କେନ୍ଦୁଝର,୩୧।୮(ସ୍ବ.ପ୍ର.): କେନ୍ଦୁଝର ରେଳ ଷ୍ଟେଶନ ନିକଟରେ ଶନିବାର ଟ୍ରେନ୍ରେ କଟି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରୁକ୍ମୁଣୀ ସାହୁ(୬୫)। ତାଙ୍କ ଘର ସଦର ବ୍ଲକ…
ଭବାନୀପାଟଣା,୩୧।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ୍ ଥାନା ଅଧିକାରୀ ଭାବେ ବାସୁଦେବ ଛତ୍ରିଆ ଗତ ଶୁକ୍ରବାର ଦିନ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବରୁ ଥିବା ଆଇଆଇସି ସତ୍ୟ…
ଚିତ୍ରକୋଣ୍ଡା,୩୧।୮(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳର ସମୀକ୍ଷା କରିବା ଲାଗି ଶନିବାର ବିଏସ୍ଏଫ୍ ଡିଆଇଜି ଅର୍ଜୁନ ସିଂ ରାଠୋର ହେଲିକାପ୍ଟର ଯୋଗେ ୮ନଂ ବିଏସ୍ଏଫ୍ କ୍ୟାମ୍ପରେ…
ଭବାନୀପାଟଣା,୩୧।୮(ଡି.ଏନ୍.ଏ.): ବର୍ତ୍ତମାନ ଯାନବାହନ ସଂଖ୍ୟା ବଢି ଚାଲିଥିବାରୁ ପ୍ରତିଦିନ ରାସ୍ତାରେ ଦୁର୍ଘଟଣା ଘଟୁଛି। ଏଥିରେ ବହୁ ଧନଜୀବନ ନଷ୍ଟ ହେଉଛି। ଦୁର୍ଘଟଣାଜନିତ ମୃତ୍ୟୁହାର କମାଇବା ପାଇଁ ସରକାରଙ୍କ…
କେନ୍ଦୁଝର/କୋଳିମାଟି,୩୧।୮(ସ୍ବ.ପ୍ର./ଡି.ଏନ୍.ଏ): କେନ୍ଦୁଝର ଜିଲା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ନିକଟରେ ଶନିବାର ଏକ ଯାତ୍ରୀବାହୀ ବସ୍ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିିଯାଇଛି। ଏଥିରେ କେହି ମୃତାହତ…
ଦିଗପହଣ୍ଡି, ୩୧ା୮(ଡି.ଏନ୍.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କୈଠଖଣ୍ଡି ପଞ୍ଚାୟତ ତଲାସିଂ ଗ୍ରାମ ଠାକୁରାଣୀ ମନ୍ଦିରରେ ଚାଲିଥିବା ଜୁଆଆଡ୍ଡା ଉପରେ ପୋଲିସ ଶୁକ୍ରବାର ରାତିରେ ଚଢ଼ାଉ କରି…
କାମାକ୍ଷାନଗର,୩୧।୮(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ତରାଜଙ୍ଗ ଗ୍ରାମର ଜଣେ ନାବାଳିକାଙ୍କ ଶନିବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ଭାଗ୍ୟଧର ଷଣ୍ଢଙ୍କ ଝିଅ ଯଶୋଦା…
ବାରିପଦା ଅଫିସ,୩୧।୮: ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନାଧିକାରୀ ଏକ ହତ୍ୟା ମାମଲାରେ ବାପାପୁଅଙ୍କୁ ଗିରଫ କରିଥିବାରୁ ଏହା ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ଏହି ଘଟଣାକୁ ନେଇ…
କର୍ଲାମୁଣ୍ଡା,୩୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମର ଜିତେନ୍ଦ୍ର ସୁନା (୨୯) ନାମକ ଯୁବକ ଏବେ ଜବାହାରଲାଲ ନେହେରୁ ଜାତୀୟ ବିଶ୍ୱ ବିଦ୍ୟାଳୟ ଛାତ୍ର ସଂସଦ…
କୋରୁକୋଣ୍ଡା,୩୧।୮(ଡି.ଏନ୍.ଏ): ରାଜ୍ୟବ୍ୟାପୀ ସ୍ବାୟତ୍ତ ଶାସନ ଦିବସ ଶନିବାର ପାଳନ ହେଉଥିବା ବେଳେ ମାଲକାନଗିରି ଜିଲା ବାଲିମେଳା ପୌରପରିଷଦରେ ଏହା ଧୁମ୍ଧାମ୍ରେ ପାଳିତ ହୋଇଯାଇଛି । ଏହି ଅବସରରେ…