ଆମ ଜିଲା ଖବର

ଭଦ୍ରକ କାଳୀପୂଜାର ୫ମ ଦିନ: ପୂଜା ମଣ୍ଡପରେ ପ୍ରବଳ ଭିଡ଼

ଭଦ୍ରକ ଅଫିସ, ୧।୧୧ - ଭଦ୍ରକ ଐତିହାସିକ କାଳୀପୂଜା ପାଇଁ ଚରମ୍ପା ଅଞ୍ଚଳ ଝଲସୁଛି। ଗୁରୁବାର ଥିଲା ପୂଜାର ୫ମ ଦିନ। ଲକ୍ଷାଧିକ ଜନସମାଗମକୁ ନିୟନ୍ତ୍ରଣ କରିବା…

7 years ago

ଜବତ ପଲିଥିନ ଛଡ଼ାଇ ନେଲେ

ଚାନ୍ଦବାଲି, ୧।୧୧ (ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ପକ୍ଷରୁ ଗୁରୁବାର ଅପରାହ୍ନରେ କେତେକ ଦୋକାନରୁ ଜବତ କରାଯାଇଥିବା ପଲିଥିନକୁ ବ୍ୟବସାୟୀମାନେ ଛଡ଼ାଇ ନେଇଥିବା ଜଣାଯାଇଛି। ଅପରାହ୍ନ ପ୍ରାୟ…

7 years ago

ଦିବ୍ୟାଙ୍ଗ ମହିଳାଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ୭ ବର୍ଷ ଜେଲ୍‌

ବାରିପଦା ଅଫିସ/ରାଇରଙ୍ଗପୁର,୧ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅତିରିକ୍ତ ଜିଲା ଓ ଦୌରାଜଜ ଅନୂପ ରଞ୍ଜନ ପଟ୍ଟନାୟକ ଏକ ବଳାତ୍କାର ମାମଲାର ବିଚାର କରି ଦୋଷୀଙ୍କୁ ୭ ବର୍ଷ…

7 years ago

ଜବତ ବଜ୍ରକାପ୍ତା ଜନ୍ମ ଦେଲା ଶାବକ

ବାରିପଦା ଅଫିସ,୧ା୧୧- ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ପକ୍ଷରୁ ଗତ ମଙ୍ଗଳବାର ରାତିରେ କୁଳିଅଣା ଥାନା ଅଧୀନ ଅସନଯୋଡ଼ା ନିକଟସ୍ଥ ଏକ ଢାବାରୁ ୧୮ କିଗ୍ରା ଓଜନର…

7 years ago

ଗୋଟିଏ ଦିନରେ ୪ ବଳାତ୍କାର ମାମଲା ରୁଜୁ

ବାରିପଦା ଅଫିସ/ରାଇରଙ୍ଗପୁର,୧ା୧୧(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ବିଭିନ୍ନ ଥାନାରେ ଗୋଟିଏ ଦିନରେ ୪ଟି ବଳାତ୍କାର ମାମଲା ରୁଜୁ ହୋଇଛି। ବୁଧବାର ଠାକୁରମୁଣ୍ଡା, କରଞ୍ଜିଆ, ଗୋରୁମହଷାଣି ଓ ଝାରପୋଖରିଆ ଥାନାରେ ଗୋଟିଏ…

7 years ago

ଛାତ୍ରୀଙ୍କୁ ଅସଦାଚରଣ, ବିଦ୍ୟାଳୟରେ ଉତ୍ତେଜନା

ବୈଶିଙ୍ଗା,୧ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଏକ ହାଇସ୍କୁଲର ଜନୈକା ଦଶମଶ୍ରେଣୀ ଛାତ୍ରୀଙ୍କୁ ସେହି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ ଅସଦାଚରଣ କରିଥିବା ନେଇ ଥାନାରେ…

7 years ago

ଜାତୀୟ ଏକତାର ସୁରକ୍ଷା ପାଇଁ ସାମୂହିକ ଶପଥ

ବାଲେଶ୍ୱର ଅଫିସ, ୧।୧୧-ବାଲେଶ୍ୱର ଜିଲା ଭାଜପା ପକ୍ଷରୁ ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୪୪ତମ ଜୟନ୍ତୀ ପାଳନ କରାଯାଇଛି। ସର୍ଦ୍ଦାର ପଟେଲ ଦେଶକୁ ଏକତା ସୂତ୍ରରେ…

7 years ago

ସପ୍ତମ ଶ୍ରେଣୀ ଭୂଗୋଳ ପ୍ରଶ୍ନପତ୍ର ଲିକ୍‌ ଘଟଣା: ଲିକ୍‌ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ ଛାତ୍ରୀଛାତ୍ର

ଗୋପ, ୩୧।୧୦(ଡି.ଏନ୍‌.ଏ.)-ଗୋପ ଶିକ୍ଷାବିଭାଗ ଅଞ୍ଚଳରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ୩ଦିନ ବିତିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ହୋଇପାରି ନାହିଁ। ଏ ସମ୍ପର୍କରେ ଶିକ୍ଷାବିଭାଗ ଅଧିକାରୀମାନେ ନିରବ ରହିବା…

7 years ago

ଯୌତୁକ ପାଇଁ ବୋହୂଙ୍କୁ ପୋଡ଼ି ହତ୍ୟା ଉଦ୍ୟମ: ସ୍ବାମୀ, ଶାଶୁ କୋର୍ଟ ଚାଲାଣ

କୋରେଇ,୩୧।୧୦(ସ୍ବ.ପ୍ର)- କୋରେଇ ଥାନା ଗୌରପୁର ପଞ୍ଚାୟତର ଜଳନ୍ଦା ଗ୍ରାମରେ ଅଧିକ ଯୌତୁକ ଦାବିକରି ଶାଶୁଘର ଲୋକେ ବୋହୂଙ୍କୁ ନିର୍ଯାତନା ଦେବା ସହ ପୋଡ଼ି ମାରିଦେବାକୁ ଉଦ୍ୟମ କରିଥିଲେ…

7 years ago

ବ୍ରହ୍ମଗିରିରେ ଗାନ୍ଧୀ ସଂକଳ୍ପ ପଦଯାତ୍ରା: ସାମିଲ ହେଲେ ଧର୍ମେନ୍ଦ୍ର ପ୍ରଧାନ

ବ୍ରହ୍ମଗିରି, ୩୧।୧୦(ଡି.ଏନ୍‌.ଏ.): ଅକ୍ଟୋବର ୨ରୁ ଆରମ୍ଭ ହୋଇଥିବା ଗାନ୍ଧୀ ସଂକଳ୍ପ ପଦଯାତ୍ରା ଗୁରୁବାର ବ୍ରହ୍ମଗିରିରେ ଅନୁଷ୍ଟିତ ହୋଇଯାଇଛି। ଏହି ପଦଯାତ୍ରା ବ୍ରହ୍ମଗିରି ବ୍ଲକଛକରୁ ବାହାରି ବ୍ରହ୍ମଗିରି ବସଷ୍ଟାଣ୍ଡରେ…

7 years ago