ଆମ ଜିଲା ଖବର

ଭାରସାମ୍ୟ ହରାଇ ଓଲଟିଲା ବାଉଁଶ ବୋଝେଇ ଅପେରା ଗାଡ଼ି

ଆନନ୍ଦପୁର,୨୭। ୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ୫୩ ନଂ. ରାଜ୍ୟ ରାଜପଥ ବାଲୁଙ୍କେଶ୍ୱର ଛକଠାରେ ମଙ୍ଗଳବାର (ନଂ.ଓଆର୦୫-ଏଫ୦୮୨୧) ବିଶିଷ୍ଟ ଏକ ୧୦ ଚକିଆ ବାଉଁଶ…

7 years ago

ଗ୍ରାମ ଜଙ୍ଗଲରୁ କାଠ କାଟିବା ଅଭିଯୋଗ: ୨ ଟ୍ରକ୍‌ ଅଟକ

କୋରାପୁଟ,୨୭।୮(ସ୍ବ.ପ୍ର.): କୋରାପୁଟ ବ୍ଲକର ପଦ୍ମପୁର ଗ୍ରାମବାସୀ ସୋମବାର ବିଳମ୍ବିତ ରାତିରେ ୨ଟି କାଠ ବୋଝେଇ ଟ୍ରକ୍‌କୁ ଅଟକ ରଖିଛନ୍ତି। ଗ୍ରାମ ଜଙ୍ଗଲରୁ କାଠ କାଟିଥିବା ଅଭିଯୋଗରେ ଏହି…

7 years ago

ଦିବ୍ୟାଙ୍ଗଙ୍କୁ ବି ଛାଡିଲେନି: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଅତିରିକ୍ତ ରାଜସ୍ବ ନିରୀକ୍ଷକ

ଜୟପୁର, ୨୭।୮(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ ନନ୍ଦପୁର ବ୍ଲକର ବଲଡ଼ା ରାଜସ୍ବ ମଣ୍ଡଳର ଅତିରିକ୍ତ ରାଜସ୍ବ ନିରୀକ୍ଷକ କୈଳାସ ଚନ୍ଦ୍ର ବିଶ୍ୱାଳ ମଙ୍ଗଳବାର ଲାଞ୍ଚ ନେଉଥିବା ବେଳେ…

7 years ago

ଛାତ୍ର ସଂସଦ ନିର୍ବାଚନ ବାତିଲ ଘଟଣା: ଏବିଭିପି ପକ୍ଷରୁ ଦେବଗଡ଼ କଲେଜ ସମ୍ମୁଖରେ ପ୍ରତିବାଦ

ଦେବଗଡ଼,୨୭।୮(ଡି.ଏନ୍‌.ଏ.): ଛାତ୍ର ସଂସଦ ନିର୍ବାଚନ ବାତିଲ ପ୍ରତିବାଦରେ ମଙ୍ଗଳବାର ଦେବଗଡ଼ ମହାବିଦ୍ୟାଳୟରେ ଏବିଭିପି ପକ୍ଷରୁ ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁଙ୍କୁ ନିନ୍ଦା କରାଯାଇଛି । ଛାତ୍ରମାନେ କଲେଜ…

7 years ago

ନିଷ୍କାସନ ହୋଇପାରୁନି ବର୍ଷାଜଳ: ଦୁର୍ଦ୍ଦଶାରେ ୨୦ଗଁ।ର ଗ୍ରାମବାସୀ

ଗୋପ,୨୭।୮(ଡି.ଏନ୍‌.ଏ.): ନାଗପୁର-ନୟାହାଟ ପୂର୍ତ୍ତ ବିଭାଗ ରାସ୍ତାରେ ତିନିତିଅର, ବେଦପୁର, ବାଲିକନ୍ଦଳ ଆଦି ଗ୍ରାମ ନିକଟରେ ବର୍ଷାଜଳ ନିଷ୍କାସନ ହୋଇ ନ ପାରିବାରୁ ପ୍ରାୟ ୨୦ ଗାଁର ଗ୍ରାମବାସୀ…

7 years ago

ଗ୍ୟାସ୍‌ କର୍ମଚାରୀଙ୍କ ଅସ୍ବାଭାବିକ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ବାସୁଦେବପୁର, ୨୭।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁରର ସୁବଦେବପୁରସ୍ଥିତ ଭାରତ ଗ୍ୟାସ ଗୋଡ଼ାଉନ୍‌ରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କର ମଙ୍ଗଳବାର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଶରତ ମାହାଣା(୩୨)।…

7 years ago

ଗଞ୍ଜେଇ ବୋଝେଇ ପିକ୍‌ଅପ୍‌ ଜବତ: ଡ୍ରାଇଭର ଗିରଫ

କଣ୍ଟାମାଳ ,୨୭।୮(ଡି.ଏନ୍‌.ଏ.) : ବୌଦ୍ଧ ଜିଲା କଣ୍ଟାମାଳ ଥାନା ବୋରିଗୁଭା ଛକରେ ମଙ୍ଗଳବାର ଏକ ଗଞ୍ଜେଇ ବୋଝେଇ ପିକ୍‌ଅପ ଭ୍ୟାନକୁ ପୋଲିସ ଜବତ କରିଛିି। ଗାଡ଼ି ଡ୍ରାଇଭରଙ୍କୁ…

7 years ago

ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟ ନିମ୍ନମାନର ଅଭିଯୋଗ: ଜିଲାପାଳଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ

ବାଲେଶ୍ୱର ଅଫିସ,୨୭।୮: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦିଆଯାଉଥିବା ରନ୍ଧା ଖାଦ୍ୟ ନିମ୍ନମାନର ନେଇ ସୋମବାର ରାତିରେ ରୋଗୀଙ୍କ ସମ୍ପର୍କୀୟ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିକଟରେ…

7 years ago

ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ଯାଏ ଉଚ୍ଛେଦ କାର୍ଯ୍ୟ ଆରମ୍ଭ: ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ,୨୭।୮: ଶ୍ରୀମନ୍ଦିର ମେଘନାଦ ପ୍ରାଚୀରଠାରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ ମଙ୍ଗଳବାର ସକାଳ ୯ ଟା ୫୫ ମିନିଟ୍‌ରୁ ଆରମ୍ଭ ହୋଇଛି।…

7 years ago

ତ୍ୟାଗ ପାଇଁ ପ୍ରସ୍ତୁତ, ପ୍ରଥମେ ଥଇଥାନ କରାଯାଉ

ପୁରୀ ଅଫିସ, ୨୭।୮: ଶ୍ରୀମନ୍ଦିରର ସୁରକ୍ଷା ପାଇଁ ପ୍ରଶାସନ ମଙ୍ଗଳବାରଠାରୁ ୭୫ ମିଟର ଉଚ୍ଛେଦ ଅଭିଯାନ ଆରମ୍ଭ କରିବ। ମେଘନାଦ ପ୍ରାଚୀରଠାରୁ ୭୫ ମିଟର ପରିଧି ମଧ୍ୟରେ…

7 years ago