ଆମ ଜିଲା ଖବର

ଦର୍ଶକଙ୍କୁ ବାନ୍ଧିରଖିଲା ମଞ୍ଚନାଟକ ମିଛ ସଂସାର

ବୀରମହାରାଜପୁର, ୨୯ା୪(ଡି.ଏନ.ଏ.)  ବର୍ତ୍ତମାନର ସିନେମା, ଟେଲିଭିଜନ ଓ ଇଣ୍ଟରନେଟ୍‌ ଯୁଗରେ ମଧ୍ୟ ମଞ୍ଚନାଟକର ଆଦର କିମ୍ବା ଆକର୍ଷଣ କମିନାହିଁ।  ଏହା ପ୍ରତିପାଦିତ କରିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର…

7 years ago

ଅଶୋକକୁଁ ଉଧାର କଲା ସ୍ବାସ୍ଥ୍ୟ ବିଭାଗ

ଲାଠୋର,୨୯ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ କରୁଆଁଝର ପଁଚେତ୍‌ର ସାନଗୁର୍ଜିଭଟା ଗାଁର ପାଲିପଡ଼ାର ଅଶୋକ ବର୍ଗେ(୩୦)। ଗଲା ୫ ବଛର ହେଲା ସେ କେହେନ୍‌ସି ଗୁଟେ…

7 years ago

୪୦ ବଛର ହେଲା ଝୁପଡ଼ି ଘରେ ବିତୁଛେ ଜୀବନଆବାସ ଯୋଜନାରୁ ବଁଚିତ୍‌ ୧୨ ପରିବାର

ଅତାବିରା, ୨୯।୪ (ଡି.ଏନ୍‌.ଏ.) :  କେନ୍ଦ୍ର ଆର ରାଏଜ ସରକାର ଗରିବ୍‌ ଦୁଖିକୁ ପକା ଘର ଯୁଗେଇ ଦେବାର ଲାଗି ଭିନେ ଭିନେ ଯୋଜନା କରି ଫିବଛର…

7 years ago

ସୋନପୁର ବସ୍‌ଷ୍ଟାଣ୍ଡରେ ସର୍ବନିମ୍ନ ସୁବିଧା ନାହିଁ: ପ୍ରଚଣ୍ଡ ଖରାରେ ସିଝୁଛନ୍ତି ଯାତ୍ରୀ

ସୋନପୁର, ୨୯।୪(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଥିବା ବସ୍‌ଷ୍ଟାଣ୍ଡରେ ଯାତ୍ରୀଙ୍କୁ ସର୍ବନିମ୍ନ ସୁବିଧା ମିଳୁନି। ଦୂରଦୂରାନ୍ତରୁ ଆସୁଥିବା ଓ ଏଠାରୁ ବିଭିନ୍ନ ସ୍ଥାନକୁ ବସ୍‌ ଯୋଗେ ଯାଉଥିବା…

7 years ago

ଜୀବିକା ନେଇ ହତାଶ ୭୨୫ ମତ୍ସ୍ୟଜୀବୀ

କୋଲାବନଗର,୨୯ା୪(ଡି.ଏନ୍‌.ଏ.): ମାଛଚାଷକୁ ନେଇ ସ୍ବାବଲମ୍ବୀ ହୋଇଥିବା ଅପରକୋଲାବ ବିସ୍ଥାପିତ ପରିବାରର ୭୨୫ ଜଣ ମତ୍ସ୍ୟଜୀବୀଙ୍କ ଜୀବନ ଜୀବିକା ଏବେ ଅନିଶ୍ଚିତତା ଭିତରେ ରହିଛି। ଜୟପୁର ମତ୍ସ୍ୟ ବିଭାଗର…

7 years ago

ଲୋପ ପାଉଛି ଶାଳବଣ, ସ୍ବପ୍ନ ହେବ ଝୁଣା

ଜୟପୁର,୨୯ା୪(ନି.ପ୍ର.): ଔଷଧୀୟ ଗୁଣ ପାଇଁ ନିଜର ସ୍ବତନ୍ତ୍ର ସ୍ଥାନ ବଜାୟ ରଖିଥିବା ଝୁଣା ଆଗାମୀ ଦିନରେ ଲୋପ ପାଇବା ଆଶଙ୍କା ସୃଷ୍ଟି ହୋଇଛି। ଏହି ଲଘୁ ବନଜାତ…

7 years ago

ଚନ୍ଦନଗଛ କାଟିନେଲେ ଦୁର୍ବୃତ୍ତ

ଦେବଗଡ଼, ୨୮ା୪(ସ୍ବ.ପ୍ର.): ସହରର ୬ ନଂ ଓ୍ବାର୍ଡସ୍ଥିତ ରଙ୍ଗିଆଗୁଡ଼ାରୁ କେହି ଦୁର୍ବୃତ୍ତ ଚନ୍ଦନଗଛ କାଟି ନେଇଥିବା ଜଣାପଡ଼ିଛି। ଖବର ଅନୁଯାୟୀ, ରଙ୍ଗିଆଗୁଡ଼ା ବସ୍ତିର ଅଚ୍ୟୁତ ବେହେରାଙ୍କ ବାଡ଼ିରେ…

7 years ago

ରାସ୍ତାରେ ଓଲଟିଲା ପିକ୍‌ଅପ : ୧୪ ଶ୍ରମିକ ଆହତ

ଭଞ୍ଜନଗର,୨୮ା୪ (ଡି.ଏନ.ଏ) : ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଚୋପ୍ରା ନିକଟରେ ରବିବାର ପୂର୍ବାହ୍ନରେ ଏକ ପିକ୍‌ଅପ ରାସ୍ତା ଉପରେ ଓଲଟି ପଡ଼ିଛି। ଉକ୍ତ ଗାଡ଼ିରେ ଯାଉଥିବା ୧୪ ଜଣ…

7 years ago

୬ବର୍ଷର ଶୁଭଲକ୍ଷ୍ମୀଙ୍କୁ ସିକିଲସେଲ୍‌: ଚିକିତ୍ସା ପାଇଁ ଟଙ୍କା ନାହିଁ

ପରଜଙ୍ଗ, ୨୮।୪(ଡି.ଏନ.ଏ.)-ଜୀବନ ଏତେ ସହଜ ନୁହେଁ, କଅଁଳ ବୟସରୁ ଏକଥାକୁ ବୁଝିସାରିଲେଣି ଶୁଭଲକ୍ଷ୍ମୀ। ଯେଉଁ ବୟସରେ ସାଙ୍ଗସାଥୀଙ୍କ ମେଳରେ ଖେଳିବୁଲିବା କଥା, ସେହି ସମୟରେ ସିକିଲ୍‌ସେଲ୍‌ ଭଳି…

7 years ago

ଚିକିସତ୍ା ଲାଗି ଟଁକା ବାଧକ୍‌ ଅଜନା ରୋଗ୍‌ରେ ପୀଡ଼ିତ ଅଶୋକ

ଲାଠୋର, ୨୮ା୪(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଅଁାଝର ପଁଚେତ୍‌ ସାନଗୁର୍ଜିଭଟା ପାଲିପଡ଼ାର ଅଶୋକ ବର୍ଗେ(୩୦)। ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ପୀଡ଼ିତ ହେଇ ଘରେ…

7 years ago