ଆମ ଜିଲା ଖବର

ରେଳଫାଟକ ବନ୍ଦଥିବାରୁ ଗୁରୁତର ନାବାଳିକାଙ୍କ ମୃତ୍ୟୁ ଅଭିଯୋଗ: ମାନବାଧିକାର କମିଶନରଙ୍କ ଦ୍ୱାରସ୍ଥ ହେଲେ ସ୍ବେଚ୍ଛାସେବୀ

ଭବାନୀପାଟଣା,୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ବେଲଖଣ୍ଡି ଗାଁରେ ସାପ କାମୁଡାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ଚିକିତ୍ସା ପାଇଁ ନିଆଯାଉଥିବା ସମୟରେ କେସିଙ୍ଗା ରେଳ…

7 years ago

କଳାହାଣ୍ଡିରେ ବନ୍ୟା ବିତ୍ପାତ : ଅଞ୍ଚଳବାସୀ ଆତଙ୍କିତ

ଭବାନୀପାଟଣା,୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ମଙ୍ଗଳପୁରସ୍ଥିତ ହାତୀ ବ୍ୟାରେଜର ୪ଟି ରେଡିଏଲ୍‌ ଗେଟ ଖୋଲାଯାଇଛି। ୩୨୦ କ୍ୟୁସେକ୍‌ ବନ୍ୟା ଜଳ ହାତୀକୁ ଛଡାଯାଇଛି…

7 years ago

ବିଜେଡି ଜିଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ: ଫାଇଭ୍‌ ଟି, ସଭ୍ୟ ସଂଗ୍ରହ ଅଭିଯାନ ଉପରେ ଗୁରୁତ୍ୱାରୋପ

ଜଗତ୍‌ସିଂହପୁର ଅଫିସ,୮।୯: ବିଜେଡି ଜିଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ରବିବାର ବୈଠକ ସ୍ଥାନୀୟ ଏକ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଦଳର ଜିଲା ସଭାପତି ଅମରେନ୍ଦ୍ର ଦାସଙ୍କ ପୌରୋହିତ୍ୟରେ…

7 years ago

ଖୁଦୁରୁକୁଣୀ ପୂଜାରେ ଅଘଟଣ: ପୋଖରୀକୁ ବାଲୁକା କରିବାକୁ ଯାଇ ବୁଡିଗଲେ ୬ ଯୁବତୀ

ଜଗତ୍‌ସିଂହପୁର ଅଫିସ,୮।୯: ଜଗତ୍‌ସିଂହପୁର ଜିଲା ସ୍ଥାନୀୟ ପାଟେଣୀ ଗାଁ ପୋଖରୀରେ ବୁଡି ରବିବାର ୬ ଯୁବତୀ ଆହତ ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ଶୁଭସ୍ମିତା ସାହୁ(୧୭),…

7 years ago

ପ୍ରଶାସନ ଖାମଖିଆଲରୁ ହାତୀନଦୀରେ କୃତ୍ରିମ ବନ୍ୟା: ରାଜରାସ୍ତାକୁ ଓହ୍ଲାଇବାକୁ ଚାଷୀଙ୍କ ଚେତାବନୀ

ଭବାନୀପାଟଣା,୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଚାଷୀଙ୍କ ପାଇଁ ଇନ୍ଦ୍ରାବତୀ ଜଳ ବିଦ୍ୟୁତ୍‌ ପ୍ରକଳ୍ପ ଯେତେ ସୁଖ ଦେଇଛି, ତାଠୁ ଦେଉଛି ଅଧିକ ଦୁଃଖ ା ସୂଚନା ନ ଦେଇ…

7 years ago

ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣା: ୪ ନିଖୋଜଙ୍କ ପତ୍ତା ମିଳୁନି

ପରଜଙ୍ଗ, ୮।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅଧୀନ ରୋଡ୍‌ ପଞ୍ଚାୟତ କୁନ୍ଦନଦେଈପୁର ଗ୍ରାମ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣାକୁ ପାଖାପାଖି ୧୮ ଘଣ୍ଟା ବିତି…

7 years ago

ବଜ୍ରପାତରେ ଜଣେ ମୃତ

ପଦ୍ମପୁର,୮।୯(ଡି.ଏନ୍‌.ଏ.) : ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଜମଳା ଗ୍ରାମରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଜଏବଲ ଶିଖା (୫୫)। ଶନିବାର ଅପରାହ୍ନରେ…

7 years ago

ବୈତରଣୀରେ ଜଳସ୍ତର ହ୍ରାସ: ଟଳିଲା ବନ୍ୟା ଆଶଙ୍କା

ଭଣ୍ଡାରିପୋଖରୀ,୮।୯(ଡ଼ି.ଏନ୍‌.ଏ): ଭଦ୍ରକଦେଇ ପ୍ରବାହିତ ବୈତରଣୀ ନଦୀରେ ଶନିବାର ପ୍ରଥମ ବନ୍ୟା ଜଳ ପ୍ରବେଶ କରିଥିଲା। ଆଖୁଆପଦାଠାରେ ବିପଦ ସଂକେତ ଅତିକ୍ରମ କରି ରାତି ୧୧ଟା ସୁଦ୍ଧା ଜଳସ୍ତର…

7 years ago

ରେଙ୍ଗାଳି ଡ୍ୟାମ୍‌ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

କଣିହାଁ,୮।୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା ରେଙ୍ଗାଳି ଡ୍ୟାମ୍‌ରୁ ରବିବାର ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେଉଛି। ଡ୍ୟାମ୍‌ର ୭ ନଂ ଗେଟ୍‌ ପୂର୍ବାହ୍ନ ୯ଟାରେ ଖୋଲାଯାଇଛି। ଡ୍ୟାମ୍‌ର ଜଳସ୍ତର…

7 years ago

ଗୋଟିଏ ରାତିରେ ୪ ମନ୍ଦିରରୁ ଚୋରି

ଭଣ୍ଡାରିପୋଖରୀ,୮।୯(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦିନକୁ ଦିନ ଚୋରି ବଢ଼ିଚାଲିଛି। କିଛିଦିନ ତଳେ ଭଣ୍ଡାରିପୋଖରୀ ବଜାରର ବିଭିନ୍ନ ଦୋକାନରୁ ଚୋରି ହୋଇଥିବାବେଳେ ଶନିବାର ବିଳମ୍ବିତ…

7 years ago