ଆମ ଜିଲା ଖବର

ଆନ୍ଦୋଳନକାରୀ ପରିବା ବ୍ୟବସାୟୀଙ୍କ ପ୍ରତି ତହସିଲଦାରଙ୍କ ଦବଙ୍ଗଗିରି : ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ପୁରୁଷୋତ୍ତମପୁର, ୨୩ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପରିବା ମାର୍କେଟ ଭାଙ୍ଗିବା ନେଇ ବ୍ୟବସାୟୀମାନେ ବୁଧବାରଠାରୁ ଆନ୍ଦୋଳନ ଜାରି ରଖିଛନ୍ତି। ସେମାନେ ଆନ୍ଦୋଳନ ସମୟରେ ମାର୍କେଟ ମଧ୍ୟରେ…

7 years ago

ବିଦ୍ୟୁତ ବିଭ୍ରାଟ ନେଇ ବଅଁରପାଳରେ ଉତ୍ତେଜନା ଘଟଣା:୨ କର୍ମଚାରୀ ଅଟକ ପରେ ନୂଆହତା-ମହିଧରପୁର ରାସ୍ତାରୋକୋ

ବଅଁରପାଳ,୨୩।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ବଉଳିଗଡ଼ ସଞ୍ଜପଡ଼ା ସମେତ ଆଖପାଖ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ସମସ୍ୟା ନେଇ ରବିବାର ସ୍ଥାନୀୟ ଲୋକେ ନୂଆହତା-ମହିଧରପୁର…

7 years ago

ଅନୁଗୋଳ ପୋଲିସରେ ୧୬ ଅଧିକାରୀଙ୍କ ଅଦଳବଦଳ

ଅନୁଗୋଳ ଅଫିସ,୨୩ା୬: ଅନୁଗୋଳ ଜିଲା ପୋଲିସରେ ଶନିବାର ରାତିରେ ୧୬ ଜଣ ଅଧିକାରୀଙ୍କ ଅଦଳବଦଳ ହୋଇଛି। ସେମାନଙ୍କ ମଧ୍ୟରେ ୪ ଜଣ ଇନ୍ସପେକ୍ଟର, ୫ ଜଣ ସବ୍‌…

7 years ago

ଅବକାରୀ ବିଭାଗର ଚଢ଼ାଉ: ମହିଳା ସମେତ ୫ ଗିରଫ

ଜଳେଶ୍ୱର, ୨୩।୬ : ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିିଆ ଥାନା ଅଧୀନ ଦକ୍ଷିଣପ୍ରହରାଜପୁର, ପ୍ରହରାଜପୁର, ବେହେରା ସାହି, ମୁଣତୁଣିଆ ଆଦି ଅଞ୍ଚଳରେ ରବିବାର ଅବକାରୀ ବିଭାଗ…

7 years ago

ଯୁବକଙ୍କ ମୃତଦେହ ଉଦ୍ଧାର: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ଦିଗପହଣ୍ଡି,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି. ଗୋବିନ୍ଦପୁର ପଞ୍ଚାୟତ ସୁବର୍ଣ୍ଣଗଡ଼ - ଡିମାପଲ୍ଲୀ ଗଁା ନିକଟ ନାଳକଡରୁ ରବିବାର ଏକ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର…

7 years ago

୪ ଦୋକାନରୁ ଚୋରି: ପୋଲିସ ପାଟ୍ରୋଲିଂକୁ ନେଇ ପ୍ରଶ୍ନବାଚୀ

ବାହାନଗା,୨୩।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ବଜାରରେ ଶନିବାର ବିଳମ୍ବିତ ରାତିରେ ଏକକାଳୀନ ୪ଟି ଦୋକାନରେ ଚୋରି ହୋଇଛି। ଏ ନେଇ ସ୍ଥାନୀୟ ଲୋକେ ପୋଲିସ…

7 years ago

ବ।ରମ୍ବ।ର ବିଦ୍ୟୁତ ବିଭ୍ରାଟ ନେଇ ଉତ୍ତେଜନା: ୨ କର୍ମଚାରୀ ଅଟକ

ବଅଁରପାଳ,୨୩।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ବଉଳିଗଡ଼ ସଞ୍ଜପଡ଼ା ସମେତ ଆଖପାଖ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ସମସ୍ୟା ନେଇ ଉତ୍ତେଜନା ଦେଖାଯାଇଛି। ଏ ନେଇ…

7 years ago

ପ୍ରତିଶ୍ରୁତିରେ ସ୍ମାର୍ଟ ସିଟି ରାଉରକେଲାର ବିକାଶ

ଦିନେ ମ୍ୟୁନିସିପାଲିଟି ଓ ଷ୍ଟିଲ ଟାଉନଶିପ୍‌ ଅନ୍ତର୍ଗତ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ନେଇ ରାଉରକେଲା ସହର ଗଢି ଉଠିଥିଲା । ପର୍ଯ୍ୟାୟ କ୍ରମେ ସେହି ସହର ମହାନଗର…

7 years ago

ପ୍ରସୂତିଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ ସରପଞ୍ଚ, ସାଧାରଣରେ ପ୍ରଶଂସା

ମାଲକାନଗିରି, ୨୩ା୬(ଡି.ଏନ.ଏ.): ମାଲକାନଗିରି ଜିଲାର ଜଣେ ଯୁବ ସରପଞ୍ଚ ନନ୍ଦ କୁମାର ଆଜମେରା । ଜଣେ ପ୍ରସୂତି ମହିଳାଙ୍କୁ ଶନିବାର ରକ୍ତଦାନ କରି ସେ ମୃତ୍ୟୁମୁଖରୁ ବଞ୍ଚାଇ…

7 years ago

ବିଦ୍ୟାଳୟ ସ୍ଥାନାନ୍ତରକୁ ଗ୍ରାମବାସୀଙ୍କ ବିରୋଧ ପ୍ରତିବାଦରେ ବିଦ୍ୟାଳୟ ଆଗରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ

ଖଣ୍ଡପଡା,୨୩।୬(ସ୍ବ.ପ୍ର.)-୧୦ରୁ କମ୍‌ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟଗୁଡିକୁ ବନ୍ଦ କରିବାକୁ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛନ୍ତି ା ସମ୍ପ୍ରତି ୧୯ଜଣ ଛାତ୍ରୀଛାତ୍ର ବାଣପୁର ପଞ୍ଚାୟତ ଅନ୍ତର୍ଗତ…

7 years ago