ବାଲେଶ୍ୱର ଅଫିସ, ୧୯।୫-ବାଲେଶ୍ୱରର ଲୋକପର୍ବ ଜଉକଣ୍ଢେଇ ବାହାଘର ଉତ୍ସବ କମିଟି ପକ୍ଷରୁ ଚଳିତବର୍ଷ ଟୁସୁ ଓ ଶଙ୍କରଙ୍କର ଲଗ୍ନଧରା ଶ୍ୟାମସୁନ୍ଦର ମନ୍ଦିର ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି।…
ବାଲେଶ୍ୱର ଅଫିସ, ୧୯।୫(ଡି.ଏନ.ଏ.)-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ଜିଲା ସ୍ବତନ୍ତ୍ର ବିଚାରପତି ପୋକ୍ସୋ ଅଜନ୍ତା ଷଡଙ୍ଗୀ ଶନିବାର ଅଭିଯୁକ୍ତ ଯୁବକଙ୍କୁ ଦୋଷୀ ସାବ୍ୟସ୍ତ…
ଜି.ଉଦୟଗିରି,୧୮।୫(ଡି.ଏନ.ଏ.)-ଜି.ଉଦୟଗିରି ଠାରେ ଶୁକ୍ରବାର ରାତ୍ର ୮ଟା ସମୟରେ ଆଇୱାଇଏଫ (ଇଣ୍ଟିଗ୍ରାଲ ୟୁଥ୍ ଫେଲୋସିପ୍) ଜି.ଉଦୟଗିରି ଦ୍ୱାରା ଖ୍ରୀଷ୍ଟିୟାନ ହସ୍ପିଟାଲ ରୋଡ ନିକଟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଇଷ୍ଟର କାଣ୍ଟାଟା…
ସୋନପୁର, ୧୮।୫(ନି.ପ୍ର.)ଭୀମଭୋଇଙ୍କ ସିଦ୍ଧି, ସାଧନା ଓ ସମାଧୀପୀଠ ଖଲିଆପାଲିଠାରେ ସନ୍ଥକବିଙ୍କ ଜୟନ୍ତୀ ଉତ୍ସବ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାବାଚସ୍ପତି ପଦ୍ମଶ୍ରୀ ଡ. ଶ୍ରୀନିବାସ ଉଦ୍ଗାତା ମୁଖ୍ୟ ଅତିଥିଭାବେ…
କେନ୍ଦୁଝର, ୧୮ା୫ (ସ୍ବ.ପ୍ର.)-ସରକାରଙ୍କ ଓଡିଶା ଖଣି ନିଗମ ଅଧୀନ ଶୁଆକାଠି ଗନ୍ଧମାର୍ଦ୍ଦନ ଖଣିରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଏହା ଅସୁରକ୍ଷିତ ହୋଇପଡ଼ିଛି। ଉପଯୁକ୍ତ ତଦାରଖର ଅଭାବରୁ ଖଣି…
କୋରାପୁଟ,୧୭ା୫(ସ୍ବ.ପ୍ର.) : ବଣ ପାହାଡ଼ ଘେର ଭିତରେ ରହିଛି ବିସ୍ତ୍ରୀର୍ଣ୍ଣ ପଥର ଚଟାଣ। ତାରି ଉପରେ ଧୀର ସ୍ରୋତରେ ବହିଯାଉଛି ମୁରାନ ଝରଣାର ଜଳରାଶି। ପ୍ରାକୃତିକ ପରିବେଶ…
ବଇଣ୍ଡା,୧୮।୫(ଡି.ଏନ.ଏ.)-୫୫ ନଂ. ଜାତୀୟ ରାଜପଥ ସଂପ୍ରସାରଣ ପାଇଁ ବିଭିନ୍ନ ଛକରେ ଥିବା ଯାତ୍ରୀ ବିଶ୍ରାମଗାର ଗୁଡ଼ିକୁ ଭାଙ୍ଗି ଦିଆଯାଇଛି। ସେହିପରି ରାସ୍ତାର ଉଭୟ ପାର୍ଶ୍ୱରୁ ମଧ୍ୟ ବହୁ…
କାମାକ୍ଷାନଗର, ୧୮।୫(ଡି.ଏନ୍.ଏ.)-ଆର୍ଥିକ ହେର୍ଫେର ମାମଲାରେ କ୍ରାଇମ୍ବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ଜଣେ ପୂର୍ବତନ କର୍ମଚାରୀଙ୍କ ସମେତ ୨ଜଣଙ୍କୁ ଗିରଫ…
ଭୁବନ, ୧୮ା୫(ଡି.ଏନ.ଏ.)-ସାଂସ୍କୃତିକ ଅନୁଷ୍ଠାନ ‘ନଟରାଜ କଳାବିକାଶ କେନ୍ଦ୍ର’ର ୭ମ ବାର୍ଷିକ ଉତ୍ସବ ସ୍ଥାନୀୟ ରାମମନ୍ଦିର ପରିସରରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍ର ବରିଷ୍ଠ କର୍ମକର୍ତ୍ତା…
ଧର୍ମଶାଳା,୧୮।୫(ଡି.ଏନ.ଏ.)- ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ନେଉଳପୁରଠାରେ ଶନିବାର ଅପରାହ୍ନ ୪ଟାରେ ବସ୍, ଟ୍ରକ୍ ସହ କାରର ମୁହଁାମୁହଁି ଧକ୍କା ହେବା ଫଳରେ…