ଆମ ଜିଲା ଖବର

ସହରକୁ ଜଳଯୋଗାଣ ବନ୍ଦ : ଜନସ୍ବାସ୍ଥ୍ୟ ବିଭାଗ ବେଫିକର

ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ ସହରକୁ ଦୈନିକ ଆବଶ୍ୟକ ଅନୁଯାୟୀ ଜଳ ଯୋଗାଣ ହେଉ ନ ଥିବାବେଳେ ଏବେ ୩ଦିନ ହେଲା ସମ୍ପୂର୍ଣ୍ଣ ବନ୍ଦ ହୋଇଛି। ଫଳରେ ସହରବାସୀ…

7 years ago

‘ନିଯୁକ୍ତି ସଂକଟ କବଳରେ ସାରା ଭାରତ’

ବ୍ରହ୍ମପୁର ଅଫିସ୍‌,୨୦ା୧୦-କେନ୍ଦ୍ର ମୋଦି ସରକାରଙ୍କ ତ୍ରୁଟିପୂର୍ଣ୍ଣ ଅର୍ଥନୀତି ଯୋଗୁ ଏବେ ଦେଶରେ ବେକାରି ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହା କ୍ରମଶଃ ଗୋଟିଏ ପରେ ଗୋଟିଏ…

7 years ago

ଯୌତୁକ ନିର୍ଯାତନା ଅଭିଯୋଗ, ସ୍ବାମୀ ଗିରଫ

ଛତ୍ରପୁର,୨୧ା୧୦(ଡି.ଏନ.ଏ.)-ଯୌତୁକ ନିର୍ଯାତନା ଅଭିଯୋଗରେ ସ୍ବାମୀଙ୍କୁ ରବିବାର ଛତ୍ରପୁର ପୋଲିସ ଗିରଫ କରିଛି। ସେ ହେଲେ ଚିକିଲଖଣ୍ଡି ଗଁା ରବି ରଞ୍ଜନ ଗୌଡ। ଗଞ୍ଜାମ ଓଡିଆ ଢାମଣା ସାହିର…

7 years ago

ଭଏସ୍‌ ଅଫ ନୟାଗଡ଼ ସିଜନ୍‌-୨ ଆରମ୍ଭ : ଭାଗ ନେଲେ ୮୫ ପ୍ରତିଯୋଗୀ

ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ କ୍ଲବ ଆନୁକୂଲ୍ୟରେ ରବିବାର ଭଏସ୍‌ ଅଫ ନୟାଗଡ଼ ସିଜନ-୨ର ପ୍ରଥମ ପର୍ଯ୍ୟାୟ ଅଡ଼ିଶନ ରୋଟାରି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। କ୍ଲବ ସଭାପତି ପ୍ରମୋଦ…

7 years ago

ମୃତ ଡାକ୍ତରଙ୍କ ଶରୀରଦାନ କଲେ ପରିବାରବର୍ଗ

ବ୍ରହ୍ମପୁର ଅଫିସ୍‌,୨୧୧୦-ବ୍ରହ୍ମପୁର ଭାବାନଗର ବାସିନ୍ଦା ଡା. ଗୌର ଚନ୍ଦ୍ର ଚୌଧୁରୀ (୭୮)ଙ୍କର ରବିବାର ସକାଳେ ପରଲୋକ ହୋଇଛି । ମୃତ୍ୟୁ ପରେ ତାଙ୍କ ଶେଷ ଇଚ୍ଛା ମୁତାବକ…

7 years ago

ବାଲୁଙ୍କେଶ୍ୱର ବାଣ ବଜ଼ାର ସିଲ୍‌କଲା ପୋଲିସ; ୪୬ ବ୍ୟବସାୟୀଙ୍କୁ ହାଜର ପାଇଁ ନୋଟିସ

ବ୍ରହ୍ମପୁର ଅଫିସ,୨୧ା୧୦ -ଗଞ୍ଜାମ ଜିଲା ବ୍ରହ୍ମପୁରରରେ ଥିବା ବାଲୁଙ୍କେଶ୍ୱର ବାଣ ବଜ଼ାରକୁ ରବିବାର ରାତିରେ ପୋଲିସ ସିଲ୍‌ କରିଛି। ବେପାରୀମାନେ ବେଆଇନ ଭାବେ ବାଣ ମହଜୁଦ ରଖିବା…

7 years ago

ହତ୍ୟା ଅଭିଯୁକ୍ତ ୩ ବର୍ଷ ପରେ ଗିରଫ

ନୟାଗଡ଼ ଅଫିସ,୨୧ା୧୦: ୩ ବର୍ଷ ତଳେ ହତ୍ୟାକାଣ୍ଡ ଘଟାଇ ଫେରାର ଥିବା ଜଣେ ଯୁବକଙ୍କୁ ଟାଉନ ଥାନା ପୋଲିସ ଶନିବାର ଗିରଫ କରିଛି। ସେ ହେଲେ ଦୁର୍ଗାପ୍ରସାଦ…

7 years ago

ପ୍ରସୂତି ଗୃହ ନିର୍ମାଣରେ ଅନିୟମିତତା

ଖଇରା, ୨୧।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଜାତୀୟ ସ୍ବାସ୍ଥ୍ୟ ମିଶନ ପକ୍ଷରୁ ପ୍ରଦତ୍ତ ୨୦ଲକ୍ଷ ଟଙ୍କା ଅନୁଦାନରେ ପ୍ରସୂତି ଗୃହ ନିର୍ମାଣ କାର୍ଯ୍ୟ ଚାଲିଛି।…

7 years ago

କୋଚିଳା ନଦୀବନ୍ଧରେ ଫାଟ

ଧାମନଗର, ୨୧।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ପଧାନୀ ପଞ୍ଚାୟତର ଉପର ଶଇଲୋ ନିକଟ କୋଚିଳା ନଦୀବନ୍ଧରେ ଫାଟ ସୃଷ୍ଟି ହୋଇଛି। ଏହାକୁ ନେଇ ସ୍ଥାନୀୟ…

7 years ago

ଟଙ୍କା ନ ଦେଲେ ମିଳୁନି କାର୍ଯ୍ୟାଦେଶ

ପରଜଙ୍ଗ, ୨୧।୧୦(ଡି.ଏନ.ଏ.) ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅର୍ଥ କାରବାର ହେଉଥିବା ଅଭିଯୋଗ ହୋଇଛି। ଟଙ୍କା ନ ଦେଲେ କାର୍ଯ୍ୟାଦେଶ ଦିଆଯାଉନାହିଁ। ଏ ନେଇ…

7 years ago