗଲାଣି। ଏବେସୁଦ୍ଧା…

7 years ago

ଫେସବୁକରେ ବନ୍ଧୁତା ମହଙ୍ଗା ପଡିଲା: ବଳାତ୍କାର ଅଭିଯୋଗରେ ଜେଲ ଗଲେ ଯୁବକ

ଦିଗପହଣ୍ଡି,୧୫ା୧୧(ଡି.ଏନ.ଏ.)- ଜଣେ ବିବାହିତାଙ୍କ ସହ ଫେସବୁକ୍‌ରେ ବନ୍ଧୁତା କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଗୁରୁବାର ସମ୍ପୃକ୍ତ…

7 years ago

ବୃଦ୍ଧଙ୍କୁ ହତ୍ୟା ଘଟଣା:ନଦୀପଠାରେ ପୋତିଥିବା କଟାମୁଣ୍ଡ ଉଦ୍ଧାର

ମୋହନା,୧୫ା୧୧(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ଥାନା ମେରାପଲ୍ଲୀ ପଞ୍ଚାୟତରେ ଗୁଣିଗାରେଡି ସନ୍ଦେହରେ ମଙ୍ଗଳବାର ଅପରାହ୍ନରେ ଦାସୁ ମଳିକଙ୍କୁ ହତ୍ୟା କରାଯାଇଥିଲା। ବୁଧବାର ଥାନାରେ ଅଭିଯୋଗ ପରେ ନଂ.୨୦୨/୧୯ରେ…

7 years ago

ଜମି ବିବାଦ କାଳ ହେଲା: ବୃଦ୍ଧ ଦମ୍ପତିଙ୍କୁ ହତ୍ୟା; ପୋତା ଯାଇଥିବା ମୃତଦେହକୁ ଉଦ୍ଧାର କଲା ପୋଲିସ

ଝୁମ୍ପୁରା,୧୫।୧୧ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ କାଶିଆ ଗ୍ରାମ ଜଙ୍ଗଲ ପାର୍ଶ୍ୱରୁ ଝୁମ୍ପୁରା ଥାନା ପୋଲିସ ଏକ ବୃଦ୍ଧ ଦମ୍ପତିଙ୍କ ମୃତଦେହକୁ ଗୁରୁବାର ମାଟିତଳୁ ଉଦ୍ଧାର…

7 years ago

ବାରିପଦା ପୌର ପରିଷଦ: ଦରମା ପ୍ରଦାନ ପରେ ସଫେଇ କାର୍ଯ୍ୟ ସ୍ବାଭାବିକ

ବାରିପଦା ଅଫିସ,୧୫ା୧୧- ବାରିପଦା ପୌର ପରିଷଦର ସଫେଇ କାର୍ଯ୍ୟରେ ନିୟୋଜିତ ସଫେଇ କର୍ମଚାରୀମାନେ ଦରମା ପ୍ରଦାନ ଦାବିରେ ମଙ୍ଗଳବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଥିଲେ। ପ୍ରତିଶ୍ରୁତି ମୁତାବକ ସଫେଇ…

7 years ago

ଶିମିଳିପାଳରେ ରୋପ୍‌ୱେ ନିର୍ମାଣ ପ୍ରସ୍ତାବ: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରୋଜିନୀ

ବାରିପଦା ଅଫିସ,୧୫ା୧୧- ମୟୂରଭଞ୍ଜ ଜିଲାର ଶିମିଳିପାଳ ଓଡ଼ିଶାବାସୀଙ୍କ ପାଇଁ ଗର୍ବ ଓ ଗୌରବ। ବିଭିନ୍ନ ଦୃଷ୍ଟିକୋଣରୁ ଏହା ବେଶ୍‌ ପରିଚିତ। ଶୀତଦିନରେ ଦେଶ ବିଦେଶରୁ ପର୍ଯ୍ୟଟକମାନେ ଏଠାକୁ…

7 years ago