ବାଲିଗୁଡା,୫ା୮(ଡି.ଏନ୍.ଏ.): ଜଣେ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ବିଦ୍ୟାଳୟକୁ ନିଶାସକ୍ତ ଅବସ୍ଥାରେ ଆସି ପାଠ ପଢିବାକୁ ଆସିଥିବା ଛାତ୍ରୀଛାତ୍ରଙ୍କୁ ଗାଳିଗୁଲଜ କରିବା ମହଙ୍ଗା ପଡିଛି। ବିଭାଗୀୟ ତଦନ୍ତ ପରେ…
ଛତ୍ରପୁର,୫ା୮(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୨୦୦୦ ନୂଆ ଜୁନିୟର ଡାକ୍ତର ପଦବୀ ସୃଷ୍ଟି ହୋଇଛି। ଏହାକୁ ରାଜ୍ୟପାଳ ମଞ୍ଜୁରୀ ପ୍ରଦାନ କରିଛନ୍ତିି।…
ବ୍ରହ୍ମପୁର ଅଫିସ,୫ା୮-ବ୍ରହ୍ମପୁର ସଦର ଥାନା ପୋଲିସ ୨ଟି ବଡ ଧରଣର ଗୁଟ୍ଖା କାରଖାନା ଉପରେ ଚଢାଉ କରି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗୁଟ୍ଖା ଜବତ କରିଛି। ଶନିବାର…
ବ୍ରହ୍ମପୁର ଅଫିସ,୫ା୮-ବ୍ରହ୍ମପୁର ସହରକୁ ସ୍ବଚ୍ଛ, ସୁନ୍ଦର ଓ ବିକାଶ ପଥରେ ଆଗେଇ ନେବାକୁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଉଛି। ବିଏମ୍ସି ଅନ୍ତର୍ଗତ…
ବ୍ରହ୍ମପୁର ଅଫିସ୍,୫ା୮-ନିଜ ଜୀବନକାଳ ମଧ୍ୟରେ ମଣିଷକୁ ପ୍ରତ୍ୟେକ ସମୟରେ ସାହାଯ୍ୟ କରିଥାଏ ବୃକ୍ଷ । ଖାଦ୍ୟଠାରୁ ଆରମ୍ଭ କରି ଔଷଧ, ପ୍ରଶ୍ୱାସ ନେବା ପାଇଁ ଅମ୍ଳଜାନଠାରୁ ଆରମ୍ଭ…
ଢେଙ୍କାନାଳ ଅଫିସ, ୫।୮: ଭାଷା ଭିତ୍ତିରେ ଗଠନ ହୋଇଥିଲା ଓଡ଼ିଶା ପ୍ରଦେଶ। ଏହାର ଉଦ୍ଦେଶ୍ୟ ଥିଲା ଓଡ଼ିଆ ଜାତି ଏବଂ ଓଡ଼ିଆ ଭାଷାକୁ ସ୍ବତନ୍ତ୍ର ମର୍ଯ୍ୟାଦା ଦେବା। ବିଭିନ୍ନ…
ଢେଙ୍କାନାଳ ଅଫିସ, ୫।୮: ଢେଙ୍କାନାଳସ୍ଥିତ କଲ୍ୟାଣ ମଣ୍ଡପରେ ରବିବାର ଜିଲାସ୍ତରୀୟ ମେଗା ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଜାତୀୟ ଆଇନସେବା ପ୍ରାଧିକରଣ, ଜିଲା ଆଇନସେବା ପ୍ରାଧିକରଣ, ଜିଲା…
ବନ୍ତଳା, ୫।୮(ଡି.ଏନ.ଏ.) ୩ ବଷର୍ର୍ର ନାତୁଣୀକୁ ମାଡ଼ ମାରିବା ଓ ଦୀର୍ଘ ସମୟ ଘରେ ତାଲା ପକାଇ ରଖିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜେଜେ ମା’। ଏଭଳି ଘଟଣା…
ପରଜଙ୍ଗ, ୫।୮(ଡି.ଏନ୍.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରେ ଲୁଟେରା ଆତଙ୍କ ଦେଖାଦେଇଛି। ଡିହଡୋଳ ଗ୍ରାମ ନିକଟ ୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ରଖାଯାଇଥିବା ୫ଟି ଗାଡ଼ିରୁ ଶନିବାର…
ଅନୁଗୋଳ ଅଫିସ, ୫।୮: ଅନୁଗୋଳ ସହର ବସ୍ଷ୍ଟାଣ୍ଡ ନିକଟରେ ଗତ ୨୧ ତାରିଖରେ ବଳାତ୍କାର ଶିକାର ହୋଇଥିବା ୮ ବର୍ଷୀୟା ନାବାଳିକାଙ୍କ ସମ୍ପର୍କୀୟଙ୍କୁ ମାଡ଼ ମାରିବା ଅଭିଯୋଗରେ ପୋଲିସ…