କଣ୍ଟାବାଞ୍ଜି, ୨୦ା୧୦(ଡି.ଏନ୍.ଏ.)- ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଫରେଷ୍ଟ ରେଞ୍ଜରେ ହରିଦାସ ଭୁଏ ପାରା ପ୍ରୋଟେକ୍ସନ ଫୋର୍ସରେ ୨୦୦୨ ସାଲୁ ଚାକରି କରୁଥିଲେ। ତାକର ଜମିବାଡି ବଲି କିଛି…
ନୟାଗଡ଼ ଅଫିସ,୨୧ା୧୦: ନୟାଗଡ଼ ଜିଲା ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ମାନସ କୁମାର ପଣ୍ଡା ଶନିବାର ଦଶପଲ୍ଲା କ୍ୟାମ୍ପ କୋର୍ଟରେ ଏକ ଘରପୋଡ଼ି ମାମଲାର ବିଚାର କରି ଜଣେ…
ବଡ଼ସାହି,୨୧ା୧୦(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ମୁଖ୍ୟାଳୟଠାରୁ ମାତ୍ର ୫ କି.ମି. ଦୂର ବଳଭଦ୍ରପୁର ଗ୍ରାମରେ ଦୁଇ ପରିବାରର ୬ ଅନାଥ ପିଲା ଏବେ ଅସହାୟ ଅବସ୍ଥାରେ ଦିନ ବିତାଉଛନ୍ତି।…
ପାରାଦୀପ,୨୧।୧୦(ଡି.ଏନ୍.ଏ.): ପାରାଦୀପର ଅଠରବାଙ୍କିଠାରୁ ଦୋଛକି ପର୍ଯ୍ୟନ୍ତ ୪ କି.ମି. ଟ୍ରକ୍ କରିଡର (ଟ୍ରକ୍ ଚଳାଚଳ କରୁଥିବା ରାସ୍ତା) ଏବେ ମରଣଯନ୍ତା ପାଲଟିଛି। ରାସ୍ତାଟି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଥିବା…
ବାଙ୍ଗିରିପୋଷି,୨୧ା୧୦(ଡି.ଏନ୍.ଏ.): ବାଙ୍ଗିରିପୋଷି ଥାନା ପୋଲିସ ରବିବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଏକ ନକଲି ବନ୍ଧୁକ ଜବତ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ୩ ଜଣ…
ଭୋଗରାଇ, ୨୧।୧୦(ଡି.ଏନ.ଏ.)-ଦିଶାହୀନ ରାଜନୀତି ଆମ ଦେଶକୁ କଳୁଷିତ କରୁଛି। ଅତ୍ୟାଧୁନିକ ଯୁଗରେ ଶାସନତନ୍ତ୍ର ବିଶ୍ୱସ୍ତ ଓ କ୍ରିୟାଶୀଳ ହେବାରେ ସକ୍ଷମ ହେଉନାହିଁ। ଯାହାକି ଆମ ସଂସ୍କୃତି ଉପରେ…
ପରଜଙ୍ଗ, ୨୧।୧୦(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବସୁଲେଇ ପଞ୍ଚାୟତକୁ ନିଶାମୁକ୍ତ କରିବାକୁ ରଣହୁଙ୍କାର ଦେଇଛନ୍ତି ମହିଳା ଗୋଷ୍ଠୀ। ରବିବାର ଏକ ବିଶାଳ ଶୋଭାଯାତ୍ରାରେ ୭୦ ସ୍ବୟଂ ସହାୟକ…
ମୋହନଗିରି,୨୧।୧୦(ଡି.ଏନ.ଏ.)- କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଧୀନ ମୋହନଗିରି ଗାଁର ଅନୁପମା ପୂଝାରୀ। ତାକର ପରିବାରଟା ନିହାତି ଗରିବ ହେଇଥିଲାବେଲେ କୁଲିମଜୁରି କରି ପେଟ୍ ପାଲୁଛନ୍। ହେଲେ…
ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍.ଏ.): ବହୁ ପ୍ରତୀକ୍ଷିତ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ସୋମବାର ଆରମ୍ଭ ହୋଇଛି। ଏଥିପାଇଁ ଉକ୍ତ ନିର୍ବାଚନ ମଣ୍ଡଳି ଅନ୍ତର୍ଗତ ୨୮୫ଟି…
ଆସିକା,୨୦ା୧୦(ଡି.ଏନ୍.ଏ.)- ଆସିକା ଥାନା ଇଲାକାରେ ଜଣେ ଯୁବତୀଙ୍କୁ ଅଶ୍ଳୀୟଇଙ୍ଗିତ ଅଭିଯୋଗରେ ରବିବାର ଦିନ ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ…