ଆମ ଜିଲା ଖବର

ଏନ୍‌ଏସି ଖୋଲିନି, ଲୋକେ ଖୋଲିଲେ ଜଳଛତ୍ର

ଭଞ୍ଜନଗର,୨୯।୪(ଡି.ଏନ.ଏ.)-ଭଞ୍ଜନଗର ଅଞ୍ଚଳରେ ବିଗତ କିଛିଦିନ ହେବ ତାପମାତ୍ରା ସର୍ବାଧିକ ୪୨ ଡିଗ୍ରୀ ରହୁଛି। ଫଳରେ ଲୋକେ ଗରମରେ ଛଟପଟ ହେଉଛନ୍ତି। ସହରର ପ୍ରମୁଖ ରାସ୍ତା ଜନଶୂନ୍ୟ ହୋଇପଡୁଛି।…

7 years ago

ପ୍ରସୂତି, ଶିଶୁ ମୃତ୍ୟୁର କାରଣ ଖୋଜିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୯ା୪(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଦିଆଯାଉଥିବା ସ୍ବାସ୍ଥ୍ୟ ସେବାର ଏକ ସମୀକ୍ଷା ବୈଠକ ରବିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ…

7 years ago

ବେଆଇନ ଜମିରେ ନିର୍ମିତ ହୋଇଛି ନବୀନ ନିବାସ

ବ୍ରହ୍ମପୁର ଅଫିସ୍‌,୨୯ା୪-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସସ୍ଥାନ ନବୀନ ନିବାସ ଜମିକୁ ନେଇ ବିବାଦ ଦେଖାଦେଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ଏ…

7 years ago

ଆତଙ୍କ ଖେଳାଇଛନ୍ତି କୁଲଡ଼ିହା ହାତୀ: ଜଣଙ୍କୁ କଚାଡ଼ି ମାରିଲେ

ନୀଳଗିରି/ସଜନାଗଡ଼, ୨୯।୪(ଡି.ଏନ.ଏ.)-କିଛିମାସ ହେଲା ନୀଳଗିରି ବ୍ଲକ ଅଧୀନ କୁଲଡ଼ିହା ଅଭୟାରଣ୍ୟର ହାତୀପଲ ବନାଞ୍ଚଳ ନିକଟସ୍ଥ ଗ୍ରାମରେ ପଶି ବହୁ ଘର, ବିଭିନ୍ନ ପ୍ରକାର ଫସଲ ନଷ୍ଟ କରିଆସୁଛନ୍ତି।…

7 years ago

ରହସ୍ୟଘେରରେ ଆଦିତ୍ୟଙ୍କ ମୃତ୍ୟୁ

ବାରିପଦା ଅଫିସ,୨୯।୪- ବାରିପଦା ସହର ୨୫ ନମ୍ବର ୱାର୍ଡ ଛାଞ୍ଚ ଅଞ୍ଚଳର ଆଦିତ୍ୟ ନାରାୟଣ ପଣ୍ଡା ନାମକ ଜଣେ ଯୁବକଙ୍କୁ  ହତ୍ୟା କରାଯାଇଥିବା ନେଇ ତାଙ୍କ ବାପା…

7 years ago

ନିର୍ବାଚନ ଲାଗି ମୟୂରଭଞ୍ଜରେ ସୁରକ୍ଷା କଡ଼ାକଡ଼ି ; ୫ ଶହରୁ ଊର୍ଦ୍ଧ୍ୱ ବୁଥ୍‌ରେ ସିସି ଟିଭି କ୍ୟାମେରା

ବାରିପଦା ଅଫିସ,୨୯।୪- ମୟୂରଭଞ୍ଜ ଲୋକ ସଭା ଆସନ ଅଧୀନ ୭ ବିଧାନସଭା ନିର୍ବାଚନମଣ୍ଡଳୀ ଏବଂ ବାଲେଶ୍ୱର ଲୋକ ସଭା ଆସନରେ ସାମିଲ ହୋଇଥିବା ଏହି ଜିଲାରେ ବଡସାହି…

7 years ago

ଧୂଳିଧୂଆଁରେ ଲୋକେ ଅତିଷ୍ଠ

ଯୋଡ଼ା, ୨୯।୪(ଡି.ଏନ.ଏ.): ଯୋଡ଼ା ଖଣି ମଣ୍ଡଳର ୨ନଂ ରାଜ୍ୟ ରାଜପଥର ଜୁରୁଡି-ବାମେବାରୀ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତା ଦେଇ ଦୈନିକ ଶତାଧିକ ଟ୍ରକ୍‌ ଓ ଡମ୍ପର…

7 years ago

ଜିଲାରେ ୭୫ ଆଦର୍ଶ ମତଦାନ କେନ୍ଦ୍ର

ଭଦ୍ରକ ଅଫିସ, ୨୯ା୪- ଜିଲାରେ ମୋଟ ୧୨୯୨ଟି ପୋଲିଂ ଷ୍ଟେଶନ ମଧ୍ୟରୁ ୭୫ଟି ମତଦାନ କେନ୍ଦ୍ରକୁ ଆଦର୍ଶ ମତଦାନ କେନ୍ଦ୍ର (ମଡେଲ୍‌ ପୋଲିଂ ବୁଥ୍‌) ଭାବେ ଘୋଷଣା…

7 years ago

କଡ଼ା ପହରା ମଧ୍ୟରେ ଷ୍ଟ୍ରଙ୍ଗ ରୁମ୍‌

ଚମ୍ପୁଆ, ୨୯ା୪(ଡି.ଏନ.ଏ.)- ଗତ ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପରେ ବିଭିନ୍ନ ବୁଥ୍‌ରୁ ଇଭିଏମ୍‌ ଅଣାଯାଇ  ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। ସ୍ଥାନୀୟ  ଚନ୍ଦ୍ରଶେଖର ମହାବିଦ୍ୟାଳୟଠାରେ ଚମ୍ପୁଆ…

7 years ago

ପୁଡ଼ିଗଲା ଘର: ଭଗବାନ ଭରସାରେ ଭିନ୍ନକ୍ଷମ ମା’ପୁଓ

ପାଟଣାଗଡ଼,୨୯।୪(ଡି.ଏନ.ଏ.): ପାଟଣଗଡ଼ ବ୍ଲକ ଅଧୀନ ଯୋଗୀମୁଣ୍ଡା ପଁଚେତ୍‌ ନେହେନାବନ୍ଧ ଗାଁର ଦିବ୍ୟାଙ୍ଗ ହେମ ପରାଭୁଏକଁର ଘର ଗଲା ରଏବାର ନିଆଁ ଲାଗି ପୁଡ଼ିଯାଇଛେ। ସେଥି ତାକର ସବୁ…

7 years ago