ଆମ ଜିଲା ଖବର

ସାପକାମୁଡ଼ାରେ ମହିଳାଙ୍କ ଜୀବନ ଗଲା

ଗଞ୍ଜାମ,୬।୯(ଡି.ଏନ୍‌.ଏ.) : ଗଞ୍ଜାମ ଏନ୍‌ଏସିର ୬ ନଂ ଓ୍ବାର୍ଡ ବ୍ରାହ୍ମଣ ଢାମଣା ସାହିର ଜଣେ ମହିଳାଙ୍କୁ ବିଷାକ୍ତ ସାପ କାମୁଡ଼ି ଦେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

7 years ago

୨ କ୍ୟାବିନ୍‌ରୁ ଚୋରି : ନଗଦ ୧୦ ହଜାର ଟଙ୍କା ସହ ବିଭିନ୍ନ ସାମଗ୍ରୀ ଚୋରି

ଆରଡ଼ି,୬।୯(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ଅନ୍ତର୍ଗତ କୁଳେଇପଦା ଛକରେ ଗୁରୁବାର ରାତିରେ ୨ଟି କ୍ୟାବିନ୍‌ରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ କୁଳେଇପଦା…

7 years ago

ପୋଲିଓ ବୁନ୍ଦା ଖାଇ ଶିଶୁକନ୍ୟା ମୃତ୍ୟୁ ଅଭିଯୋଗ : ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ପରିବାର ଲୋକଙ୍କ ଧାରଣା

ବ୍ରହ୍ମଗିରି,୬।୯(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ବୁଧବାର ପୋଲିଓ ବୁନ୍ଦା ଖାଇ ଅଢେଇ ମାସର ଶିଶୁକନ୍ୟା ପ୍ରିୟଙ୍କା ବିଶ୍ବାଳ ଅସୁସ୍ଥ ହୋଇ ପଡ଼ିଥିଲେ।…

7 years ago

ହାତୀ ଆକ୍ରମଣରେ ୩ ଗୁରୁତର

ବନ୍ତଳା,୬।୯(ଡି.ଏନ.ଏ.): ଅନୁଗୋଳ ରେଞ୍ଜ କରତପଟା ବିଟ୍‌ ଅଧୀନ କଇରିଆମ୍ବ ଗ୍ରାମରେ ଗୁରୁବାର ସକାଳେ ଏକ ଦନ୍ତା ହାତୀ ଆକ୍ରମଣରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ…

7 years ago

ପୁଣି ଆରମ୍ଭ ହେଲା ଉଚ୍ଛେଦ : ବଣିଆପଟିରେ ଭଙ୍ଗାଗଲା ୫ ଦୋକାନ, ଆଜି ପହଞ୍ଚିବେ ପହଞ୍ଚିବେ ଆମିକସ୍‌ କ୍ୟୁରି, ପରଖିବେ ସ୍ଥିତି

ପୁରୀ ଅଫିସ,୬।୯: ପ୍ରଶାସନ ପକ୍ଷରୁ ପୁଣି ଆରମ୍ଭ ହୋଇଛି ଉଚ୍ଛେଦ ଅଭିଯାନ। ଦୁଇଦିନ ଛୁଟି ଓ ଦୁଇଦିନ ଛକାପଞ୍ଝା ଭିତରେ ଏହି ଅଭିଯାନ ବନ୍ଦ ରହିଥିଲା। ଗୁରୁବାର…

7 years ago

ସତ୍ୟ ଖବରକୁ ମିଥ୍ୟା ଦର୍ଶାଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଜଣାଇଲା ଜିଲା ପ୍ରଶାସନ: ଗ୍ରାମବାସୀ କହିଲେ ତଦନ୍ତ ପାଇଁ ଆମ ଗ୍ରାମକୁ କେହି ଆସିନାହାନ୍ତି

ଚିତ୍ରକୋଣ୍ଡା/ମାଲକାନଗିରି,୬ା୯ (ଡି.ଏନ୍‌.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଦୋରାଗୁଡା ପଞ୍ଚାୟତ ଅନ୍ତର୍ଗତ ଥାଟମାନଗୁଡା ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗଛମୂଳେ ପଢୁଛନ୍ତି ପିଲା। ଏ ଖବର ଧରିତ୍ରୀରେ ଗତ…

7 years ago

ଓଷ୍ଟାର ବ୍ଲକସ୍ତରୀୟ କର୍ମକର୍ତ୍ତା ସମ୍ମିଳନୀ: ବ୍ଲକ ନୂତନ କର୍ମକର୍ତ୍ତା ମନୋନୀତ

ନୂଆପଡା ଅଫିସ,୬ା୯-ସ୍ଥାନୀୟ ଗୋଡଫୁଲା ହାଇସ୍କୁଲ ପରିସରରେ ଓଷ୍ଟା (ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ) ନୂଆପଡା ବ୍ଲକସ୍ତରୀୟ କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦେଓସିଂ…

7 years ago

ନୂଆପଡାକୁ ଦୁର୍ଘଟଣାମୁକ୍ତ ସହର କରାଯିବ: ସଚେତନତା ପାଇଁ ବାହାରିଲା ପୋଲିସ

ନୂଆପଡା ଅଫିସ,୬ା୯-ରାଜ୍ୟର ଉପାନ୍ତ ତଥା ପଡୋଶୀ ଛତିଶଗଡ ସୀମାନ୍ତବର୍ତ୍ତୀ ନୂଆପଡା ଜିଲାରେ ବିଭିନ୍ନ ସମୟରେ ଦୁର୍ଘଟଣାମାନ ଘଟି ବହୁ ମୂଲ୍ୟବାନ ଜୀବନ ହାନି ଘଟୁଛି । ଅନ୍ୟପକ୍ଷେ…

7 years ago

ବିଜୁ ଯୁବବାହିନୀ ପକ୍ଷରୁ ଚାରାରୋପଣ

ଭବାନୀପାଟଣା,୬।୯(ଡି.ଏନ.ଏ.)-ଭବାନୀପାଟନା ପୌରପାଳିକା ବିଜୁ ଯୁବବାହିନୀ ତରଫରୁ ଗୁରୁବାର ଗୁରୁଦିବସଠାରୁ ସବୁଜବନାନୀ ଚାରାରୋପଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଗୁରୁବାର ସ୍ଥାନୀୟ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ମଝିପଡାଠାରେ ବିଜୁ ଯୁବବାହିନୀ,…

7 years ago

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟାକାରୀଙ୍କୁ ଗିରଫ ଦାବିରେ ୩ ଘଣ୍ଟା ରାସ୍ତାରୋକୋ

ନୂଆପଡା ଅଫିସ/ତରବୋଡ/କୋମନା,୬।୯(ଡି.ଏନ.ଏ.)-ନୂଆପଡା ଜିଲା କୋମନା ବ୍ଲକ ତରବୋଡ ଫାଣ୍ଡି ସଦର ଗାଁ ବଜାର ମଧ୍ୟରେ ଏକ କୁଡିଆ ଘରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

7 years ago