ଆମ ଜିଲା ଖବର

ଗଞ୍ଜେଇ ଜବତ, ଜଣେ ଗିରଫ

ଦାରିଙ୍ଗବାଡ଼ି,୨୫।୧୦(ଡି.ଏନ.ଏ)- ଦାରିଙ୍ଗବାଡ଼ି ପୋଲିସ ଏକ ବାଇକ ସହ ୮କେଜି ୭ଶହ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ…

7 years ago

ଗଛ ପକାଇ ରାସ୍ତା ଅବରୋଧ କଲେ ମାଓବାଦୀ

ଦାରିଙ୍ଗବାଡ଼ି,୨୫।୧୦(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି-କ.ନୂଆଗଁା ସୀମାନ୍ତବର୍ତ୍ତୀ କନ୍ଦିବାନ୍ଦା ନିକଟରେ ମାଓବାଦୀମାନେ ଗୁରୁବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଗଛ ପକାଇ ରାସ୍ତା ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ୨ଟି…

7 years ago

ଗାଁ ଜଳାର୍ଣ୍ଣବ, ଧୋଇଗଲା ଅସ୍ଥାୟୀ ପୋଲ

ପାଟପୁର,୨୫ା୧୦(ଡି.ଏନ.ଏ.)- ସାନଖେମୁଣ୍ଡି ଅଞ୍ଚଳରେ ବୁଧବାର ସକାଳୁ ଜାରି ରହିଛି ଲଗାଣ ବର୍ଷା। ଏହାର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବୁଧବାର ପୋଚକା ନାଳ ଉପରମୁଣ୍ଡରେ ଲଗାଣ ବର୍ଷା…

7 years ago

ବାଘୁଆ ଜଳଭଣ୍ଡାରର ୪ ଗେଟ୍‌ ଖୋଲିଲା

ବୁଗୁଡ଼ା,୨୫ା୧୦(ଡି.ଏନ୍‌.ଏ.)- ବୁଗୁଡା ବ୍ଲକ ଅନ୍ତର୍ଗତ ମତାଝରି ନିକଟସ୍ଥ ବାଘୁଆ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ଗୁରୁବାର ସକାଳୁ ୪ ଗେଟ ଖୋଲାଯାଇଛି। ଜଳପତ୍ତନ ବଢୁଥିବାରୁ ଜଳଭଣ୍ଡାରର ସୁରକ୍ଷା…

7 years ago

ବିପଦ ସଙ୍କେତ ନିକଟତର ୩ ନଦୀ

ଛତ୍ରପୁର,୨୫ା୧୦(ଡି.ଏନ.ଏ)- ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲାରେ ଗତ ୩ ଦିନ ହେଲା ବର୍ଷା ଲାଗିରହିଛି। ବିଭିନ୍ନ ସ୍ଥାନରେ ପାଣି ଜମିଛି। ୨୪ ଘଣ୍ଟା ମଧ୍ୟରେ ଜିଲାରେ ୧୨୫.୧୯…

7 years ago

ଭାଙ୍ଗିଦେଇ ଭୁଲିଗଲା ବିଏମ୍‌ସି

ବ୍ରହ୍ମପୁର ଅଫିସ୍‌,୨୫ା୧୦- ବ୍ରହ୍ମପୁର ମହାନଗର ନିଗମର ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ଯୋଗୁ ସହରବାସୀ କେମିତି ହନ୍ତସନ୍ତ ହେଉଛନ୍ତି, ତାର ଏକ ଉଦାହରଣ ଗୁରୁବାର ଦେଖିବାକୁ ମିଳିଛି। ଜଗବନ୍ଧୁ ସାହିରେ…

7 years ago

ବର୍ଷା ବିତ୍ପାତ: ବ୍ରହ୍ମପୁର ଜଳମଗ୍ନ

ବ୍ରହ୍ମପୁର ଅଫିସ,୨୫ା୧୦- ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବୁଧବାରରୁ ଗଞ୍ଜାମ ଜିଲାରେ ବର୍ଷା ଜାରି ରହିଛି ା ଗୋପାଳପୁର ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା…

7 years ago

ନଦୀ ନ ବଢି ପୋଲ ଉପରେ ପାଣି: ଯାତାୟାତରେ ଲୋକେ ହଇରାଣ

ଯୋଡ଼ା, ୨୫।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରକୁ ଦୁଇ ପାର୍ଶ୍ୱରେ ବିଭକ୍ତ କରୁଥିବା ତଥା ରାଜ୍ୟ ରାଜପଥ ନଂ ୨ରେ ଥିବା ସୁନା ନଦୀ ପୋଲ ଉପରେ କୃତ୍ରିମ…

7 years ago

ଲଗାଣ ବର୍ଷାରେ ଘର କାନ୍ଥ ଭୁଶୁଡ଼ିଲା: ସ୍ବାମୀ ମୃତ; ସ୍ତ୍ରୀ,ଜ୍ୱାଇଁ ଗୁରୁତର

କେନ୍ଦୁଝର/ଢେଙ୍କିକୋଟ, ୨୫ା୧୦(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ମିଶ୍ରମାଳରେ ଲଗାଣବର୍ଷା ଯୋଗୁ ଘରର କାନ୍ଥ ଭୁଶୁଡ଼ି ପଡିବାରୁ ସେଥିରେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଛି ା ମୃତକଙ୍କ…

7 years ago

ଲଗାଣ ବର୍ଷାରେ ସ୍ଥିତି ବେହାଲ: ଖାଲୁଆ ଅଞ୍ଚଳ ଜଳମଗ୍ନ

ଭଦ୍ରକ ଅଫିସ, ୨୫।୧୦ - ଦୀପାବଳି ପୂର୍ବରୁ ଲଘୁଚାପଜନିତ ବର୍ଷାରେ ଭଦ୍ରକ ସହର ଅବସ୍ଥା ବେହାଲ ହୋଇଛି। ସହରର ଖାଲୁଆ ଅଞ୍ଚଳରେ ପାଣି ଜମିରହି ସ୍ଥିତି ସଙ୍ଗିନ…

7 years ago