ଆମ ଜିଲା ଖବର

ବର୍ଷା, ପବନରେ ଉପୁଡିଲା ଶତାଧିକ ଗଛ, ଭାଙ୍ଗିଲା ୮ ଘର

ପଡିଆ, ୧୨ା୮-ମାଲକାନଗିରି ଜିଲା ପଡିଆ ବ୍ଲକ ଅନ୍ତର୍ଗତ ମାଟେରୁ ପଞ୍ଚାୟତ ମାଢିଗୁଡାରେ ରବିବାର ଅପରାହ୍ନରେ ପ୍ରବଳ ବର୍ଷା ଓ ପବନ ଯୋଗୁ ଶତାଧିକ ଗଛ ରାସ୍ତା ଏବଂ…

7 years ago

ରେଳଧାରଣାରୁ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

କୋରାପୁଟ/କାକିରିଗୁମ୍ମା/ଲକ୍ଷ୍ମୀପୁର ,୧୨ା୮(ସ୍ବ.ପ୍ର)-କୋରାପୁଟ ଜିଲା କାକିରିଗୁମ୍ମା ଥାନା ଅନ୍ତଗର୍ତ କୁଡିପଦର ଗ୍ରାମ ନିକଟ ରେଳ ଧାରଣାରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହକୁ ପୋଲିସ ସୋମବାର ଉଦ୍ଧାର କରିଛି ।…

7 years ago

ନବବଧୂଙ୍କୁ ହତ୍ୟା ଅଭିଯୋଗ

ପାପଡାହାଣ୍ଡି,୧୨।୮(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ବାଙ୍କସର୍ଗି ଗ୍ରାମରେ ନବବଧୂ ମେନକା ସୌରାଙ୍କୁ ହତ୍ୟା କରାଯାଇଥିବା ନେଇ ସୋମବାର ଥାନାରେ ଅଭିଯୋଗ ହୋଇଛି । ତେନ୍ତୁଳିଖୁଣ୍ଟି…

7 years ago

ଯାନ୍ତ୍ରିକ ତ୍ରୁଟି ଯୋଗୁ ବସ୍‌ରେ ନିଆଁ: ବର୍ତ୍ତିଲେ ୬୦ରୁ ଊର୍ଦ୍ଧ୍ୱ ଯାତ୍ରୀ

ବାଲେଶ୍ୱର ଅଫିସ, ୧୨।୮-ବାଲେଶ୍ୱର ଫକୀରମୋହନ ଗୋଲେଇ ନିକଟରେ ସେହେନ୍‌ସା ଯାତ୍ରୀବାହୀ ବସ୍‌ (ନଂ. ଓଡ଼ି୦୫ଭି-୦୭୧୭) ରେ ଏସିରୁ ସର୍ଟସର୍କିଟ୍‌ ହୋଇ ସୋମବାର ଅପରାହ୍ନ ୨ଟା ୪୦ମିନିଟ୍‌ ସମୟରେ…

7 years ago

ସାପ କାମୁଡ଼ାରେ ଭଉଣୀଭାଇଙ୍କ ମୃତ୍ୟୁ

ସୁନ୍ଦରଗଡ଼, ୧୨।୮ (ଡି.ଏନ.ଏ.) -ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ସବ୍‌ଡେଗା ବ୍ଲକ ସୁବଲିୟା ନବରଙ୍ଗପୁର ବସ୍ତିରେ ସାପ କାମୁଡାରେ ଭଉଣୀଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବର୍ଷା…

7 years ago

ରାଜଘାଟକୁ ଷ୍ଟେଶନ ମାନ୍ୟତା ଦାବି: କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଡେଭଲପମେଣ୍ଟ କମିଟି କର୍ମକର୍ତ୍ତା

ରୂପ୍‌ସା,୧୨।୮(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରାଜଘାଟ ପାସେଞ୍ଜର ହଲ୍ଟକୁ ଷ୍ଟେଶନ ମାନ୍ୟତା ମିଳୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଏଥିସହ ଷ୍ଟେଶନର…

7 years ago

ଚମ୍ପୁଆ ବିଧାୟିକାଙ୍କ ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ: ତାଲା ପଡ଼ିଥିବା ଦେଖି ବିରକ୍ତି ପ୍ରକାଶ

ଯୋଡ଼ା,୧୨।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ରବିବାର ଅପରାହ୍ନ ପ୍ରାୟ ୩ଟାରେ ଚମ୍ପୁଆ ବିଧାୟିକା ମୀନାକ୍ଷୀ ମହାନ୍ତ ଅଚାନକ ଗସ୍ତ କରିଥିଲେ। ମାତ୍ର…

7 years ago

ଭଡ଼ାଘରୁ ମୃତଦେହ ଉଦ୍ଧାର, ପଥରରେ ଛେଚି ହତ୍ୟା ସନ୍ଦେହ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୨ା୮(ଡି.ଏନ୍‌.ଏ.): ଝାରସୁଗୁଡା ଜିଲା ବିଟିଏମ୍‌ ଫାଣ୍ଡି ଅଧୀନ ଏକାତାଳି ଗ୍ରାମର ଏକ ଭଡ଼ାଘରୁ ସୋମବାର ସ୍ଥାନୀୟ ପୋଲିସ ଏକ ମୃତଦେହ ଉଦ୍ଧାର କରିଛି। ମୃତକ ପଶ୍ଚିମବଙ୍ଗ…

7 years ago

ବସ୍ତାରେ ବଜ୍ରପାତ: ଯୁବକ ଗୁରୁତର

ବସ୍ତା, ୧୨।୮(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ଦରଡ଼ା ପଞ୍ଚାୟତ କୁଣ୍ଡେଇ ଗ୍ରାମରେ ସୋମବାର ବଜ୍ରପାତରେ ଜନୈକ ଯୁବକ ଗୁରୁତର ଆହତ ହୋଇ ବସ୍ତା ଡାକ୍ତରଖାନାରେ…

7 years ago

ଶ୍ରାବଣ ଶେଷ ସୋମବାର: ଛେଣ୍ଡିପଦାର ସମସ୍ତ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଛେଣ୍ଡିପଦା,୧୨।୮(ଡିଏନଏ): ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଥିବା ସମସ୍ତ ଶୈବପୀଠ ତଥା ଶିବ ମନ୍ଦିରରେ ପବିତ୍ର ଶ୍ରାବଣ ମାସର ଶେଷ ସୋମବାର ଅବସରରେ ଶ୍ରଦ୍ଧାଳୁଙ୍କ ଭିଡ…

7 years ago