ଆମ ଜିଲା ଖବର

ବିଭିନ୍ନ ଦାବିନେଇ ଚାଷୀଙ୍କ ରିଲେ ଅନଶନ

ସମ୍ବଲପୁର,୨୨ା୧୦(ବ୍ୟୁରୋ): ପଶ୍ଚିମ ଓଡ଼ିଶା କୃଷକ ସଂଗଠନ ସମନ୍ବୟ ସମିତି ଓ ଜିଲା କୃଷକ ସଂଗଠନର ମିଳିତ ଡାକରାରେ ମଙ୍ଗଳବାର ସମ୍ବଲପୁର ଜିଲାପାଳଙ୍କ ଅଫିସ ନିକଟରେ ଚାଷୀମାନେ ୨୪ଘଣ୍ଟିଆ…

7 years ago

ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଯୋଡ଼ା, ୨୨।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ସହର ଓ୍ବାର୍ଡ ନଂ. ୩ ରେ ଥିବା ରାଉତ କମ୍ପ୍ଲେକ୍ସ ବିଲ୍ଡିଂର ଜଣେ ସୁରକ୍ଷାକର୍ମୀଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର ସକାଳେ…

7 years ago

ଟ୍ରେନ୍‌ ଲାଇନ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଜୟପୁର, ୨୨।୧୦(ନି.ପ୍ର.): କୋରାପୁଟ ଜିଲା କୋଟପାଡ଼ ବବିୟା ଟ୍ରେନ୍‌ ଲାଇନ୍‌ରୁ ମଙ୍ଗଳବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ରାୟଗଡ଼ା ଜିଲା ଚିଲିକାମର…

7 years ago

ମଞ୍ଜୁରୀ ରୋଡ୍‌ରେ କୁକୁର ଆତଙ୍କ, ୧୦ରୁ ଊର୍ଦ୍ଧ୍ୱ ଆହତ

ଭଣ୍ଡାରିପୋଖରୀ, ୨୨।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀ ରୋଡ୍‌ ଅଞ୍ଚଳରେ ମଙ୍ଗଳବାର ସକାଳେ କୁକୁର ଆତଙ୍କ ଦେଖାଦେଇଛି। କୁକୁର କାମୁଡ଼ାରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।…

7 years ago

ହସ୍ପିଟାଲ ବେଡ୍‌ରେ ଲୁହ ଗଡ଼ାଉଛନ୍ତି ନାରୁ ମହାରଣା

ପୁରୀ ଅଫିସ,୨୨ା୧୦: ଓଡ଼ିଶାର ଜଣେ ଆଗଧାଡ଼ିର ଚିତ୍ରଶିଳ୍ପୀ ହେଉଛନ୍ତି ପୁରୀର ନାରାୟଣ (ନାରୁ) ମହାରଣା। ତାଙ୍କ ପ୍ରତିଭା କେବଳ ଓଡ଼ିଶା ଭିତରେ ସୀମିତ ନାହିଁ, ରାଜ୍ୟ ବାହାରେ…

7 years ago

ଭିମ୍‌ସାର ଘଟଣା ଭିନ୍ନ ରୂପ ନେଲା: ସୀମା ଭୁଲିଯାଇଥିଲେ ଡାକ୍ତର

ସମ୍ବଲପୁର,୨୨ା୧୦(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ରେ ଡାକ୍ତର ସୂର୍ଯ୍ୟକାନ୍ତ ପାଟ୍ଟଯୋଶୀଙ୍କୁ ରବିବାର ମାଡ଼ ଘଟଣା…

7 years ago

ବିଦ୍ୟୁତ ସର୍ଟଶର୍କିଟରୁ ଅଗ୍ନିକାଣ୍ଡ: ୬ ବଖରା ଜଳିଗଳା; ୫ ଗୋରୁ, ୯ ଛେଳି ଜୀବନ୍ତ ଦଗ୍ଧ

ବନ୍ତ,୨୨।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ କୁଆଁର୍ଦ୍ଦା (ଅଘିରା ଗଢ଼ିଆ) ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବାସଗୃହ ଓ ଗୁହାଳ ସମେତ ୬…

7 years ago

ବନବିଭାଗର ଚଢ଼ାଉ: ୬୦ ହଜାରରୁ ଊଦ୍ଧର୍‌ବ ମୂଲ୍ୟର ଶାଳ ଚୌକାଠ ଜବତ, ୨ ଫେରାର

ପାଟଣା,୨୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ତୁରୁମୁଙ୍ଗା କେନ୍ଦୁଝର ରାସ୍ତାର ଭାଲୁଘର ଗ୍ରାମରେ ବନବିଭାଗ ମଙ୍ଗଳବାର ସକାଳେ ଚଢ଼ାଉକରି ଚୋରା କାଠ ଚାଲାଣ କରୁଥିବା ଏକ…

7 years ago

ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଆରମ୍ଭ: ପ୍ରତ୍ୟକ୍ଷ ଜମି କିଣିଲେ ସରକାର

ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ଆରମ୍ଭ ହୋଇଛି । ସୋମବାର ବାସେଳିସାହି ଓ ମଣିକର୍ଣ୍ଣିକା ସାହିର ୫ ପରିବାରଠୁ ପ୍ରତ୍ୟକ୍ଷ ଜମି କିଣିଛନ୍ତି…

7 years ago

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଷୀ ମୃତ ବାର୍‌ହା ଶିକାର ପାଇଁ ବିଛାଯାଇଥିଲା

ନୟାଗଡ଼ ଅଫିସ,୨୨ା୧୦: ବାର୍‌ହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ସୋମବାର ନୟାଗଡ଼ ଜିଲାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖଣ୍ଡପଡ଼ା…

7 years ago