ଆମ ଜିଲା ଖବର

ଦୁର୍ଘଟଣାରେ ଯୁବକ ମୃତ

ବାରିପଦା ଅଫିସ,୧୫ା୧୧- ବାରିପଦା ସହରର ମୁର୍ଗବାଡି ଗୋଲଇ ନିକଟରେ ଗୁରୁବାର ସାରେ ଏକ ଦୁର୍ଘଟଣାରେ ଜଣେ ମୋଟର ସାଇକେଲ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ…

7 years ago

ମାଣତ୍ରୀ ବୋଇତ ବନ୍ଦାଣ ମହୋତ୍ସବର ୨ୟ ସନ୍ଧ୍ୟା: ‘ବିକାଶ ପାଇଁ ସମୂହ ସହଯୋଗ ଆବଶ୍ୟକ’

ବଡ଼ସାହି,୧୫ା୧୧(ସ୍ବ.ପ୍ର)- ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ମାଣତ୍ରୀଠାରେ ବାବା କଖାରୁଆ ବୈଦ୍ୟନାଥ ଯୁବକ ସଂଘ ଆନୁକୂଲ୍ୟରେ ୩ଦିନିଆ ୯ମ ବାର୍ଷିକ ଜିଲାସ୍ତରୀୟ ବୋଇତ ବନ୍ଦାଣ ମହୋତ୍ସବର ୨ୟ…

7 years ago

ବିଳମ୍ବରେ ସ୍କୁଲ ଖୋଲିବା ମହଙ୍ଗା ପଡିଲା: ତାଲା ପକାଇଲେ ଗ୍ରାମବାସୀ

ଖଇରା, ୧୫।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ପାଣିସାଉଁଳି ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକମାନେ ଶିଶୁ ଦିବସ ଭଳି ପବିତ୍ର ଦିବସରେ ବିଳମ୍ବରେ ସ୍କୁଲ ଆସିବା ମହଙ୍ଗା ପଡିଛି।…

7 years ago

ନୂତନ ଜ୍ଞାନକୌଶଳରେ ମତ୍ସ୍ୟଚାଷ ଲାଗି ଆହ୍ବାନ

ବାଲେଶ୍ୱର ଅଫିସ, ୧୫।୧୧- ନୂତନ ଜ୍ଞାନକୌଶଳ ମାଧ୍ୟମରେ ମତ୍ସ୍ୟଚାଷ କଲେ ଚାଷୀମାନେ ଅଧିକ ଲାଭବାନ ହୋଇପାରିବେ ବୋଲି କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ,…

7 years ago

ଦାଦାବଟି ମାଗିବା ଅଭିଯୋଗରେ ୬ ଗିରଫ: କାର, ବନ୍ଧୁକ, ଗୁଳି ଜବତ

କଟକ ଅଫିସ, ୧୪।୧୧- ଜଗତ୍‌ପୁର ଥାନା ଅଞ୍ଚଳର ଜନୈକ ବ୍ୟକ୍ତିଙ୍କୁ ମାରଣାସ୍ତ୍ର ଦେଖାଇ ଧମକ ଦେବା ଓ ଦାଦାବଟି ମାଗିବା ଅଭିଯୋଗରେ ପୋଲିସ ଏକ ଗ୍ୟାଙ୍ଗର ୬…

7 years ago

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ଓଡ଼ିଶା ମଣ୍ଡପ ଉଦ୍‌ଘାଟିତ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ)- ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଅନୁଷ୍ଠିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଆକର୍ଷଣୀୟ ଓଡ଼ିଶା ମଣ୍ଡପ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ…

7 years ago

ତହସିଲ ସମ୍ବନ୍ଧୀୟ ସେବା ଉପରେ ଗୁରୁତ୍ୱ

ବଇଣ୍ଡା,୧୪।୧୧(ଡି.ଏନ୍‌.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଞ୍ଜାମୁରା ପଞ୍ଚାୟତରେ ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଭାବେ ପ୍ରଚଳିତ ହୋଇଥିବା ଯୋଜନା ମୋ ଗାଁ ତହସିଲ (ସେବା ଆପଣଙ୍କ…

7 years ago

ମାମୁରିଝରଣରେ ଅଗ୍ନିକାଣ୍ଡ, ୪ ବଖରା ଜଳିଗଲା

ବଇଣ୍ଡା,୧୪।୧୧(ଡି.ଏନ୍‌.ଏ.)-ଆଠମଲ୍ଲିକ ବ୍ଲକ ଆମ୍ବସରମୁ ପଞ୍ଚାୟତ ମାମୁରିଝରଣ ଗ୍ରାମରେ ଅଗ୍ନିକାଣ୍ଡ ଘଟି ପୁରୁଷୋତ୍ତମ ନାୟକ, ଟୁଟୁ ନାୟକଙ୍କ ୪ ବଖରା ଘର ଜଳିଯାଇଛି। ଅଗ୍ନିକାଣ୍ଡର ସଠିକ କାରଣ ଜଣାଡ଼ି…

7 years ago

ବାର୍‌ହା ଆକ୍ରମଣରେ ୨ଆହତ

ହିଞ୍ଜିଳିକାଟୁ,୧୪ା୧୧(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ଶାସନଆମ୍ବଗଁା ପଞ୍ଚାୟତ ବାହିଆମ୍ପଗଁାରେ ବୁଧବାର ବାର୍‌ହା ଆକ୍ରମଣରେ ୨ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ପ୍ରକାଶ ରାଉତ ଓ ଚିତ୍ରସେନ…

7 years ago

ଭୋଜି ବାହାନାରେ ଜୁଆ ଆଡ୍ଡା, ୩ ଗିରଫ: କାର, ବାଇକ ସମେତ ୯୨,୪୫୦ ଟଙ୍କା ଜବତ

ଦିଗପହଣ୍ଡି,୧୪ା୧୧(ଡି.ଏନ.ଏ.)-ଦିଗପହଣ୍ଡି ପୋଲିସ ଗୁରୁବାର ଆନ୍ଧ୍ରପ୍ରଦେଶ ଇଚ୍ଛାପୁରର ପି. ପ୍ରବିନ କୁମାର, ଗୋଳନ୍ତରା ଥାନା ପନାଡ ଗ୍ରାମର ଦିବାକର ଗୌଡ, ବ୍ରହ୍ମପୁର ବଡ ବଜାର ଥାନା ଫାଷ୍ଟଗେଟ ଅଞ୍ଚଳର…

7 years ago