ଆମ ଜିଲା ଖବର

ଶିକ୍ଷକ ଅଭାବ, ଶିକ୍ଷାଦାନରେ ଅବ୍ୟବସ୍ଥା; ଗୋଟିଏ ଶ୍ରେଣୀଗୃହରେ ୩ ଗୁଣା ପିଲା

ଅନୁଗୋଳ ଅଫିସ, ୨୯।୭: ଅନୁଗୋଳ ଜିଲାରେ ଶିକ୍ଷକ ଅଭାବ ସମସ୍ୟା ଯୋଗୁ ବିଭିନ୍ନ ବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ବର୍ଷ ବର୍ଷ ଧରି ଶିକ୍ଷକ ନିଯୁକ୍ତି ଦିଆଯାଉ ନ…

7 years ago

ବର୍ଷା କମ୍‌ ଯୋଗୁ ଚାଷ କାର୍ଯ୍ୟ ପ୍ରଭାବିତ

ଭଞ୍ଜନଗର,୨୯।୭(ଡି.ଏନ.ଏ)-ଚଳିତବର୍ଷ ରାଜ୍ୟରେ ଏ ପର୍ଯ୍ୟନ୍ତ ଆବଶ୍ୟକ ପରିମାଣର ବର୍ଷା ହୋଇନାହିଁ। ଫଳରେ ଚାଷ କାର୍ଯ୍ୟ ବିଶେଷ ଭାବେ ପ୍ରଭାବିତ ହୋଇଛି । ଧାନତଳି ପୋଡ଼ି ନଷ୍ଟ ହେବା…

7 years ago

ସୁନା ବ୍ୟବସାୟୀଙ୍କ ଘରେ ଆୟକର ବିଭାଗର ଚଢାଉ: ଜବତ ୬୮.୧୩ ଲକ୍ଷ ଟଙ୍କାର ଖୋଳତାଡ

ବ୍ରହ୍ମପୁର ଅଫିସ,୨୯ା୭-ଆୟକର ବିଭାଗ ପକ୍ଷରୁ ବ୍ରହ୍ମପୁରର ଜଣେ ସୁନା ବ୍ୟବସାୟୀ କେ.ପ୍ରସାଦ ରାଓ ସୁବୁଦ୍ଧିଙ୍କ ବଡବଜାର ଗୌଡ଼ ସାହିସ୍ଥିତ ବାସଭବନରେ ଚଢାଉ କରାଯାଇଛି। ଗତ ୨୬ ତାରିଖରେ…

7 years ago

ଛେଳି ଚୋର ସନ୍ଦେହ: ଅଭିଯୁକ୍ତଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ

ଆସିକା,୨୯ା୭(ଡି.ଏନ୍‌.ଏ): ଗାଙ୍ଗପୁର ଥାନା ପଳାସପଲ୍ଲୀ ଗ୍ରାମରେ ରବିବାର ପୂର୍ବାହ୍ନରେ ସାଇକଲରେ ବୁଲି ମାଂସ ବିକ୍ରି କରୁଥିବା ଜଣେ ବ୍ୟକ୍ତିଙ୍କୁ ଛେଳି ଚୋର ସନ୍ଦେହରେ ଗ୍ରାମବାସୀ ପୋଲିସ ଜିମା…

7 years ago

ଗଞ୍ଜାମରେ ବ୍ୟାପୁଛି କାମଳ ରୋଗ; ୨୦୧୬ରୁ ୫୪୯ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ୍‌,୨୯ା୭-ଗଞ୍ଜାମ ଜିଲାରେ କାମଳ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହା ମହାମାରୀ ରୂପ ନେଇ ନ ଥିଲେ ମଧ୍ୟ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଚିନ୍ତାଜନକ ହୋଇଛି।…

7 years ago

ଋଣ ଟଙ୍କା ମାଗିବାରୁ ଯୁବକଙ୍କୁ ମାଡ଼

ଗୋପାଳପୁର,୨୯ା୭: ଋଣ ଟଙ୍କା ମାଗିବାରୁ ୩ଜଣ ଯୁବକ ମିଶି ଜନୈକ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିଥିବା ନେଇ ଗୋପାଳପୁର ଥାନାରେ ଅଭିଯୋଗ ହୋଇଛି। ଏହି ଥାନା ନୂଆବକ୍ସିପଲ୍ଲୀ…

7 years ago

କାୟକଳ୍ପ ଆୱାର୍ଡ ପାଇଁ ଆକଳନ: ବହୁ ପଛରେ ଗଞ୍ଜାମର ୨୦ ସ୍ବାସ୍ଥ୍ୟକେନ୍ଦ୍ର

ଛତ୍ରପୁର,୨୯ା୭(ଡି.ଏନ.ଏ.)-କାୟକଳ୍ପ ଆୱାର୍ଡ ପାଇବା ପାଇଁ ଗଞ୍ଜାମ ଜିଲାରେ ଥିବା ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରର ଇଣ୍ଟରନାଲ ଆସେସମେଣ୍ଟ ସରିଛି । ଏଥିରୁ ମିଳିଥିବା ସୂଚନା ଅନୁସାରେ ବ୍ରହ୍ମପୁରସ୍ଥିତ ସିଟି ହସ୍ପିଟାଲ…

7 years ago

ପୁଣି ଥରିବ କଣ୍ଟିପାଳର କୁଆମରା ହୁଡ଼ି

ଆନନ୍ଦପୁର,୨୯। ୭(ସ୍ବ.ପ୍ର.)- ଆନନ୍ଦପୁର ବ୍ଲକ କଣ୍ଟିପାଳରେ ଥିବା କୁଆମରା ହୁଡିରେ ପୁଣି ବ୍ଲାଷ୍ଟିଂ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ବର୍ଷକ ତଳୁ କୁଆମରା ହୁଡିରେ ଆବଶ୍ୟକ ମାଇନିଂ…

7 years ago

ବିନା ଦୋଷରେ ଜେଲ କାଟିଲେ ବାପପୁଅ

ବାରିପଦା ଅଫିସ/ ରାଇରଙ୍ଗପୁର, ୨୯।୭(ଡି.ଏନ୍‌.ଏ.) ମୟୂରଭଞ୍ଜ ଜିଲା ବାଦାମପାହାଡ ଥାନା ପୋଲିସ ୩ ମାସ ତଳେ ମୃତ ଘୋଷଣା କରିଥିବା ରାଇମଣି ନାଏକ ନାମ୍ନୀ ଜଣେ ମହିଳାଙ୍କୁ…

7 years ago

ନିଆରା କ୍ରୀଡ଼ା ପ୍ରତିଭା ମଧୁସ୍ମିତା

ବନ୍ତ, ୨୯।୭ (ଡି.ଏନ.ଏ.)- ଭଦ୍ରକ ଜିଲା ବରପଦାସ୍ଥିତ ବିଆଇଇଟି କଲେଜର ଡିପ୍ଲୋମା କମ୍ପ୍ୟୁଟର ସାଇନ୍ସର ୩ୟ ବର୍ଷର ଛାତ୍ରୀ ମଧୁସ୍ମିତା ମିଶ୍ର(୧୮) ହ୍ୟାଣ୍ଡବଲ, ସାଇକେଲ ପୋଲୋ, ନେଟ୍‌ବଲ୍‌,…

7 years ago