ଭଞ୍ଜନଗର,୧୭।୫(ଡି.ଏନ.ଏ)- ବିଲୁଆପଡାରେ ଶୁକ୍ରବାର ଅପରାହ୍ନ ପ୍ରାୟ ୫ଟାରେ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିଲୁଆପଡାର ହିମାଶୁଂ ଶେଖର ଗୌଡ। ଗାଲେରି ଫାଣ୍ଡି ପୋଲିସ…
ଆସିକା,୧୭।୫(ଡି.ଏନ୍.ଏ.)- ଆସିକା ଥାନା ସିଦ୍ଧନଈ ପଞ୍ଚାୟତ ବଣବାଲି ଗ୍ରାମରେ ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ଜଣକ ସେହି ଗ୍ରାମର ଗଗନ…
ଆସିକା,୧୭।୫(ଡି.ଏନ୍.ଏ.)- ଆସିକା ବ୍ଲକ ହରିଡାପଦର ଗ୍ରାମର ଅସବର୍ଣ୍ଣ ବସ୍ତିରେ ଏକ ଚୋରା ମଦ ଦୋକାନକୁ କେନ୍ଦ୍ର କରି ଶୁକ୍ରବାର ସମ୍ପୃକ୍ତ ବସ୍ତିରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା।…
ଖଲ୍ଲିକୋଟ,୧୭।୫(ଡି.ଏନ୍.ଏ.)- ଖଲ୍ଲିକୋଟ ଥାନା କେଶପୁର ବଜାର ହନୁମାନ ମନ୍ଦିର ନିକଟରେ ଗୁରୁବାର ରାତିରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡରେ ରାମଚନ୍ଦ୍ରପୁର ଗ୍ରାମର ଭିକାରୀ ତରେଇ ଆହତ ହୋଇଥିଲେ। ତାଙ୍କୁ…
ନୂଆପଡା ଅଫିସ,୧୭ା୫: ନୂଆପଡ଼ା ଜିଲାର ସବୁଠାରୁ ଦୁର୍ଗମ ସୁନାବେଡା ଅଭୟାରଣ୍ୟରେ ସ୍ବାସ୍ଥ୍ୟ ସେବା ଦୁର୍ଲଭ । ଲୋକେ ଆଜି ବି ସ୍ବାସ୍ଥ୍ୟ ଭଳି ମୌଳିକ ସେବାରୁ ବଞ୍ଚତ୍ତ…
ଖପ୍ରାଖୋଲ, ୧୭ା୫(ଡି.ଏନ.ଏ.):ବଲାଙ୍ଗୀର ଜିଲା ଓ ବରଗଡ ଜିଲା ସୀମାନ୍ତରେ ରହିଛି ଗନ୍ଧମାର୍ଦ୍ଦନ ପାହାଡ ା ପାହାଡର ଦୁଇପାର୍ଶ୍ୱରେ ହରିଶଙ୍କର ଏବଂ ନୃସିଂହନାଥ ପୀଠ ା ବର୍ଷ ସାରା…
ବଲାଙ୍ଗୀର ଅଫିସ, ୧୭ା୫: ଅଭିନବ ଉପାୟରେ ଜଣେ ଶିକ୍ଷକଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩୭ ହଜାର ଟଙ୍କା ଲୁଟ୍ କରାଯାଇଥିତ୍ତ୍ବା ଅଭିଯୋଗ ହୋଇଛି ା ଶିକ୍ଷକ ଜଣକ ଏ…
ବାଲେଶ୍ୱର ଅଫିସ,୧୭।୫: ବାଲେଶ୍ୱର ଜିଲା ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀର ୧୮୭ ଓ ୧୮୯ ନମ୍ବର ବୁଥ୍ରେ ମତଦାନରେ ଅନିୟମିତତା ହୋଇଥିବା କଂଗ୍ରେସ ପକ୍ଷରୁ ଜିଲା ନିର୍ବାଚନ ଅଧିକାରୀ…
ଭଦ୍ରକ ଅଫିସ, ୧୭।୫ : ଶୁକ୍ରବାର ଅନ୍ତର୍ଜାତୀୟ ମାନବାଧିକାର ସମିତିର ରାଜ୍ୟ ସଭାପତି ସସ୍ମିତା ଦାସ ଭଦ୍ରକ ଗସ୍ତରେ ଆସି ସାଳନ୍ଦୀ ଗେଷ୍ଟହାଉସ୍ରୁ ୨ ମୃତଦେହ ଉଦ୍ଧାର…
ରାୟଗଡା ଅଫିସ୍, ୧୭।୫: ରାୟଗଡା ସହରର ରୟତ କଲୋନୀରେ ୧୩ଟି ଲେନ ରହିଛି। ୧୩ଟି ଲେନ ମଧ୍ୟରୁ ପ୍ରଥମ, ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ଲେନରେ ଜଳ…