ଆମ ଜିଲା ଖବର

ଖୋଜାପଲ୍ଲୀରେ ଗୁଳିମାଡ଼, କାରଣ ଅସ୍ପଷ୍ଟ

ଖଲ୍ଲିକୋଟ,୭।୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଖୋଜାପଲ୍ଲୀ ଗ୍ରାମରେ ଶନିବାର ସନ୍ଧ୍ୟାରେ ପୂର୍ବ ଶତ୍ରୁତାରୁ ଗୁଳିମାଡ଼ ହୋଇଛି। ଏଥିରେ ଗ୍ରାମର ନୀଳକଣ୍ଠ ପରିଡ଼ା (୩୬) ଗୁରୁତର ଆହତ…

7 years ago

ନିଅଁ ଖୋଳା ଗାତରେ ପଡ଼ି ଦେଢ଼ବର୍ଷର ଶିଶୁମୃତ

କାମାକ୍ଷାନଗର,୭।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କେରଜୋଳି ଗ୍ରାମରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଘର ନିର୍ମାଣ ପାଇଁ ଖେଳାଯାଇଥିବା ନିଅଁ ଗାତରେ ପଡ଼ି ଜଣେ ଦେଢ଼ବର୍ଷର ଶିଶୁକନ୍ୟାଙ୍କ…

7 years ago

ସ୍କୁଟି ଚାଳିକାଙ୍କୁ ୧୩ ହଜାର ଜରିମାନା

ଭଦ୍ରକ ଅଫିସ, ୭।୯ - ଭଦ୍ରକ ବାଇପାସ୍‌ ୟୁନାନି ହସ୍ପିଟାଲ ରାସ୍ତାରେ ସ୍କୁଟି ଚଳାଉଥିବା ଜଣେ ଶିକ୍ଷୟିତ୍ରୀଙ୍କୁ ୧୩ ହଜାର ଟଙ୍କା ଜରିମାନା ଦେବାକୁ ଜିଲା ପରିବହନ…

7 years ago

ସ୍ବାସ୍ଥ୍ୟକେନ୍ଦ୍ରରୁ ବାଇକ୍‌ ଚୋରି ଘଟଣା: ଜେଲ ଗଲେ ୩ ଅଭିଯୁକ୍ତ

ରୂପ୍‌ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ଜଣେ ସ୍ବାସ୍ଥ୍ୟ ପରିଦର୍ଶକଙ୍କ ବାଇକ୍‌ ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି…

7 years ago

ଟ୍ରାଫିକ ନିୟମ କୋହଳ କରିବାକୁ ମନ୍ତ୍ରୀଙ୍କୁ ସ୍ମାରକପତ୍ର

ବାଲେଶ୍ୱର ଅଫିସ, ୭।୯-କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୋଦିତ ନୂତନ ସଂଶୋଧିତ ଟ୍ରାଫିକ ଜରିମାନା ବ୍ୟବସ୍ଥାକୁ ଛାତ୍ରୀଛାତ୍ରମାନଙ୍କ ପ୍ରତି କିଛି ପରିମାଣରେ କୋହଳ କରିବାକୁ ଦାବି କରାଯାଇଛି। ଏହି…

7 years ago

ଅଙ୍ଗନୱାଡ଼ି ଶିଶୁଙ୍କ ଜଳଖିଆରେ ପୋକ

ରୂପ୍‌ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି ଅଙ୍ଗନୱାଡ଼ି କେନ୍ଦ୍ର-୨ରେ ଶନିବାର ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବାରୁ ଉତ୍ତେଜନା ଦେଖାଦେଇଛି। ଏହି ଖବର ପ୍ରଚାରିତ ହେବା…

7 years ago

କୁକୁର ଆକ୍ରମଣରେ ସମ୍ବର ମୃତ

ଭଞ୍ଜନଗର,୭।୯(ଡି.ଏନ.ଏ.)- ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଗାଲେରୀ ରେଞ୍ଜ ଜଡ଼ାହାଟୁଣି ନିକଟରେ ଶୁକ୍ରବାର ସନ୍ଧ୍ୟାରେ କୁକୁର ଆକ୍ରମଣରେ ଗୋଟିଏ ସମ୍ବରର ମୃତ୍ୟୁ ଘଟିଛି। ବନ କର୍ମଚାରୀ ଶନିବାର…

7 years ago

ବୈତରଣୀରେ ପ୍ରଥମ ବନ୍ୟାଜଳ ପ୍ରବେଶ : ବିପଦ ସଙ୍କେତ ଉପରେ ଚାଲିଛି ପାଣି

ଭଣ୍ଡାରିପୋଖରୀ,୭।୯(ଡି.ଏନ୍‌.ଏ.): ଲଘୁଚାପ ଜନିତ ଲଗାଣ ବର୍ଷା ଉପରମୁଣ୍ଡରେ ଲାଗି ରହିବା ଯୋଗୁ ଭଦ୍ରକ ଜିଲାରେ ପ୍ରବାହିତ ବୈତରଣୀ ନଦୀରେ ପ୍ରଥମ ବନ୍ୟାଜଳ ପ୍ରବେଶ କରିଛି। ବୈତରଣୀର ଜଳସ୍ତର…

7 years ago

ଗଙ୍ଗଲାଗୁଡ଼ା ଗ୍ରାମକୁ ନାହିଁ ରାସ୍ତା: ପ୍ରତିବାଦରେ ରାସ୍ତାରେ ତଳି ରୋପଣ କଲେ ଗ୍ରାମବାସୀ, ତୁରନ୍ତ ପଦକ୍ଷେପ ନେବାକୁ ଦାବି

କୋରୁକୋଣ୍ଡା,୭।୯(ଡି.ଏନ୍‌.ଏ.): ସରକାର ପ୍ରତି ଗ୍ରାମକୁ ସଡ଼କପଥ ସହ ଯୋଡ଼ିବା ନିମନ୍ତେ ବହୁ ଯୋଜନା କରିଛନ୍ତି। ହେଲେ ଏହାର ସଫଳ ରୂପାୟନ ମାଲକାନଗିରି ଜିଲାରେ ହୋଇପାରୁନାହିଁ। ଆଜିବି ଲୋକେ…

7 years ago

ଋଷିକୂଲ୍ୟାରେ ସତର୍କ ସୂଚନାଠାରୁ ଊର୍ଦ୍ଧ୍ୱରେ ପ୍ରବାହିତ ହେଉଛି ଜଳ

ପୁରୁଷୋତ୍ତମପୁର,୭।୯(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ସମସ୍ତ ଅଞ୍ଚଳ ଜଳାର୍ଣ୍ଣବ ହୋଇପଡ଼ିଛି। ଏଠାରେ ସମୁଦାୟ…

7 years ago