ଆମ ଜିଲା ଖବର

ନାଲିଫିତା ତଳେ ବିରଜାକ୍ଷେତ୍ରକୁ ରେଳ ପ୍ରକଳ୍ପ: ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଭେଟିଲା ବିରଜା କ୍ଷେତ୍ର ବିକାଶ ପରିଷଦ

ଯାଜପୁର ଅଫିସ,୧୧।୮- ଯାଜପୁର କେନ୍ଦୁଝରରୋଡ଼- ଧାମରା ରେଳ ପ୍ରକଳ୍ପ ସର୍ଭେ ରିପୋର୍ଟ ଦୁଇବର୍ଷ ହେବ କେନ୍ଦ୍ର ସରକାରଙ୍କ ନାଲି ଫିତାତଳେ ଚପି ରହିଛି। ଏନେଇ ଜନସାଧାରଣଙ୍କ ମଧ୍ୟରେ…

7 years ago

ତେଣ୍ଟା ନାଳରେ ମାଛମରାକୁ ନେଇ ତେଜୁଛି ବିବାଦ: ବେଆଇନ ଆଡ଼ିବନ୍ଧ ଯୋଗୁ ଚାଷଜମିକୁ ଯାଇପାରୁନି ପାଣି, ବଢ଼ୁଛି ଚାଷୀ ଅସନ୍ତୋଷ

ବିିଞ୍ଝାରପୁର,୧୧।୮(ଡି.ଏନ୍‌.ଏ.)- ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ବରପଦା ତେଣ୍ଟା ନାଳରେ ମାଛ ଧରିବାକୁ ସ୍ଲୁଇସ୍‌ ଗେଟ୍‌ ବନ୍ଦ କରିବା ସହିତ ଆଡିବନ୍ଧ କରାଯାଇଥିବାରୁ ସ୍ଥାନୀୟ ଅଞ୍ଚଳର ଚାଷୀମାନଙ୍କ ମଧ୍ୟରେ…

7 years ago

ମହେନ୍ଦ୍ର ହାଇସ୍କୁଲରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ଗୋଟିଏ ହଲ୍‌ରେ ୧୫୦ ପିଲା

ଆଠମଲ୍ଲିକ,୧୧ା୮(ଡି.ଏନ.ଏ.) - ଅନୁଗୋଳ ଜିଲା ଆଠମଲ୍ଲିକ ସଦର ମହକୁମାସ୍ଥିତ ବହୁ ପୁରାତନ ମହେନ୍ଦ୍ର ହାଇସ୍କୁଲ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଏଠାରେ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଉପଯୁକ୍ତ…

7 years ago

ଅବ୍ୟବସ୍ଥା ଘେରରେ ବ୍ରିଟିଶ୍‌ ଅମଳର ହାଟ: ହେଉଛି ଶୁଳ୍କ ଆଦାୟ, ହେଉନି ବିକାଶ

ଛେଣ୍ଡିପଦା,୧୧।୮ - ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଥିବା ବ୍ରିଟିଶ ଅମଳର ବାଗଡ଼ିଆ ହାଟ ଏବେ ନାନା ଅବ୍ୟବସ୍ଥାରେ ଚାଲିଛି। ନିୟନ୍ତ୍ରିତ ବଜାର କମିଟି ଅଧୀନରେ ଏହା…

7 years ago

ବାଇକ୍‌ ଧକ୍କାରେ କାଉଡିଆ ଗୁରୁତର: ଘଟଣାକୁ କେନ୍ଦ୍ରକରି ବଚସା, ରାସ୍ତାରୋକୋ

ଓଡ଼ଗାଁ,୧୧ା୮(ସ୍ବ.ପ୍ର.): ଶନିବାର ଓଡଗାଁ ଥାନା ଅଞ୍ଚଳରେ ବାଇକ୍‌ ଧକ୍କାରେ ଜଣେ କାଉଡିଆ ଗୁରୁତର ହୋଇଛନ୍ତି। ଏହାକୁ କେନ୍ଦ୍ରକରି ବଚସା ଓ ରାସ୍ତାରୋକୋ ହୋଇଥିଲା। ଅପରାହ୍ନରେ ଓଡ଼ଗାଁ ଦେଇ…

7 years ago

ନିୟମିତ ବସୁନି ପଞ୍ଚାୟତ ସମିତି ଅଧିବେଶନ: ୨ ମାସ ବଦଳରେ ବର୍ଷ ବର୍ଷ ବିତିଯାଉଛି

ନୟାଗଡ଼ ଅଫିସ,୧୧ା୮: ନୟାଗଡ଼ ଜିଲାରେ ଥିବା ୮ ପଞ୍ଚାୟତ ସମିତିରେ ଠିକ୍‌ ସମୟରେ ଅଧିବେଶନ ବସୁନାହିଁ। କେଉଁଠି ୬ ମାସ ତ ଆଉ କେଉଁଠି ବର୍ଷ ବର୍ଷ…

7 years ago

ବଳାତ୍କାର ଶିକାର ନାବାଳିକାଙ୍କୁ ବାପାଙ୍କ ଜିମା: ପ୍ରଶ୍ନ ଉଠାଇଲା ଶିଶୁ ମଙ୍ଗଳ ସମିତି

ଅନୁଗୋଳ ଅଫିସ, ୧୧।୮ - ଅନୁଗୋଳ ବସ୍‌ଷ୍ଟାଣ୍ଡ ନିକଟରେ ଜୁଲାଇ ୨୧ରେ ବଳାତ୍କାରର ଶିକାର ହୋଇଥିବା ନାବାଳିକାଙ୍କୁ ଅନୁଗୋଳ ପୋଲିସ ଶନିବାର ମେଡିକାଲ ପରିସରରେ ତାଙ୍କ ବାପାଙ୍କ…

7 years ago

ଉଦ୍‌ଘାଟନକୁ ୧୫ ବର୍ଷ ବିତିଲା: କାର୍ଯ୍ୟକ୍ଷମ ହୋଇପାରିନି ଉପଖଣ୍ଡ ଷ୍ଟାଡିୟମ

ତାଳଚେର,୧୧ା୮(ନି.ପ୍ର.) - କ୍ରୀଡା ଓ କ୍ରୀଡାବିତ୍‌ଙ୍କ ଉନ୍ନତି ନିମନ୍ତେ ରାଜ୍ୟ ସରକାର ବହୁ ମିନି ଷ୍ଟାଡିୟମ ନିର୍ମାଣ କରୁଛନ୍ତି। ହେଲେ ତାଳଚେର ରାଜବାଟୀ ନିକଟରେ ୨୦୦୪ରୁ ନିର୍ମାଣ…

7 years ago

ତାଳକଣି ଗାଁରେ ବାଘ ଆତଙ୍କ

ରଣପୁର,୧୧।୮(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ବନବିଭାଗ ଅନ୍ତର୍ଗତ ତାଳକଣି ଗାଁରେ ଶନିବାର ବାଘ ଆତଙ୍କ ସୃଷ୍ଟି ହୋଇଛି। ଗ୍ରାମ ନିକଟସ୍ଥ ଛାଟକୁମ୍ଭ ପାହାଡ ପାଖ ମଇଁଷି ଖୋଲ ଜଙ୍ଗଲରେ…

7 years ago

ଲୋକେ ପିଉଛନ୍ତି ଗୋଳିଆ ପାଣି

ଗଣିଆ, ୧୧।୮(ଡି.ଏନ.ଏ.)-ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପାଇଁ ସରକାରଙ୍କ ଜଳଯୋଗାଣ ଓ ପରିମଳ ବିଭାଗ ତରଫରୁ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଇଛି। ପ୍ରକଳ୍ପ…

7 years ago