ଅନୁଗୋଳ ଅଫିସ, ୨୬।୪- ଅନୁଗୋଳକୁ ଡରାଇଲାଣି ସ୍ବାଇନ ଫ୍ଲୁ। ହଠାତ୍ ଏଭଳି ମାରାତ୍ମକ ରୋଗ ଆସିବା ଓ ଦୁଇ ଜଣଙ୍କ ଜୀବନ ନେବା ପରେ ସହରବାସୀ ଛାନିଆ…
ବଅଁରପାଳ, ୨୬।୪ (ଡି.ଏନ୍.ଏ.)- ଅନୁଗୋଳ ଜିଲାର ବଅଁରପାଳଠାରେ ଥିବା ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍କୋ ପାଇଁ ବହୁ ଲୋକ ଚାଷ ଜମି ଓ ଭିଟା ମାଟି ହରାଇଛନ୍ତି।…
ଅନୁଗୋଳ ଅଫିସ, ୨୬।୪- ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ଖାତା ମୂଲ୍ୟାୟନ ହେଉଛି। ପ୍ରଥମ ପର୍ଯ୍ୟାୟ ୮ ତାରିଖରୁ ଆରମ୍ଭ ହୋଇଥିବାବେଳେ ଦ୍ୱିତୀୟ…
ଛତ୍ରପୁର,୨୬ା୪(ଡି.ଏନ.ଏ.)- ଗଞ୍ଜାମ ଜିଲା ହେଡକ୍ୱାର୍ଟରରେ ଥିବା ଛତ୍ରପୁର ହସ୍ପିଟାଲକୁ ୨୦୧୮-୧୯ରେ କାୟାକଳ୍ପ ପ୍ରଶଂସନୀୟ ପୁରସ୍କାର ମିଳିଥିଲା। ଏହି ପୁରସ୍କାର ପରେ ଭାରତ ସରକାରଙ୍କଠାରୁ ନ୍ୟାଶନାଲ କ୍ୱାଲିଟି ଆସ୍ୟୁରାନ୍ସ…
ଭଞ୍ଜନଗର/ସୋରଡା,୨୬।୪ (ଡି.ଏନ.ଏ.)- ସୋରଡା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ନୀଳମଣି ବିଷୋୟୀ ଇଭିଏମ୍ ମେଶିନ ଭାଙ୍ଗିବା ଅଭିଯୋଗରେ ଗତ ୧୮ ତାରିଖରୁ ସୋରଡା ଜେଲରେ ଅଛନ୍ତି।…
ତୁମୁଡ଼ିବନ୍ଧ,୨୬ା୪(ଡି.ଏନ୍.ଏ.)- କୁଟିଆ ସମ୍ପ୍ରଦାୟର ସାମଗ୍ରିକ ବିକାଶ ପାଇଁ ସରକାର ସ୍ବତନ୍ତ୍ର ଯୋଜନା କରି ଆସୁଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ହେଉ କି ରାଜ୍ୟ ଖାଦ୍ୟ ସୁରକ୍ଷା…
ବ୍ରହ୍ମପୁର ଅଫିସ୍,୨୬ା୪- ବ୍ରହ୍ମପୁର ଷ୍ଟାଡିୟମ୍ରେ ଗତ ୩ ଦିନ ହେଲା ଚାଲିଥିବା ପ୍ରଥମ ବ୍ରହ୍ମପୁର ଗ୍ରୀଷ୍ମକାଳୀନ ବାସ୍କେଟବଲ୍ ଲିଗ୍ ଗୁରୁବାର ଅପରାହ୍ନରେ ଉଦ୍ଯାପିତ ହୋଇଯାଇଛି। ବାଳକ ବର୍ଗରେ …
ବ୍ରହ୍ମପୁର ଅଫିସ,୨୬ା୪- ରେଶମ ନଗରୀ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀଙ୍କ ଚଳିତ ବର୍ଷ ଯାତ୍ରାର ଗୁରୁବାର ୨୭ ଦିନ ପୂରିଛି। ସନ୍ଧ୍ୟାରେ ବାହାରିଥିବା ବିଜିପୁର ଲଣ୍ଡା…
ଫୁଲବାଣୀ ଅଫିସ, ୨୬ା୪- କନ୍ଧମାଳ ଜିଲାରେ ନିର୍ବାଚନ କାର୍ଯ୍ୟରେ ଯାଇ ମାଓବାଦୀଙ୍କ ଗୁଳିରେ ଜିଆରଏସ୍ ସଂଯୁକ୍ତା ଦିଗାଲଙ୍କ ମୃତ୍ୟୁ ଘଟଣାକୁ ଲୋକେ ଭୁଲି ନାହାନ୍ତି। ସେହିପରି ଅନ୍ୟ…
ବ୍ରହ୍ମପୁର ଅଫିସ୍,୨୬ା୪- ଶିକ୍ଷା କ୍ଷେତ୍ର ଭଳି ଏକ ସମ୍ବେଦନଶୀଳ ବିଷୟକୁ ନେଇ ରାଜ୍ୟ ସରକାର କେମିତି ଖାମଖିଆଲ ମନୋଭାବ ରଖୁଛନ୍ତି, ତାହା ଯୁକ୍ତ ୨ ଖାତାଦେଖାରେ ସୃଷ୍ଟି…