ଆମ ଜିଲା ଖବର

ପ୍ରକୃତିର ଉପାସନା ଚୁରାଖାଇ ଯାତ୍‌ରା

ଗୁଡ଼ଭେଲିପଦର, ୩।୧୨(ଡି.ଏନ୍‌.ଏ.)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଦହ୍ୟା, କାଦୋପଦର, ମନୁପାଲି, ମହେଶ୍ୱରପିଣ୍ଡା, ଋଷିବନ୍ଧ, ତାଳପଦର ଲେଖେଁ ପାଖାପାଖି ୧୦ ଖଁଡ଼ ଗଁାକେ ନେଇ ପଁଚ୍‌ରା ଅଂଚଲ…

7 years ago

ଭିନ୍ନକ୍ଷମ ସଶକ୍ତୀକରଣ ଯୋଜନା ବାଟବଣା

ଭଦ୍ରକ ଅଫିସ, ୩।୧୨- ଭିନ୍ନକ୍ଷମମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟ କରୁଛି। ମାତ୍ର ତୃଣମୂଳ ସ୍ତରରେ ଏହି ଯୋଜନାର ସଫଳ…

7 years ago

ସନ୍ଦେହଜନକ ଭାବେ ବୁଲୁଥିବା ୪ ଯୁବକଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ

ପଦ୍ମପୁର,୨।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆରୁହା ନଇଛଣପୁରଠାରେ ବିଳମ୍ବିତ ରାତିରେ ସନ୍ଦେହଜନକ ଭାବେ ବୁଲୁଥିବା ୪ ଜଣ ଯୁବକଙ୍କୁ ଗ୍ରାମବାସୀ ଅଟକ ରଖିଥିଲେ। ଖବରପାଇ…

7 years ago

ଜଳିଗଲା ୨ ବଖରା : ୭ ଗାଈ ଜୀବନ୍ତ ଦଗ୍ଧ

ପଦ୍ମପୁର,୨।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ଅଧୀନ ଗୋପବନ୍ଧୁନଗର ପଞ୍ଚାୟତର ଗଦି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରାମଚନ୍ଦ୍ର ରାଉତ ଓ ଲକ୍ଷ୍ମଣ…

7 years ago

ନିର୍ବାଚନରେ ବ୍ୟବହୃତ ଗାଡି ଭଡା ମିଳିନି: ଭିକ୍ଷାଥାଳ ଧରି ଧାରଣାରେ ବସିଲେ ଗାଡି ମାଲିକ

ସୋନପୁର, ୨।୧୨(ନି.ପ୍ର.): ଗତ ସାଧାରଣ ନିର୍ବାଚନରେ ବ୍ୟବହୃତ ହୋଇଥିବା ବେସରକାରୀ ଗାଡିର ଭଡା ମିଳୁନି। ଗାଡି ମାଲିକ ମାନେ ବାରମ୍ବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ହେଁ…

7 years ago

ଆମ୍ବଗାଁରେ ଧାନକିଣା ଆରମ୍ଭ

ଘଣ୍ଟାପଡା, ୨।୧୨ (ଡି.ଏନ.ଏ): କଣ୍ଟାମାଳ ବ୍ଲକ ଘଣ୍ଟାପଡା ସେବା ସମବାୟ ସମିତି ଲିଃ ତରଫରୁ ସମ୍ପାଦକ କର୍ଣ୍ଣ ରଣାଙ୍କ ତତ୍ତ୍ବାବଧାନରେ ସୋମବାର ଧାନକିଣା ଆରମ୍ଭ ହୋଇଛି ।…

7 years ago

ଶିକାରକୁ ଯିବା ହେଲା କାଳ: ଗୁଳି ମାଡ଼ରେ ଶିକାରୀ ମୃତ, ବାପାଙ୍କ ସମେତ ୩ ଅଟକ

ଦାରିଙ୍ଗବାଡ଼ି,୨।୧୨(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଜଙ୍ଗଲକୁ ଶିକାର ପାଇଁ ଯିବା ଜଣେ ଯୁବକଙ୍କ ପାଇଁ କାଳ ହୋଇଛି। ଗୁଳିମାଡ଼ରେ ସହଯୋଗୀମାନଙ୍କ ସହ ଯାଇଥିବା ଶିକାରୀଙ୍କ ମୃତ୍ୟୁ ଘଟିଛି।…

7 years ago

ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ : ଅଭିଯୁକ୍ତ ଗିରଫ

ଆସିକା,୨ା୧୨ (ଡି.ଏନ୍‌.ଏ.): ଆସିକା ଥାନା ଇଲାକାରେ ଜଣେ କଲେଜ ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଦେବା ଅଭିଯୋଗରେ ଅଭିଯୁକ୍ତଙ୍କୁ ପୋଲିସ ସୋମବାର ଗିରଫ କରିଛି ା ସେ ହେଲେ…

7 years ago

ଜମିପଟ୍ଟା ପାଇଁ ଶତାଧିକ ଲୋକ ଜିଲାପାଳଙ୍କ ଦ୍ୱାରସ୍ଥ

ଭଦ୍ରକ ଅଫିସ,୨।୧୨- ସ୍ଥାୟୀ ଜମିପଟ୍ଟା, ବିଦ୍ୟୁତ୍‌ ସଂଯୋଗ ଓ ଗମନାଗମନ ପରି ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ପାଇଁ ସୋମବାର ଶତାଧିକ ଭୂମିହୀନ ଲୋକ ଜିଲାପାଳଙ୍କ ଦ୍ୱାରସ୍ଥ…

7 years ago

‘ବୁଲ୍‌ବୁଲ୍‌’ କ୍ଷତିଗ୍ରସ୍ତଙ୍କୁ ସହାୟତା ଦାବି: ସମିତି କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା

ରୂପ୍‌ସା, ୨।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ କସିପଦା ସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଚାଷୀମାନେ ଆନ୍ଦୋଳନ କରିଛନ୍ତି। ‘ବୁଲ୍‌ବୁଲ୍‌’ କ୍ଷତିଗ୍ରସ୍ତଙ୍କୁ ସମିତିରୁ ଋଣ ଛାଡ଼…

7 years ago