ବାଲେଶ୍ୱର ଅଫିସ, ୧୦।୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ବର୍ଦ୍ଧନପୁର ପଞ୍ଚାୟତ ନିଧିପଡ଼ା ଗ୍ରାମରେ ଥିବା ଆଦିବାସୀ କଲ୍ୟାଣ ବିଭାଗର ନିଧିପଡ଼ା ସେବାଶ୍ରମ ସ୍କୁଲ୍ର ୩୭ ଛାତ୍ରୀଛାତ୍ରଙ୍କୁ ମଙ୍ଗଳବାର…
ରୂପ୍ସା, ୧୦।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି-୨ ଅଙ୍ଗନୱାଡ଼ି କେନ୍ଦ୍ରରେ ଉତ୍ତେଜନା ଲାଗି ରହିଛି। ଗତ ୭ତାରିଖରେ ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ…
କଟକ ଅଫିସ, ୧୦।୯: ବସ୍ତି ବାସିନ୍ଦା ମିଳିତ ମଞ୍ଚ ପକ୍ଷରୁ ୫ଦଫା ଦାବି ନେଇ ମଙ୍ଗଳବାର କଟକ ମହାନଗର ନିଗମ (ସିଏମ୍ସି) ସମ୍ମୁଖରେ ଗଣ ବିକ୍ଷୋଭ ପ୍ରଦର୍ଶନ…
କେସିଙ୍ଗା,୧୦।୯(ଡି.ଏନ୍.ଏ.): ଆତ୍ମା ଯୋଜନା କଳାହାଣ୍ଡି ଆନୁକୂଲ୍ୟରେ କେସିଙ୍ଗା ବ୍ଲକର ମହିଳା ଖାଦ୍ୟ ନିରାପତ୍ତା ଦଳର ୮ଜଣ ମହିଳା ଓ ୧୭ ଚାଷୀଙ୍କୁ ବୌଦ୍ଧ ଜିଲାର ପାଲିଝରସ୍ଥିତ ନ୍ୟାସନାଲ…
ଜଗତ୍ସିଂହପୁର ଅଫିସ,୧୦।୯: ଜଗତ୍ସିଂହପୁର ଜିଲା ଏରସମା ଥାନା ଗଡ଼ହରିପୁରରେ ୨୦୧୮ ମାର୍ଚ୍ଚ ମାସରେ ଜନୈକା ନାବାଳୀକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ ମଙ୍ଗଳବାର…
ବାହାନଗା,୧୦।୯(ଡି.ଏନ୍.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ଜିରିତାଳ ଗ୍ରାମରୁ ମଙ୍ଗଳବାର ଏକ ବଜ୍ରକପ୍ତା ଉଦ୍ଧାର ହୋଇଛି। ସ୍ଥାନୀୟ ଲୋକେ ଏହାକୁ ଉଦ୍ଧାରକରି ବନବିଭାଗକୁ ହସ୍ତାନ୍ତର କରିଛନ୍ତି।
କୋରାପୁଟ,୧୦।୯(ସ୍ବ.ପ): କୋରାପୁଟ ଚନ୍ଦନ ପୋଖରୀ ନିକଟରେ ଥିବା କଫି ପ୍ରକ୍ର୍ରିୟାକରଣ କେନ୍ଦ୍ର ଆସନ୍ତା ବୁଧବାର ଉଦ୍ଘାଟିତ ହେବାର ରହିଛି। ଏଥିନିମନ୍ତେ କୋରାପୁଟ ଆଇଟିଡିଏ ପକ୍ଷରୁ ସମସ୍ତ ପ୍ରସ୍ତୁତି…
ବରଗଡ଼ ଅଫିସ,୧୦।୯: ବରଗଡ଼ ଜିଲାରେ ଫସଲକ୍ଷତିଜନିତ ବୀମା କ୍ଷତିପୂରଣ ପ୍ରଦାନ ଦାବି ନେଇ ଆନ୍ଦୋଳନ ପୁଣି ତେଜି ଉଠିଛି । ଚାଷୀଙ୍କ ବାରମ୍ବାର ଦାବି ସତ୍ତ୍ବେ ବୀମା…
ଆରଡ଼ି,୧୦ା୯(ଡି.ଏନ୍.ଏ.): ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ଅନ୍ତର୍ଗତ ମଠଡିହ ବଜାରରେ ରବିବାର ରାତିରେ ଏକ ମୋବାଇଲ ଦୋକାନରୁ ଚୋରି ହୋଇଥିଲା। ଓଳଗ ଗାଁର ଜଣେ ଯୁବକ ଚୋରି…
ବେଦବ୍ୟାସ,୧୦।୯(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ରାଉରକେଲା ଅନ୍ତର୍ଗତ ବ୍ରାହ୍ମଣୀତରଙ୍ଗ ଥାନାର ଫାର୍ସାଟୋଲା ଗ୍ରାମର ଅନିଲ କୁମାର ଲୁଗୁନଙ୍କ ଘରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତ ଘର…