ଆମ ଜିଲା ଖବର

ବନ୍ଦ ହେବ ସାଇ ସ୍ପୋଟର୍‌ସ ହଷ୍ଟେଲ

ଢେଙ୍କାନାଳ ଅଫିସ, ୨୪ା୬: ପ୍ରତିଭାବାନ କ୍ରୀଡ଼ାବିତ୍‌ଙ୍କ ଅନ୍ତୁଡ଼ିଶାଳ କୁହାଯାଉଥିବା ଢେଙ୍କାନାଳସ୍ଥିତ ସ୍ପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) କ୍ରୀଡ଼ା ପ୍ରଶିକ୍ଷଣ କେନ୍ଦ୍ର ଏବେ ସମସ୍ୟା ଅଳନ୍ଧୁରେ ଘାଣ୍ଟି ହେଉଛି।…

7 years ago

ଚା’ ଦୋକାନୀଙ୍କ ଝିଅ ଜିଲା ଟପ୍ପର

ବନ୍ତଳା, ୨୪ା୬ (ଡି.ଏନ.ଏ.) ପାଠ ପଢାରେ ଅର୍ଥାଭାବ ବାଧକ ସାଜିଥିଲେ ବି ପରିଶ୍ରମ ଦ୍ୱାରା ଏହାକୁ ଦୂରେଇ ସଫଳତା ପାଇପାରିଛନ୍ତି ଚା’ ଦୋକାନୀଙ୍କ ଝିଅ ମଧୁସ୍ମିତା ବେହେରା। ଯୁକ୍ତ…

7 years ago

୯ ଦିନ ପରେ ଘୋଷଯାତ୍ରା; ରଥ ପାଇଁ କାଠ ଅଭାବ

ଢେଙ୍କାନାଳ ଅଫିସ, ୨୪।୬:  ଶ୍ରୀ କଳାଠାକୁରଙ୍କ ପ୍ରସିଦ୍ଧ ଘୋଷଯାତ୍ରାକୁ ଆଉମାତ୍ର ୯ ଦିନ। ରଥ ନିର୍ମାଣ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ବା କଥା। ହେଲେ କାଠ ଅଭାବ ଯୋଗୁ ଢେଙ୍କାନାଳରେ…

7 years ago

ଅଘୋଷିତ ବିଦ୍ୟୁତ୍‌କାଟରେ ପାଲଲହଡ଼ାବାସୀ ହନ୍ତସନ୍ତ; ଘଣ୍ଟାକୁ କଟୁଛି ୧୦ ଥରରୁ ଅଧିକ

ପାଲଲହଡା,୨୪।୬(ଡି.ଏନ.ଏ) ପାଲଲହଡ଼ା ଉପଖଣ୍ଡ ବିଭିନ୍ନ ଅଞ୍ଚଳରେ ପ୍ରତିଦିନ ଅଘୋଷିତ ବିଦ୍ୟୁତକାଟ ହେଉଥିବା ଅଭିଯୋଗ ହେଉଛି। ଘଣ୍ଟାକୁ ୧୦ରୁ ଊର୍ଦ୍ଧ୍ୱ ଥର ବିଦ୍ୟୁତ କାଟ ଯୋଗୁ ଜନସାଧାରଣ ନାହିଁ ନ…

7 years ago

ନାଲ୍‌କୋ ସ୍ବୀକୃତିପ୍ରାପ୍ତ ଶ୍ରମିକ ସଙ୍ଗଠନରେ ଫାଟ; ଏଏମ୍‌ଏସରେ ହେଲାନି କର୍ମକର୍ତ୍ତା ନିର୍ବାଚନ

ବଅଁରପାଳ, ୨୪।୬(ଡି.ଏନ.ଏ.) ନାଲ୍‌କୋ ସ୍ମେଲଟର ପ୍ଲାଣ୍ଟ ସ୍ବୀକୃତି ପ୍ରାପ୍ତ ଶ୍ରମିକ ସଙ୍ଗଠନ ଆଲୁମିନିୟମ ମଜଦୁର ସଂଘ (ଏଏମ୍‌ଏସ୍‌)ରେ କିଛି ଦିନ ହେଲା ଫାଟ ସୃଷ୍ଟି ହୋଇଛି। ଏଥିଯୋଗୁ ସଂଘ…

7 years ago

ଜିଲା ପ୍ରଶାସନ କର୍ମଚାରୀଙ୍କ ବଦଳି ପ୍ରହସନ; ଚୌକି ଛାଡୁନାହାନ୍ତି ପୁରୁଣା ବାବୁ

ଅନୁଗୋଳ ଅଫିସ,୨୪।୬:  ଅନୁଗୋଳ ଜିଲା କାର୍ଯ୍ୟାଳୟରେ କାର୍ଯ୍ୟରତ ପୁରୁଣା ବାବୁଙ୍କ ଛାଡୁନି ଚୌକି ନିଶା। ଦୀର୍ଘ ବର୍ଷ ହେଲା ଗୋଟିଏ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ଏହି ବାବୁମାନେ…

7 years ago

ଅବେବସ୍‌ତା ଘେରରେ ଅଙ୍ଗନୱାଡି କେନ୍ଦ୍ର

ଲାଠୋର, ୨୪ା୬ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ମାଲପଡ଼ା ଅଙ୍ଗନଓ୍ବାଡି କେନ୍ଦ୍ର ସମସିଆ ଘେରରେ ରହିଛେ। ହେଲେ ଇ ଦିଗେ ପରଶାସନ ତରଫୁ ସମସିଆର…

7 years ago

ପକ୍ଷାଘାତରେ ପୀଡ଼ିତ ବଶିଷ୍ଠ: ହେଲପରି କରି କୁଟୁମ ପୁଷୁଛେ ମଝିଆଁ ପୁଓ

ଲୋଇସିଂହା,୨୪।୬ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ନେଗିପାଲି ଗାଁର ବଶିଷ୍ଠ(୬୦)। ଦିନ୍‌ଥିଲା ସେ ବାହା ଜାଂଗଲ ମାଜି ୮ ପରାନୀ କୁଟୁମ ପୁଷୁଥିଲେ। ସେଥ୍‌ରୁ ସେ…

7 years ago

୬ ମାସିଆ ଛୁଆର ପିଠିରେ ବଢ଼ୁଛେ ଆବୁ: ଚିନ୍‌ତାରେ ଅସାହା ମା’ବାପ୍‌

ଭବାନୀପାଟଣା, ୨୪ା୬ (ଡିଏନଏ) : ଛ’ ମାସିଆ ଛୁଆ, ଦୁନିଆଁ କାଣା ନୁହେ ଜାନେ। ଏନ୍‌ତାଥି ତାର ପିଠିଥି ବଢ଼ି ଚାଲିଥିବାର ଗୁଟେ ଆବୁ ତାହାକେ ଅଥାଥାଲି…

7 years ago

ମଉଳି ଗଲା ପିତାମାତାଙ୍କ ସ୍ବପ୍ନ: ପାଠପଢା ବୟସରେ ଦିବ୍ୟାଙ୍ଗ ହୋଇଗଲେ ପୁଅ

ନବରଙ୍ଗପୁର,୨୪।୬(ବି.ପ୍ର.)- ପୁଅ ପାଠ ପଢି ମଣିଷ ହେବ। ବାର୍ଦ୍ଧକ୍ୟ ବୟସରେ ସହାୟକ ହେବ। ଏଭଳି ଆଶା ରଖିଥିଲେ ମାଆ, ବାପା । କିନ୍ତୁ ସବୁ ଆଶା ମଉଳି…

7 years ago