ଆମ ଜିଲା ଖବର

ବଳାତ୍କାର ମାମଲାରେ ଦୋଷୀଙ୍କୁ ୧୦ବର୍ଷ ଜେଲ୍‌

ବାଲେଶ୍ୱର, ୩୧ା୮-ଏକ ବଳାତ୍କାର ମାମଲାର ବିଚାର କରି ଶୁକ୍ରବାର ବାଲେଶ୍ୱର ତୃତୀୟ ଅତିରିକ୍ତ ଜିଲା ଦୌରାଜଜ୍‌ ସୋନାଲି ପଟ୍ଟନାୟକ ଶୁକ୍ରବାର ଦୋଷୀଙ୍କୁ ୧୦ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି।…

7 years ago

ପଣପଣାରେ କେନ୍ଦ୍ରମନ୍ତ୍ରୀଙ୍କ ଜନଶୁଣାଣି

ବାହାନଗା, ୩୧ା୮(ଡି.ଏନ.ଏ.)-ବାହାନଗା ବ୍ଲକ ପଣପଣା ପଞ୍ଚାୟତ ପରିସରରେ ଶୁକ୍ରବାର କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ଦ୍ୱାରା ଜନଶୁଣାଣି ଅନୁଷ୍ଠିତ ହୋଇଛି ା କେନ୍ଦ୍ର ସରକାରଙ୍କ ଯୋଜନା ମଧ୍ୟରୁ…

7 years ago

ମୃତକଙ୍କ ନଁ।ରେ ଭତ୍ତା ଟଙ୍କା ହଡ଼ପ ଘଟଣା :ବ୍ଲକ ପ୍ରଶାସନ, ଜିଲା ସାକପମାଜିକ ସୁରକ୍ଷା ଅଧିକାରୀଙ୍କ ତଦନ୍ତ

ଦାରିଙ୍ଗବାଡ଼ି,୩୧।୮(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତରେ ମୃତକଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ ଘଟଣାର ବିଡିଓ ତ୍ରିଲୋଚନ ପାତ୍ର ଏବଂ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ବଳରାମ…

7 years ago

ଅନ୍ଧାରରେ ସପ୍ଲିମେଣ୍ଟାରୀ ପରୀକ୍ଷାରେ ଉତ୍ତୀର୍ଣ୍ଣଙ୍କ ଭବିଷ୍ୟତ

ବ୍ରହ୍ମପୁର ଅଫିସ୍‌,୩୧ା୮-ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷାଫଳ ପ୍ରକାଶ ପାଇବାର ୨୩ ଦିନ ପରେ ବି ଛାତ୍ରୀଛାତ୍ରଙ୍କ ପାଖରେ ସାର୍ଟିଫିକେଟ୍‌ ପହଞ୍ଚି ନାହିଁ । ସାର୍ଟିଫିକେଟ୍‌ରେ ମୁଦ୍ରଣରେ ସମସ୍ୟା ଯୋଗୁ…

7 years ago

ବ୍ୟବଚ୍ଛେଦ ଗୃହରୁ ଚିକିତ୍ସା ଲାଗି ମୃତଦେହ ନେଇଗଲେ

ଆସିକା,୩୧ା୮(ଡି.ଏନ.ଏ.)-ଆସିକା ଥାନା କର୍ପୂରନୂଆଗଁା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକ ଗୁରୁତର ହୋଇଥିଲେ। ଆହତ ଜଣକ ସେହି ଗ୍ରାମର ଜିଲୁ ପଟ୍ଟନାୟକ। ଜିଲୁ ଏକ…

7 years ago

ନାବାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବ୍ରହ୍ମପୁର ଅଫିସ,୩୧ା୮-ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଗେଟବଜାର ଛକ ନିକଟ ଏକ ଘରୋଇ ହସ୍ପିଟାଲରେ ଜଣେ ନାବାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମୃତ ମୃତ ନାବାଳକ…

7 years ago

ସ୍ବାୟତ୍ତ ଶାସନ ସଂସ୍ଥାରେ ଏବେ ଅମଲାତନ୍ତ୍ର ଶାସନ

ବ୍ରହ୍ମପୁର ଅଫିସ,୩୧ା୮-ଗଞ୍ଜାମ ଜିଲାର ବ୍ରହ୍ମପୁର ମହାନଗର ନିଗମ (ବିଏମସି) ଏବଂ ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ସମେତ ୧୮ ସହରାଞ୍ଚଳର ନିର୍ବାଚିତ ପୌର ପରିଷଦର କାର୍ଯ୍ୟକାଳ ୨୦୧୮ ସେପ୍ଟେମ୍ବର ୩୦ରେ…

7 years ago

କୁଡାପଡ଼ା-ଖଲିଆପାଲି ରାସ୍‌ତା ସମସିଆ: ପଲ୍‌ହା ରୁଇ ପରତିବାଦ ଜନାଲେ ୨ ଗଁ।ର ମହିଲା

  ବିନିକା,୩୧।୮(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାବୁପାଲି ପଁଚେତ୍‌ ଅଧୀନ କୁଡ଼ାପଡ଼ାରୁ ଖଲିଆପାଲି ତକ୍‌ ୩ କି.ମି. ରାସ୍‌ତା ବହୁତ୍‌ ବଛର ହେଲା ଅବହେଲିତ ଅବସ୍‌ତାରେ…

7 years ago

ନୂଆପଡା ପ୍ରିମିୟର ଲିଗ ଫୁଟବଲ:ମହାମାୟା, ଖଡିଆଳ ଦଳ ଫାଇନାଲକୁ ଉନ୍ନୀତ

ନୂଆପଡା ଅଫିସ,୩୧ା୮ ସ୍ଥାନୀୟ ମିନିଷ୍ଟାଡିୟମରେ ଚାଲିଥିବା ନୂଆପଡା ପ୍ରିମିୟର ଲିଗ ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ୨ଟି ସେମିଫାଇନାଲରେ ମହାମାୟା ଦଳ ଏବଂ ଖଡିଆଳ ଦଳ ବିଜୟୀ ହୋଇ…

7 years ago

କୋନାବିରା ଅଞ୍ଚଳରେ ୨୨ ହାତୀ

କୋମନା,୩୧।୮(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ କୋନାବିରା ଅଞ୍ଚଳରେ ହାତୀ ପୁଣି ଥରେ ପ୍ରବେଶ କରି ତିଖାଳି ଡ୍ୟାମ ଭିତରେ ଆଡ୍ଡା ଜମାଇଛି । ଫଳରେ କୋନାବିରା…

7 years ago