କାମାକ୍ଷାନଗର, ୨୩।୧୦(ଡି.ଏନ୍.ଏ.) : ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବାରୁଆ(କା) ପଞ୍ଚାୟତ ପୂର୍ତ୍ତ ବିଭାଗ ରାସ୍ତାଠାରୁ ଇଚ୍ଛାବତୀପୁର ଯାଏ ଚାଲିଥିବା ରାସ୍ତାକାମ ଅତ୍ୟନ୍ତ ନିମ୍ନମାନର ହେଉଥିବା ଅଭିଯୋଗ…
ସୋନପୁର,୨୩।୧୦(ନି.ପ୍ର.): ମହାନଦୀ କୂଳରେ ଥିବା ସୋନପୁର ରାଜପ୍ରାସାଦ ରକ୍ଷଣାବେକ୍ଷଣ ଅଭାବରୁ ଏବେ ବିପଦସଙ୍କୁଳ ଅବସ୍ଥାରେ ଅଛି। ପ୍ରତିଦିନ ରାଜପ୍ରାସାଦରୁ ଇଟା ଓ କଂକ୍ରିଟ୍ ଖଣ୍ଡ ଖସୁଛି। ସରକାର…
ଛତ୍ରପୁର,୨୩ା୧୦(ଡି.ଏନ.ଏ.) ଛତ୍ରପୁର ଏନ୍ଏସିର ତତ୍କାଳୀନ ବିଜେଡି କାଉନସିଲର ଲକ୍ଷ୍ମୀଦତ୍ତ ପ୍ରଧାନ ଓରଫ ବଚ୍ଚନଙ୍କୁ ୨୦୧୭ ସେପ୍ଟେମ୍ବର ୧୬ରେ ତାଙ୍କ ଘର ଆଗରେ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା।…
ଦିଗପହଣ୍ଡି,୨୩ା୧୦(ଡି.ଏନ.ଏ.): ଶ୍ୱଶୁରଙ୍କୁ ଆକ୍ରମଣ ମାମଲାରେ ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ଗୋପୀନାଥପୁରର ରୀନା କୁମାରୀ ସାହୁଙ୍କୁ ବୁଧବାର କେ.ନୂଆଗାଁ ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର…
ପୁରୀ ଅଫିସ, ୨୩ା୧୦: ସୁରକ୍ଷା ଦୃଷ୍ଟିରୁ ଶ୍ରୀମନ୍ଦିର ଫଟୋ ଉଠାଇବା କିମ୍ବା ଭିଡିଓ ଉତ୍ତୋଳନ କରିବା ନେଇ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି କରାଯାଇଛି। ଏହାସତ୍ତ୍ବେ ସୁରକ୍ଷା ବ୍ୟବସ୍ଥାକୁ…
ପୁରୀ ଅଫିସ, ୨୩ା୧୦: ପୁରୀ ସହରରେ ବୁଲା କୁକୁରଙ୍କ ସଂଖ୍ୟା ଯଥେଷ୍ଟ ପରିମାଣରେ ବୃଦ୍ଧି ପାଉଛି। ଏଥିସହ ଏମାନଙ୍କ ଦୌରାତ୍ମ୍ୟ ମଧ୍ୟ ବଢୁଛି। ୨୦୧୨ରେ ହୋଇଥିବା ପଶୁ…
ଭଦ୍ରକ ଅଫିସ, ୨୩।୧୦: ଭଦ୍ରକ ଟାଉନ ଥାନା ରାଜଘାଟ ଛକ ନିକଟସ୍ଥ ସୀତାରାମ କମ୍ପ୍ଲେକ୍ସଠାରେ ଥିବା ଓମ୍ଫେଡ୍ ପାର୍ଲରରୁ ୪୦ ହଜାର ଟଙ୍କା ଚୋରି ହୋଇଛି। ଏ…
ଜଳେଶ୍ୱର,୨୩।୧୦: ଜୈବିକ ପଦ୍ଧତିରେ କୃଷି କାର୍ଯ୍ୟ ଲାଗି ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନାମ୍ପୋ ପଞ୍ଚାୟତର ଆମ୍ବପଞ୍ଜା ଗ୍ରାମର ଚାଷୀ ଶିବନାରାୟଣ ଜେନା ଓ ପୂର୍ଣ୍ଣଚନ୍ଦ୍ର…
ଯୋଡ଼ା,୨୩।୧୦(ଡି.ଏନ୍.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡ଼ି କଳିଙ୍ଗ ମାଇନିଂ କର୍ପୋରେଶନ ଖଣିର ପରିବହନ ଗେଟ୍ ସମୁଖରୁ ଟଙ୍କା ଭର୍ତ୍ତି ବ୍ୟାଗ୍ ଚୋରି ହୋଇଥିବା ନେଇ…
ରାୟଗଡ଼ା,୨୩।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଚାନକ ମନ୍ତ୍ରୀମାନେ ବିଦ୍ୟାଳୟ ଗସ୍ତକରି ଖାଦ୍ୟର ମାନ ପରଖିବାକୁ ମଙ୍ଗଳବାର ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ବୁଧବାର ରାୟଗଡ଼ା ଜିଲା ଗସ୍ତରେ…