ଆମ ଜିଲା ଖବର

ଶରତ ଘାଟିରେ ଗାଡ଼ି ଓଲଟିଲା: ୩ ଗୁରୁତର, ୧୧ ଆହତ

ଠାକୁରମୁଣ୍ଡା,୨୬ା୧୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡାଠାରୁ ୨୦ କିମି ଦୂର ଶରତ ଘାଟିରେ ମଙ୍ଗଳବାର ଏକ ସଫାରୀ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୩ ଯାତ୍ରୀ ଗୁରୁତର…

7 years ago

ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ପ୍ରଶାସନ: ପୁଣି ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ବାରିପଦା ଅଫିସ,୨୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘ ଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ, ଏମଏଡ…

7 years ago

ତାମିଲନାଡୁରୁ ଅପହୃତା ନାବାଳିକା ଉଦ୍ଧାର

ରୂପ୍‌ସା, ୨୬।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ପରିକ୍ଷୀ ଫାଣ୍ଡି ଅଞ୍ଚଳର ଜଣେ ଅପହୃତା ନାବାଳିକାଙ୍କୁ ପୋଲିସ ତାମିଲନାଡୁରୁ ଉଦ୍ଧାର କରିଛି। ୧୦ଦିନ ପୂର୍ବରୁ ନାବାଳିକା ଜଣକ ଟ୍ୟୁଶନ ଯାଉଥିବା…

7 years ago

ବନ୍ଧୁକ ଦେଖାଇ ଗହଣା ଲୁଟ୍‌ ଘଟଣା: ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗ ଠାବ, କାର୍‌ ଜବତ

ରୂପ୍‌ସା, ୨୬।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ତାହାରପୁର ଗ୍ରାମର ଗହଣା ଦୋକାନୀ ମୃତ୍ୟୁଞ୍ଜୟ ଗିରିଙ୍କ ଗହଣା ଦୋକାନରୁ ୩୦ଲକ୍ଷ ଟଙ୍କାର ସୁନା, ରୁପା ଅଳଙ୍କାର ଲୁଟ୍‌…

7 years ago

ଭାଇଚାରା ଯାତ୍ରା ସାରି ଫେରିଲା ଶ୍ରୀଜଗନ୍ନାଥ ସେନା

ପୁରୀ ଅଫିସ, ୨୬ା୧୧: ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାରେ ଗତ ୯ତାରିଖରେ ସୁପ୍ରିମକୋର୍ଟ ଐତିହାସିକ ରାୟ ଦେଇଥିଲେ । ଏହି ରାୟକୁ ସ୍ବାଗତ…

7 years ago

ଦେବ ଦୀପାବଳି ଉତ୍ସବ: କୌଶଲ୍ୟା, ଦଶରଥଙ୍କୁ ଦୀପଦାନ

ପୁରୀ ଅଫିସ,୨୬ା୧୧: ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ ଦୀପାବଳି…

7 years ago

ଅନୁସୂଚିତ ଜନଜାତିଙ୍କ ଜମିରେ ନିର୍ମାଣ ମାମଲା: କାର୍ଯ୍ୟ ବନ୍ଦ ରଖିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨୬ା୧୧- ରାଉରକେଲା ହାମିରପୁର ଅଞ୍ଚଳର ସୁବୋଧ କୁଲୁଙ୍କ ଜମି ଉପରେ ରାଉରକେଲା ମ୍ୟୁନିସିପାଲିଟିର ଚାଲିଥିବା ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…

7 years ago

ସିରିଜାପାଲିରେ ବୁଧବାର ସମିତି ସଭ୍ୟ ନିର୍ବାଚନକୁ ନେଇ ପ୍ରଶାସନ ପ୍ରସ୍ତୁତ

କେସିଙ୍ଗା, ୨୬।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରିଜାପାଲି ପଞ୍ଚାୟତରେ ବୁଧବାର ସମିତି ସଭ୍ୟ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ମଙ୍ଗଳବାର କର୍ମଚାରୀମାନେ ଆବଶ୍ୟକୀୟ ଉପକରଣ…

7 years ago

ଜରପଡା ଥାନା ଅଞ୍ଚଳରୁ ନଷ୍ଟ କରାଗଲା ୩୨୦ ଗଞ୍ଜେଇ ଗଛ

ଛେଣ୍ଡିପଦା,୨୬।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଜରପଡ଼ା ଥାନା କଞ୍ଜରା ଗ୍ରାମରେ ଅବକାରୀ ପୋଲିସ ଓ ବନବିଭାଗ ମିଳିତ ଚଢାଉରେ ମଙ୍ଗଳବାର ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟକରାଯାଇଛି। ପ୍ରକାଶ…

7 years ago

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ: ୨ ଅଟକ

ରସୁଲପୁର,୨୬।୧୧(ଡି.ଏନ୍‌.ଏ.): ଯାଜପୁର ଜିଲା କୁଆଖିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ହୋଇଥିବା ମଙ୍ଗଳବାର ଥାନାରେ ତାଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଏହି ଘଟଣାରେ…

7 years ago