ବ୍ରହ୍ମପୁର ଅଫିସ୍,୨୦।୫: ଭାରତ ସଞ୍ଚାର ନିଗମ ଲିମିଟେଡ୍(ବିଏସ୍ଏନ୍ଏଲ୍)ରେ ଠିକା ଏବଂ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଗତ ୪ ମାସ ହେଲା ଦରମା ମିଳି ନ ଥିବା ନେଇ ବାରମ୍ବାର…
ଅନୁଗୋଳ,୨୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କଣଲୋଇ ସଂରକ୍ଷିତ ଜଙ୍ଗଲ ନିକଟସ୍ଥ ତାଳତଇଲାରେ ସୋମବାର ଏକ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ଜୀବନ ଯାଇଛି। ବୃଦ୍ଧା…
ଖଇରା,୨୦।୫(ଡି.ଏନ୍.ଏ.): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ବ୍ରାହ୍ମଣପୋଖରୀ ଛକ ନିକଟରେ ରବିବାର ରାତିରେ ଏକ ଡମ୍ପର ଧକ୍କାରେ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ…
ଖଜୁରିପଡା,୨୦ା୫(ଡି.ଏନ.ଏ.)-କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ବିଲାବାଡି ପଞ୍ଚାୟତର ମେଣିଆଁକୋଠି ଗାଁ। ଜଙ୍ଗଲ ଘେରା ଏହି ଗାଁରେ ୧୫ ପରିବାର ରହୁଥିବାବେଳେ ଜନସଂଖ୍ୟା ୬୦ରୁ ୭୦। ସ୍ବାଧୀନତାର ୭୨ବର୍ଷ…
ତାଳଚେର,୨୦ା୫(ନି.ପ୍ର.) ତାଳଚେର ସ୍ବେରେଜ ବୋର୍ଡ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟର ଟ୍ରାନ୍ସଫର୍ମର ୧୫ ଦିନ ହେଲା ଅଚଳ ହୋଇପଡିଛି। ଫଳରେ ସହରର ସମସ୍ତ ଡ୍ରେନ୍ ପାଣି ବିଶୋଧନ ହୋଇ ନ…
ଗଞ୍ଜାମ,୨୦ା୫(ଡି.ଏନ.ଏ.)-ଗଞ୍ଜାମ ସହରର ବହୁ ପୁରାତନ ଭାରତୀ ବିଦ୍ୟାପୀଠ ନିକଟରେ ରହିଛି ମିନି ଷ୍ଟାଡିୟମ। ଏନ୍ଏସିର ପୂର୍ବତନ ନଗରପାଳ ସ୍ବର୍ଗତ ଶରତ ଚନ୍ଦ୍ର ପଣ୍ଡାଙ୍କ ସମୟରେ ଏହାର ଭିତ୍ତିପ୍ରସ୍ତର…
ଦାରିଙ୍ଗବାଡି,୨୦।୫(ଡି.ଏନ.ଏ.)-ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ପେନାରା ଘାଟିରେ ଏକ ବ୍ରିଜ ନିକଟରେ ସଂଯୋଗୀକରଣ ରାସ୍ତା ଦବି ଯାଇଛି। ଫଳରେ ଉକ୍ତ ରାସ୍ତା ଯାତ୍ରୀଙ୍କ ପାଇଁ ଅସୁରକ୍ଷିତ ହୋଇପଡିଥିବାବେଳେ…
ଫୁଲବାଣୀ ଅଫିସ, ୨୦ା୫-କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ଅଧୀନରେ କେନ୍ଦୁପତ୍ର ଶ୍ରମିକଙ୍କ ଟଙ୍କା ହଡପ କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆଣିଛନ୍ତି କେନ୍ଦୁପତ୍ର ଫଡିରେ କାମ…
ବ୍ରହ୍ମପୁର ଅଫିସ୍,୨୦ା୫-ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ମେଡ଼ିକାଲ୍ ପରିସରରେ ଥିବା ରକ୍ତ ଭଣ୍ଡାରରେ ରକ୍ତର ଘୋର ଅଭାବ ଦେଖିବାକୁ ମିଳିଛି। ଆବଶ୍ୟକ ସ୍ଥଳେ ମଧ୍ୟ…
କାମାକ୍ଷାନଗର, ୨୦।୫(ଡି.ଏନ୍.ଏ.) କୁହାଯାଏ ନାରୀ ସର୍ବସଂହା। ଦୁନିଆର ଯେତେ ଦୁଃଖକୁ ସେ ହସି ହସି ସହିଯାଇପାରେ। ଏହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି କାମାକ୍ଷାନଗର ଏନ୍ଏସି ୮ନଂ. ଓ୍ବାର୍ଡରେ…