ଆମ ଜିଲା ଖବର

ଦେଶୀ ମଦ ଜବତ, ଜଣେ ଗିରଫ

ଦିଗପହଣ୍ଡି,୧୮ା୫(ଡି.ଏନ୍‌.ଏ.): ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟ ପାନ ଦୋକାନରେ ଦେଶୀ ମଦ ବିକ୍ରି କରୁଥିବା ସୀମାଞ୍ଚଳ ପାତ୍ରଙ୍କୁ ଶନିବାର ପୋଲିସ କୋର୍ଟଚାଲାଣ କରିଛି। ଶୁକ୍ରବାର ସନ୍ଧ୍ୟାରେ ସୀମାଞ୍ଚଳ…

7 years ago

ଅନର କିଲିଂ ମାମଲା : ୩ ଅଭିଯୁକ୍ତଙ୍କୁ କାରାଦଣ୍ଡାଦେଶ

ବ୍ରହ୍ମପୁର ଅଫିସ,୧୮ା୫ : ଅନର କିଲିଂ ମମଲାରେ ଅତିରିକ୍ତ ଜିଲା ଦୌରା ଜଜ୍‌ - ୧ ସଞ୍ଜୟ ସାହୁ ୩ ଅଭିଯୁକ୍ତଙ୍କୁ ଶନିବାର ଉପଯୁକ୍ତ ପ୍ରମାଣ ମିଳିବାରୁ…

7 years ago

ଦୁଇ ଶିକାରୀ ଗିରଫ: ବନ୍ଧୁକ ଜବତ

ଉଦଳା,୧୮ା୫(ଡି.ଏନ୍‌.ଏ.) : ମୟୂରଭଞ୍ଜ ଜିଲା ଶିମିଳିପାଳ କୋର ଏରିଆ ଉପର ବାର୍‌ହାକାମୁଡ଼ା ରେଞ୍ଜ ଭଞ୍ଜବସା ଅଞ୍ଚଳରୁ ଏସଟିଆର ଟିମ୍‌ ଦୁଇ ଶିକାରୀଙ୍କୁ ଗିରଫ କରିଛି। ଏଥିସହିତ ଉଭୟଙ୍କଠାରୁ…

7 years ago

ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିିରହିଛି ଶୀତଳଭଣ୍ଡାର

ଭବାନୀପାଟଣା,୧୮।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଆଦିବାସୀ ହରିଜନ ଲୋକଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ପାଇଁ ସରକାରଙ୍କ ଅନେକ ଯୋଜନା ପ୍ରସ୍ତୁତ ହୋଇଛି ।…

7 years ago

ନିଖିଳ ଉକତ୍ଳ ବିଚାର ବିଭାଗୀୟ କର୍ମଚାରୀ ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ଭବାନୀପାଟଣା,୧୮।୫ (ଡି.ଏନ୍‌.ଏ.): ବାତ୍ୟ ପନୀରେ ଓଡ଼ିିଶାର ବିଭିନ୍ନ ଜିଲାରେ କ୍ଷୟକ୍ଷତି ହୋଇଛି। ବାତ୍ୟା ବିପନ୍ନଙ୍କୁ ସହାୟତା ପାଇଁ ଦେଶ ବିଦେଶରୁ ବିଭିନ୍ନ ବର୍ଗର ବ୍ୟକ୍ତି ଓ ସଂସ୍ଥାମାନେ…

7 years ago

ମାଓବାଦୀ ନେତା ସବ୍ୟସାଚୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର ଅଫିସ, ୧୮।୫: ୨୦୧୪ ଜୁଲାଇ ୧୭ ତାରିଖ ବିଳମ୍ବିତ ରାତିରେ ବଡ଼ବଜ଼ାର ଥାନା ଅନ୍ତର୍ଗତ ମଙ୍ଗଲବରମ ପେଟାସାହିର ଏ. ଚନ୍ଦ୍ରା ରାଓଙ୍କ ଘରୁ ମାଓବାଦୀ ନେତା…

7 years ago

ଗୟଳ ଆକ୍ରମଣରେ ବନ କର୍ମଚାରୀ ଗୁରୁତର

ସଜନାଗଡ଼,୧୮।୫(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଲ୍‌ଡ଼ିହା ଅଭୟାରଣ୍ୟ ରେଞ୍ଜରେ ଶନିବାର ସକାଳେ କୁଲ୍‌ଡ଼ିହା ବିଟ୍‌ରେ କାର୍ଯ୍ୟରତ ସବୁଜବାହିନୀର ପୂର୍ଣ୍ଣଚନ୍ଦ୍ର ରାଉତ ଗୟଳ ଆକ୍ରମଣରେ ଗୁରୁତର…

7 years ago

ବିଦ୍ୟୁତ୍‌ ଟାଓ୍ବାରରେ ଚଢ଼ି ଗଲେ ଯୁବକ, ଓହ୍ଲାଇବାକୁ କଲେ ନାକେଦମ

ପରଜଙ୍ଗ,୧୮।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଅନନ୍ତ ଶୟନ ନିକଟରେ ଥିବା ଅତି ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ ଟାଓ୍ବାର ଉପରକୁ ଜଣେ…

7 years ago

ହାଟଡ଼ିହୀରେ ହାତୀ ଆକ୍ରମଣରେ ଦୁଇଜଣଙ୍କ ମୃତ୍ୟୁ ଘଟଣା: ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କଲେ ଅଞ୍ଚଳବାସୀ, ବ୍ୟାପକ ଭଙ୍ଗାରୁଜା

ହାଟଡିହୀ, ୧୮।୫(ସ୍ବ.ପ୍ର.)- କେନ୍ଦୁଝର ଜିଲା ହାଟଡ଼ିହୀ ଅଞ୍ଚଳରେ ହାତୀ ଆକ୍ରମଣରେ ଦୁଇଜ ପ୍ରତିବାଦରେ ୨ ହଜାରରୁ ଊର୍ଦ୍ଧ୍ୱ ଲୋକ ଶନିବାର ହଦଗଡ଼ ଫରେଷ୍ଟ ଅଫିସ ଘେରାଉ କରିବା…

7 years ago

ବିଭିନ୍ନ ଦାବି ନେଇ ଗର୍ଜିଲା ମୋଟର ଚାଳକ ସଂଘ: ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ

ଗଞ୍ଜାମ,୧୮।୫(ଡି.ଏନ୍‌.ଏ.): ଅସଙ୍ଗଠିତ ମୋଟର ଚାଳକଙ୍କ ମୌଳିକ ସମସ୍ୟା ନେଇ ଶନିବାର ଗଞ୍ଜାମ ଶାଖା ମୋଟର ଚାଳକ ସଂଘ ପକ୍ଷରୁ ତହସିଲଦାରଙ୍କୁ ୫ ଦଫା ଦାବିପତ୍ର ପ୍ରଦାନ କରାଯାଇଛି।…

7 years ago