ଆମ ଜିଲା ଖବର

କଳିଙ୍ଗ ବାଲିଯାତ୍ରାର ୨ୟ ସନ୍ଧ୍ୟା: ଦର୍ଶକଙ୍କୁ ଆକୃଷ୍ଟକଲା ଇଲିୟାନା ସିସ୍ତାରିସ୍ତଙ୍କ ନୃତ୍ୟ

ପାରାଦୀପ,୧୩ା୧୧(ସ୍ବ.ପ୍ର.): ପାରାଦୀପ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ମଙ୍ଗଳବାର ୨ୟ ଦିନରେ ପହଞ୍ଚତ୍ଛି। ଏଥିରେ ବାତ୍ୟା ବୁଲ୍‌ବୁଲ୍‌ର ପ୍ରଭାବ ଦେଖିବାକୁ ମିଳିଛି। ବାତ୍ୟାରେ ଭୁଶୁଡ଼ି ପଡ଼ିଥିବା ଷ୍ଟଲଗୁଡ଼ିକର ପୁନରୁଦ୍ଧାର…

7 years ago

ଜାଲ ସାର୍ଟିଫିକେଟରେ ଡାକ୍ତର

ସୁୁନ୍ଦରଗଡ,୧୩।୧୧ (ଡି.ଏନ୍‌.ଏ.)- ଜାଲ ସାର୍ଟିଫିକେଟ ଦେଇ ଜଣେ ବ୍ୟକ୍ତି ଗତ ୩ବର୍ଷ ଧରି ସରକାରୀ ଡାକ୍ତର ଭାବେ ଚାକିରି ପାଇ ରୋଗୀସେବା କରୁଥିଲେ ା ଏ ସଂକ୍ରାନ୍ତରେ…

7 years ago

ପେଟ୍‌ରୋଗ୍‌ରେ ଆକ୍‌ରାଁତ ବସନ୍ତ: ଚିକିଛା ଲାଗି ଟଁକା ଅଭାବ

ଲୋଇସିଂହା, ୧୩।୧୧(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢ଼ୀପଦର ପଁଚେତ୍‌ ସଦର ଗଁାର ବସନ୍ତ ବାରିକ(୩୭)। ସେ ପେଟ୍‌ ବେମାରିର ଚିକିଛାରେ ଲକ୍ଷାଧିକ୍‌ ଟଁକା ଖରଚ୍‌ କରି ସରବ୍‌ସୁଅଁାତ…

7 years ago

ବଲାଙ୍ଗୀରରେ ବିଶ୍ୱର ସର୍ବୋଚ୍ଚ ବାଲୁକା କଳା ସ୍ଥାପନ ଯୋଜନା

ବଲାଙ୍ଗୀର ଅଫିସ, ୧୩ା୧୧ - ବଲାଙ୍ଗୀର ଜିଲା ତୁଷରା ତହସିଲ ଅନ୍ତର୍ଗତ ପେଣ୍ଡିମୁଣ୍ଡା ନିକଟ ତେଲନଦୀ କୂଳରେ ବିଶ୍ୱର ସର୍ବୋଚ୍ଚ ବାଲୁକା କଳା ନିର୍ମାଣ କରାଯିବାର ଯୋଜନା…

7 years ago

୬ ମାସ ତଳୁ ଶେଷ ହେଲାଣି ଇକୋ ପାର୍କ ପରିଚାଳନା ଚୁକ୍ତି: ନାଲି ଫିତା ତଳେ ନବୀକରଣ

ଅନୁଗୋଳ ଅଫିସ, ୧୩।୧୧-ସହରବାସୀଙ୍କୁ ସତେଜ ରଖିବା ତଥା ଏକ ସୁସ୍ଥ ପରିବେଶ ଭେଟିଦେବାକୁ ଅନୁଗୋଳ ପୌରପାଳିକା ପକ୍ଷରୁ ଶିକ୍ଷକପଡ଼ାଠାରେ ଇକୋ ପାର୍କର ପରିକଳ୍ପନା କରାଯାଇଥିଲା। ପ୍ରଥମେ ପୌରପାଳିକା…

7 years ago

ଆଦିବାସୀ ଛାତ୍ରୀ ହଷ୍ଟେଲ ଛାଡ଼ିବା ଘଟଣା: ତଦନ୍ତ କଲେ ଉପଜିଲାପାଳ

ପାଲଲହଡା,୧୩।୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନଗିରା ପଞ୍ଚାୟତରେ ଥିବା ସିବିଡ଼ା ଶିକ୍ଷା ନିକେତନର ୧୫୦ରୁ ଊର୍ଦ୍ଧ୍ୱ ଆଦିବାସୀ ଛାତ୍ରୀ ସୋମବାର ହଷ୍ଟେଲ ଛାଡିବା ଘଟଣାରେ ମଙ୍ଗଳବାର…

7 years ago

କପିଳାସରେ ୫୦ ହଜାର ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ,୧୩ା୧୧- ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସଠାରେ କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ମଙ୍ଗଳବାର ପ୍ରବଳ ଜନ ସମାଗମ ଲାଗିରହିଥିଲା। ସକାଳୁ ଅପରାହ୍ନ ପର୍ଯ୍ୟନ୍ତ ପ୍ରାୟ ୫୦ ହଜାର…

7 years ago

ଗଣ୍ଡଗୋଳରେ ଗର୍ଭବତୀ ଆହତ ଘଟଣା, ୩ ଗିରଫ

ଦାରିଙ୍ଗବାଡ଼ି,୧୩ା୧୧(ଡି.ଏନ.ଏ)-ଜମିକୁ କେନ୍ଦ୍ର କରି ଗଣ୍ଡଗୋଳ ବେଳେ ଜଣେ ଗର୍ଭବତୀଙ୍କୁ ଆକ୍ରମଣ କରାଯିବାରୁ ମୃତଶିଶୁ ଜନ୍ମ ହେବା ଘଟଣାରେ ଦାରିଙ୍ଗବାଡ଼ି ପୋଲିସ ମଙ୍ଗଳବାର ୩ ଜଣଙ୍କୁ ଗିରଫ କରିଛି।…

7 years ago

ଜମି ବିବାଦ: ସାନଭାଇଙ୍କୁ ହାଣି ବଡ଼ ଗିରଫ

ଶଙ୍କରାଖୋଲ/ଟିକାବାଲି,୧୩ା୧୧(ଡି.ଏନ.ଏ.)-କନ୍ଧମାଳ ଜିଲା ଚକାପାଦ ଥାନା ପସରା ପଞ୍ଚାୟତର ଗୋଛାବାରୀ ଗ୍ରାମରେ ଜମି ଭାଗବଣ୍ଟାକୁ ନେଇ ସାନଭାଇ ବିକ୍ରମ କହଁରକୁ ହାଣିଥିବା ଅଭିଯୋଗରେ ମଙ୍ଗଳବାର ଚକାପାଦ ପୋଲିସ ବଡଭାଇଙ୍କୁ…

7 years ago

୮୪ ଲକ୍ଷ ଟଙ୍କା ଠକେଇ ଘଟଣା: ଜେଲ ଗଲେ ହନିକମ୍ବ ଏମ୍‌ଡି

ବ୍ରହ୍ମପୁର ଅଫିସ,୧୩ା୧୧-ଅଧିକ ସୁଧ ଦେବା ନାଁରେ ସୋନପୁର ଜିଲା ବିନିକା ଅଞ୍ଚଳର ୫୦ରୁ ଉର୍ଦ୍ଧ୍ୱ ଜମାକାରୀଙ୍କ ୮୪ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗରେ ବୈଦ୍ୟନାଥପୁର ପୋଲିସ…

7 years ago