ଆମ ଜିଲା ଖବର

ମରାମତି ପରେ ବି ଦବିଲା ଗୋପ-ବାଲିଘାଇ ରାସ୍ତା

ଗୋପ, ୨।୮(ଡି.ଏନ୍‌.ଏ.):  ନିର୍ମାଣାଧୀନ ଗୋପ-ବାଲିଘାଇ ରାସ୍ତାର ଗୋପ ବ୍ରିଜ୍‌ ନିକଟରେ ନିର୍ମାଣାଧୀନ ନୂତନ ସ୍ପାନ୍‌ ରାସ୍ତାଟି ଗତ ୧୦ ତାରିଖରେ ଦବିଯିବା ନେଇ ଖବର ପ୍ରକାଶିତ ପରେ…

7 years ago

ପୂରଣ ହୋଇନି ଏସ୍‌ଡିଏମ୍‌ଆଇଏସ୍‌ ଡାଟା

ପୁରୀ ଅଫିସ, ୨।୮: ଆରମ୍ଭ ହୋଇଛି ୨୦୧୯-୨୦ ଶିକ୍ଷାବର୍ଷ। ହେଲେ ଏ ପର୍ଯ୍ୟନ୍ତ ପୁରୀ ଜିଲାର ଛାତ୍ରୀ ଛାତ୍ରଙ୍କ ସବିଶେଷ ତଥ୍ୟ ବା ଷ୍ଟୁଡେଣ୍ଟ ଡାଟା ମ୍ୟାନେଜମେଣ୍ଟ…

7 years ago

ସାତଶଙ୍ଖ ଶୀତଳଭଣ୍ଡାରରେ ୧ ହଜାର କୁଇଣ୍ଟାଲ ଆଳୁ ଗଜା

ପୁରୀ ଅଫିସ, ୨।୮ : ରାଜ୍ୟବାସୀ ଯେମିତି କମ୍‌ ଦାମରେ ବର୍ଷସାରା ଆଳୁ ପାଇପାରିବେ ସେଥିପାଇଁ ସରକାର ଆଳୁ ମିଶନ ଆରମ୍ଭ କରିଥିଲେ। ହେଲେ ଏହି ମିଶନ ଏବେ…

7 years ago

ଦେଶୀ ମାଛରୁ ପ୍ରସ୍ତୁତ ହେବ ମୂଲ୍ୟଯୁକ୍ତ, ପୁଷ୍ଟିକର ଖାଦ୍ୟ

କଟକ ଅଫିସ, ୨।୮ : ଓଡ଼ିଶାରେ ମଧୁରଜଳ ମାଛର ଚାହିଦା ଅଧିକ ଥିବାବେଳେ ଛୋଟ ମାଛଗୁଡ଼ିକ ଅଧିକ ପୁଷ୍ଟିଯୁକ୍ତ ଓ ଅନ୍ୟାନ୍ୟ ଖାଦ୍ୟସାରରେ ପରିପୂର୍ଣ୍ଣ। ତେଣୁ ଏହାର ଉତ୍ପାଦନ…

7 years ago

ମିଶନ ଚନ୍ଦ୍ରୟାନ : ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେଇଥିଲେ ବୈଜ୍ଞାନିକ

ପୁରୀ ଅଫିସ, ୨।୮ : ମିଶନ ଚନ୍ଦ୍ରୟାନ-୨ର ସଫଳତା ପଛରେ ରହିଛି ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ଉପଦେଶ। ମହାକାଶ ବିଜ୍ଞାନ ବୈଦିକ…

7 years ago

ଆଗଭଳି ମିଳୁନି ତାଳପତ୍ର : ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା, ନବକଳେବର ପାଇଁ ବି ଦେଖାଦେଇପାରେ ଅଭାବ

ପୁରୀ ଅଫିସ, ୨।୮ : ଦିନ ଥିଲା ତାଳପତ୍ର କାରିଗର ଭଲ ଦି ପଇସା ରୋଜଗାର କରୁଥିଲେ। ଖରାଦିନେ ବିଞ୍ଚଣା ଆଉ ବର୍ଷାଦିନେ ପଖିଆ ବ୍ୟବହାର କରୁଥିଲେ…

7 years ago

ଏଲିଡି ଲାଇଟ୍‌ ବଣ୍ଟନ, ସଚେତନତା ଶିବିର:‘କମ୍‌ ବିଦ୍ୟୁତ ଖର୍ଚ୍ଚରେ ଅଧିକ ଆଲୋକ ମିଳିପାରିବ’

ଯାଜପୁର ରୋଡ,୨|୮(ନି.ପ୍ର.)- ଯାଜପୁର ରୋଡ ବିଦ୍ୟୁତ୍‌ ବିଭାଗ ତରଫରୁ ଗୁରୁବାର ବ୍ୟାସନଗର ପୌରପରିଷଦ ଅନ୍ତର୍ଗତ ଖଣ୍ଡାହାତ ଗ୍ରାମରେ ବିପିଏଲ କାର୍ଡଧାରୀଙ୍କୁ ଏଲ୍‌ଇଡି ବଲ୍‌ବ ବଣ୍ଟନ କରାଯାଇଛି। ଏହି…

7 years ago

ତହସିଲ ପକ୍ଷରୁ ଚଢାଉ: ଜେସିବି, ଟିପ୍ପର୍‌ ଜବତ

ଧର୍ମଶାଳା,୨|୮(ଡି.ଏନ୍‌.ଏ.)- ଧର୍ମଶାଳା ତହସିଲ ଅଞ୍ଜିରା ପାହାଡରେ ଗୁରୁବାର ଚଢାଉ କରି ବେଆଇ ଭାବେ ଖନନ କରୁଥିବା ଏକ ଜେସିବି ସହ ମାଣ୍ଡିଆ ଛକରୁ ଏକ ଟିପ୍ପର ଜବତ…

7 years ago

ଅଗ୍ନିକାଣ୍ଡକୁ ୪ମାସ ବିତିଲା: ମିଳିପାରୁନି ପରିବାରକୁ ସହାୟତା

ଜେନାପୁର,୨|୮(ଡି.ଏନ୍‌.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଅଧୀନ ପଣସପଡ଼ିଆ ଗ୍ରାମର ରମେଶ ମଳିକଙ୍କ ଘର ୪ ମାସ ହେବ ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ ପୋଡ ଯାଇଥିଲା। ହେଲେ…

7 years ago

ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ, ୨।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ…

7 years ago