ବିନିକା,୩୦।୮(ଡି.ଏନ୍.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସାରଙ୍ଗପାଲି ଗାଁର ୫୦ରୁ ଅଧ୍କା ଚାଷୀ ଉଠା ଜଲସେଚନ ଭରସାରେ ଫିବଛର ୭୦ ହେକ୍ଟର ଜମିରେ ଧାନଚାଷ୍ କରୁଛନ୍। ଜିରାନଦୀରୁ…
ନୂଆପଡା ଅଫିସ,୩୦ା୮-ସ୍ଥାନୀୟ ମିନିଷ୍ଟାଡିୟମରେ ଚାଲିଥିବା ନୂଆପଡା ପ୍ରିମିୟର ଲିଗ ଫୁଟବଲ ଟୁର୍ନାମେଣ୍ଟର ଗୁରୁବାର ଦ୍ୱିତୀୟ ଦିନରେ ୨ଟି ମ୍ୟାଚ ଅନୁଷ୍ଠିତ ହୋଇଛି। କୋମନା ଦଳ ଦବଙ୍ଗ ଦଳକୁ…
ନୂଆପଡା ଅଫିସ,୩୦ା୮ -ନୂଆପଡା ଜିଲାରେ ମୌସୁମୀ ବର୍ଷା ହେବାର ନାଁ ନେଉ ନ ଥିବାବେଳେ ଅଚାନକ ଭାବେ ଲଘୁଚାପ ବର୍ଷା ଲୋକଙ୍କୁ ଦାଉ ସାଧୁଛି । ବିଶେଷ…
ନୂଆପଡା ଅଫିସ,୩୦ା୮-ଲୋକଙ୍କ ବହୁ ଆଶା ଆକାଂକ୍ଷା ଥିଲା ଯେ ନୂଆପଡା ଏକ ଜିଲା ହେବ । ଲୋକଙ୍କର ସବୁ ସମସ୍ୟା ସହଜେ ସମାଧାନ ହେବ । ଜିଲା…
ଭବାନୀପାଟଣା,୩୦।୮(ଡି.ଏନ.ଏ.)-ଭବାନୀପାଟଣାର ଜଣେ ଓ୍ବେସ୍କୋ ଲାଇନ୍ମ୍ୟାନ ଚାକିରୀ ପ୍ରଲୋଭନ ଦେଖାଇ ଏକାଧିକ ଯୁବକଙ୍କଠାରୁ ପ୍ରାୟ ୪୦ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତଙ୍କ ନାମ…
କେସିଙ୍ଗା,୩୦।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କଶୃପଡା ଯୁକ୍ତ ଦୁଇ ମହାବିଦ୍ୟାଳୟ ପରିସରରେ ମହାତ୍ମା ଗାନ୍ଧୀଙ୍କ ଅହିଂସାକୁ ଭାରତର ସମ୍ବିଧାନ ମୁଖବନ୍ଧରେ ସ୍ଥାନ ପାଇବା ପାଇଁ ଏକ…
ପର୍ଲା, ୩୦ା୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ବହେରା ଗଁାର ସ୍ବର୍ଗତ ପଦମନ ସୋରିକଁର ଝି’ ସୁନିଆ(୨୧)। ସେ କେହେନ୍ସି ଗୁଟେ ଅଜନା ରୋଗ୍ରେ ଆକ୍ରଁାତ ହେଇ…
କେସିଙ୍ଗା,୩୦।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କଶୃପଡା ଗ୍ରାମପଞ୍ଚାୟତସ୍ଥିତ ସିଙ୍ଗଝରଣ ଗ୍ରାମରେ ଗାର୍ନେଟ ମାଇନ୍ ପ୍ରସ୍ତାବିତ ଖଣି ଉତ୍ପାଦନ ପାଇଁ ରାଜ୍ୟ ପ୍ରଦୂର୍ଷଣ ନିୟନ୍ତ୍ରଣ ବୋର୍ଡ, ଆଞ୍ଚଳିକ କାର୍ଯ୍ୟାଳୟ…
ଲାଠୋର, ୩୦ା୮ (ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍ ସଦର ମେହେର ପଡ଼ାର ବିଭିଷଣ ମେହେରକଁର ଝି’ ପୁଷ୍ପାଞ୍ଜଳି(୨୦)। ସେ ଜନମ୍ ହେବାର ୬…
ବନ୍ତଳା,୩୦ା୮-ମୂଲିଆ ମଣିଷକୁ ତେଲ ଲୁଣର ସଂସାର। ନିଜସ୍ବ ଘର ଢିହ ବୋଲି କିଛି ନାହିଁ। ସରକାରୀ ଜାଗାରେ କରିଥିବା ଚାଳିଆ ଖଣ୍ଡେ ହିଁ ପରିବାରର ସମ୍ବଳ। ଦିନେ…