ଆମ ଜିଲା ଖବର

ବ୍ୟାଙ୍କ ଧର୍ମଘଟ ଯୋଗୁ ଜମାକାରୀ ହଇରାଣ

ବାରିପଦା ଅଫିସ,୨୩ା୧୦- ଦିନିକିଆ ସର୍ବ ଭାରତୀୟ ବ୍ୟାଙ୍କ ଧର୍ମଘଟ ଯୋଗୁଁ ବାରିପଦାଠାରେ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇଥିଲା। ସେହିପରି ଧର୍ମଘଟରେ ସାମିଲ ହୋଇ ନ ଥିବା ସତ୍ତ୍ୱେ…

7 years ago

ସରକାରୀ ତାଲିମ ପାଇଁ ବସ୍ତ୍ରାଳୟରୁ ସିସିଟିଭି ଭଡ଼ାନେବା ଘଟଣା: ୭୦ହଜାର ଟଙ୍କା ଫେରାଇବାକୁ ଡିପିସିଙ୍କ ନିର୍ଦ୍ଦେଶ

ବଡ଼ସାହି,୨୩ା୧୦(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକରେ ଉଜ୍ଜ୍ୱଳ ଓ ଉତ୍‌ଥାନ ତାଲିମ କେନ୍ଦ୍ରରେ ସିସିଟିଭି ଲଗାଇବା ବ୍ୟବସ୍ଥାରେ ବ୍ୟାପକ ଅନିୟମିତତା ହୋଇଛି। ବଜାରରେ ଥିବା ଏକ ବସ୍ତ୍ରାଳୟରୁ ସିସିଟିଭି…

7 years ago

ବଜ୍ରପାତରେ ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ଉଦଳା,୨୩ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ଥାନା ଅନ୍ତର୍ଗତ ସୋନନଦୀର ଜିରିଡାଘାଟ ନିକଟରେ ମଙ୍ଗଳବାର ରାତିରେ ବଜ୍ରପାତରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି।…

7 years ago

ନଦୀ ସାଜିଛି ପ୍ରତିବନ୍ଧକ

ଉଦଳା,୨୩ା୧୦(ଡି.ଏନ୍‌.ଏ.)- ବର୍ଷା ଆସିଲେ ଛାତିରେ ଛନକା ପଶେ। ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯିବା ଆଶଙ୍କା ଘାରେ। ବର୍ଷା ହେଉ କିମ୍ବା ଅନ୍ୟ ଦିନଗୁଡ଼ିକରେ ନଦୀ ପ୍ରତିବନ୍ଧକ ସାଜିଥାଏ।…

7 years ago

ମଧ୍ୟାହ୍ନଭୋଜନ ଖାଦ୍ୟରେ ପୋକ

ରେମୁଣା, ୨୩।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ଚଷାଖଣ୍ଡ ପଞ୍ଚାୟତ ଜଙ୍ଖରାଇ-ଚଷାଖଣ୍ଡ ନୋଡ଼ାଲ (ମଇ) ସ୍କୁଲରେ ମଙ୍ଗଳବାର ପିଲାମାନଙ୍କୁ ଦିଆଯାଇଥିବା ମଧ୍ୟାହ୍ନଭୋଜନ ଖାଦ୍ୟରେ ପୋକ ବାହାରିବା ପରେ ଉତ୍ତେଜନା…

7 years ago

ନାବାଳିକାଙ୍କୁ ବଳାତ୍କାର: ଦିବ୍ୟାଙ୍ଗ ଯୁବକ ଅଟକ

ବାହାନଗା, ୨୩ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ମଙ୍ଗଳବାର ଜଣେ ଦିବ୍ୟାଙ୍ଗ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ନାବାଳିକାଙ୍କ…

7 years ago

ବ୍ୟାପୁଛି ଡେଙ୍ଗୁ: ବାଲିଆପାଳରେ ୩ ମୃତ, ଜଳେଶ୍ୱରରେ ୭ ଚିହ୍ନଟ

ବାଲିଆପାଳ/ଜଳେଶ୍ୱର, ୨୩ା୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାର ବାଲିଆପାଳ ଓ ଜଳେଶ୍ୱର ବ୍ଲକରେ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ବାଲିଆପାଳ ବ୍ଲକରେ ଡେଙ୍ଗୁରେ ଏଯାଏ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଳେଶ୍ୱର ବ୍ଲକରେ…

7 years ago

ଚିନିଶିଳ୍ପ ବଟ୍‌ଲିଂ ପ୍ଲାଣ୍ଟରେ ଶ୍ରମିକ ଅଶାନ୍ତି

ଆସିକା,୨୩ା୧୦ (ଡି.ଏନ୍‌.ଏ.)- ଆସିକା ସମବାୟ ଚିନିଶିଳ୍ପ ମଦ ପ୍ରସ୍ତୁତି ଲାଗି ରହିଥିବା ବଟ୍‌ଲିଂ ପ୍ଲାଣ୍ଟରେ ମଙ୍ଗଳବାର ଅପରାହ୍ନରୁ ଶ୍ରମିକ ଅଶାନ୍ତି ଦେଖାହୋଇଛି। ମଦ ପ୍ୟାକିଂ କାର୍ଯ୍ୟରେ ନିୟୋଜିତ…

7 years ago

ଏସ୍‌ପି ଅଫିସ ପରିଦର୍ଶନ କଲେ ଡିଆଇଜି

ଛତ୍ରପୁର,୨୩ା୧୦(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ମଙ୍ଗଳବାର ଛତ୍ରପୁର ଆସି ଗଞ୍ଜାମ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ପରିଦର୍ଶନ ବେଳେ ଏସ୍‌ପି ବ୍ରିଜେଶ କୁମାର ରଏଙ୍କ ସମେତ…

7 years ago

ପେଟରେ କାଠଫାଳିଆ ପଶି ମହିଳା ମୃତ

ବ୍ରହ୍ମପୁର ଅଫିସ,୨୨ା୧୦- ପେଟରେ କାଠଫାଳିଆ ପଶି ଗୁରୁତର ହୋଇଥିବା ଜଣେ ମହିଳାଙ୍କର ଏମ୍‌କେସିଜି ମେଡିକାଲରେ ମଙ୍ଗଳବାର ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ଗାଙ୍ଗପୁର ଥାନା ଅନ୍ତର୍ଗତ…

7 years ago