ଆମ ଜିଲା ଖବର

କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମଙ୍ଗଳବାର ଭଞ୍ଜନଗର ବନ୍ଦ ଡାକରା

ଭଞ୍ଜନଗର,୧୮।୫(ଡି.ଏନ.ଏ)-ଭଞ୍ଜନଗର ଓଏସ୍‌ଆରଟିସି ଜୋନରୁ ସମସ୍ତ ବସ୍‌ ଅନ୍ୟ ଜୋନକୁ ସ୍ଥାନାନ୍ତର ପାଇଁ ପ୍ରଶାସନ କଡା ଆଭିମୁଖ୍ୟ ଆପଣାଇଛି। ବସ୍‌ ସ୍ଥାନାନ୍ତର ସମୟରେ ବିବାଦ ଉପୁଜିବା ଆଶଙ୍କାରେ ବିଭାଗୀୟ…

7 years ago

ଦଳବଦଳ କରିଥିବା ପ୍ରାର୍ଥୀଙ୍କ ବଢ଼ୁଛି ଟେନ୍‌ସନ

ବ୍ରହ୍ମପୁର ଅଫିସ,୧୮ା୫-ଆସନ୍ତା ୨୩ରେ ଭୋଟଗଣତି ସହ ଫଳାଫଳ ଘୋଷଣା କରାଯିବ। ତେବେ କିଏ ଜିତିବ ଓ କିଏ ହାରିବ ସେ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଯାଇଛି।…

7 years ago

ଆସିକା ଲୋକ ସଭା ଆସନ :ଭୋଟ ଗଣତି ପାଇଁ ପ୍ରାର୍ଥୀ ପ୍ରତିନିଧିଙ୍କୁ ନେଇ ବୈଠକ

ଛତ୍ରପୁର,୧୮ା୫(ଡି.ଏନ୍‌.ଏ.) -ଆସିକା ଲୋକସଭା ପାଇଁ ହୋଇଥିବା ଭୋଟର ଗଣତି ଚଳିତ ମାସ ୨୩ ତାରିଖରେ ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସିକା ଲୋକ ସଭା…

7 years ago

ସିପିଏସ୍‌ ମହୁଡ଼ା ଦୁର୍ନୀତିର ତଦନ୍ତ ଦାବି

ବ୍ରହ୍ମପୁର ଅଫିସ୍‌,୧୮ା୫-କଲେଜ ଅଫ୍‌ ଫାର୍ମାସିୟୁଟିକାଲ୍‌ ସାଇନ୍ସ(ସିପିଏସ୍‌) ମହୁଡ଼ାରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ଶୁକ୍ରବାର ବିଭିନ୍ନ ସଂଗଠନ ତରଫରୁ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର୍‌ଙ୍କ ନିକଟରେ ଅଭିଯୋଗ କରାଯାଇଛି…

7 years ago

୨୯୪ ମିଟର ଡ୍ରେନ୍‌ ନିର୍ମାଣକୁ ଲାଗିଲାଣି ୬ ବର୍ଷ

ଭଦ୍ରକ ଅଫିସ, ୧୮।୫ - ଆଉ କିଛି ମାସ ଗଲେ ଭଦ୍ରକ ସହର କୃତ୍ରିମ ବନ୍ୟାରେ ଉବୁଟୁବୁ ହେବ। ସାମାନ୍ୟ ବର୍ଷା ହେଲେ ବର୍ଷାପାଣି ନିଷ୍କାସିତ ହୋଇ…

7 years ago

ଜିଲାରେ ୫୫୫ ଶିଶୁ ଅପପୁଷ୍ଟିର ଶିକାର

ଭଦ୍ରକ ଅଫିସ, ୧୮।୫ - ଭଦ୍ରକ ଜିଲାରେ ସମନ୍ବିତ ଶିଶୁ ବିକାଶ ଯୋଜନା ବାଟବଣା। ଗର୍ଭବତୀ ମହିଳା ଓ ଶିଶୁଙ୍କ ସ୍ବାସ୍ଥ୍ୟର ବିକାଶ ପାଇଁ ସରକାରଙ୍କ ନାନା…

7 years ago

କଟକଣା ନାହିଁ: ବାହାର ରାଜ୍ୟକୁ ଚାଲାଣ ହେଉଛି ଧାନ

ବାଲିଆପାଳ, ୧୮ା୫(ଡି.ଏନ.ଏ.)-ଚଳିତ ରବିଋତୁରେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ୭ହଜାର ୫ଶହ ହେକ୍ଟର ଜମିରେ ଅଧିକ ଅମଳକ୍ଷମ ଧାନ ଚାଷ ହୋଇଛି। ଏଥିରୁ ୨ଲକ୍ଷ ୫ହଜାର କୁଇଣ୍ଟାଲ…

7 years ago

ବିଏସ୍‌ଏନ୍‌ଏଲ୍‌ କାଜୁଆଲ କର୍ମଚାରୀ ସଂଘ ପକ୍ଷରୁ ଧାରଣା

ବାଲେଶ୍ୱର ଅଫିସ, ୧୮।୫-ବାଲେଶ୍ୱର-ଭଦ୍ରକ ଜିଲାର ବିଏସ୍‌ଏନ୍‌ଏଲ୍‌ (ଭାରତ ସଞ୍ଚାର ନିଗମ)ରେ କାଜୁଆଲ ଭାବେ କାର୍ଯ୍ୟ କରୁଥିବା କର୍ମଚାରୀ ସଂଘ ପକ୍ଷରୁ ଶୁକ୍ରବାର ବାଲେଶ୍ୱର ବିଏସ୍‌ଏନ୍‌ଏଲ୍‌ ଅଫିସ୍‌ ସମ୍ମୁଖରେ…

7 years ago

ସନ୍ତୁଳିତ ଜୀବନଯାପନ ଉଚ୍ଚ ରକ୍ତଚାପକୁ ଦୂର କରିପାରିବ

ସୋନପୁର,୧୮।୫(ନି.ପ୍ର.) ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ତାଲିମ କେନ୍ଦ୍ରଠାରେ ଅନୁଷ୍ଠିତ ସଚେତନତା…

7 years ago

ମହୁଲ ଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ଲାଠୋର, ୧୮ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକର ଜଙ୍ଗଲ ଏବଂ ଜଙ୍ଗଲ ନିକଟବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀ ମହୁଲ ଫୁଲ, ଫଳ ଏବଂ ମଞ୍ଜି ସଂଗ୍ରହ…

7 years ago