ଆମ ଜିଲା ଖବର

ଦୋଳି ଖେଳ ହେଲା କାଳ, ଦଉଡ଼ିରେ ଗଲା ନାବାଳିକାଙ୍କ ଜୀବନ

ହିଞ୍ଜିଳିକାଟୁ,୨୨ା୬ (ଡି.ଏନ୍‌.ଏ)-ଦୋଳଖେଳ ଜଣେ ନାବାଳିକାଙ୍କ ପାଇଁ କାଳ ହୋଇଛି। ଦଉଡ଼ି ତାଙ୍କ ବେକରେ ଅସାବଧାନତାରୁ ଛନ୍ଦି ହୋଇଯିବାରୁ ତାଙ୍କ ଜୀବନ ଯାଇଛି। ରଜ ଦିନଠାରୁ ଘରେ ବନ୍ଧା…

7 years ago

ପ୍ରତିଶ୍ରୁତି ରଖିଲାନି ପ୍ରଶାସନ, ପୁଣି ଆନ୍ଦୋଳନ କରିବେ ଆଉଟ୍‌ସୋର୍ସିଂ କର୍ମଚାରୀ

ବ୍ରହ୍ମପୁର ଅଫିସ୍‌,୨୨ା୬-ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ଆଉଟ୍‌ସୋସିର୍ଂ କର୍ମଚାରୀମାନେ ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛନ୍ତି । ପ୍ରଶାସନ ପୂର୍ବ…

7 years ago

୨ କାର ମୁହାଁମୁହିଁ ଧକ୍କା : ସ୍ବାମୀ, ସ୍ତ୍ରୀଙ୍କ ଜୀବନ ଗଲା, ୪ ଗୁରୁତର

ଭାପୁର,୨୨।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା ସଦର ଥାନା ପୁରୁଣା କଟକ-ସମ୍ବଲପୁର ରାସ୍ତାର ଜରିପାଳ ନିକଟରେ ଶନିବାର ଅପରାହ୍ନରେ ୨ଟି କାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଅବସରପ୍ରାପ୍ତ ବାୟୁସେନା ଅଧିକାରୀ…

7 years ago

ଗାଁ ଛାଡ଼ି ଯାଉନାହାନ୍ତି ହାତୀପଲ

ଔପଦା, ୨୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତର ଗଡ଼ସାହି ଗ୍ରାମରେ ହାତୀ ଉପଦ୍ରବ ଥମିବାରେ ନାଁ ଧରୁନି। ଗତ ୪/୫ଦିନ ହେବ କୁଲଡ଼ିହା ଅଭୟାରଣ୍ୟରୁ…

7 years ago

ମିଳିଲାନି ଗୃହରକ୍ଷୀ ଚାକିରି: ଏସ୍‌ପି ଅଫିସ ସମ୍ମୁଖରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋନପୁର,୨୨।୬(ନି.ପ୍ର.): ଗୃହରକ୍ଷୀ ଚାକିରି ନ ମିଳିବାରୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ମାଣିକପୁର ଗ୍ରାମର ଚମୁରୁ ହାତୀଙ୍କ ପୁଅ ଗୁପ୍ତେଶ୍ୱର(୩୨) ଶୁକ୍ରବାର ରାତିରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।…

7 years ago

ବର୍ଷା ହେଲେ ବିଜୁଳି ସେବା ବନ୍ଦ

ବଇଣ୍ଡା,୨୨।୬(ଡି.ଏନ.ଏ.)-ସାମାନ୍ୟ ବର୍ଷା ହେଲେ ଘଣ୍ଟା ଘଣ୍ଟା ଧରି ବିଜୁଳି ସେବା ବନ୍ଦ କରି ଦିଆଯାଉଛି। ଫଳରେ କିଶୋରନଗର ବ୍ଲକ ଅଙ୍ଗପଡ଼ା, ତୁରୁଡ଼ା, ଆଡ଼ିକଟା, ନତଡ଼ା, ଢଡରପାଳ ଆଦି…

7 years ago

ବିବାହ ଉତ୍ସବ ପାଲଟିଲା ଶୋକାକୁଳ ପରିବେଶ : ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ଜୀବନ ଗଲା

ରୂପ୍‌ସା, ୨୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ବ୍ଲକ ଛାନୁଆ ପଞ୍ଚାୟତ ଅନ୍ତର୍ଗତ ସୋଲପଟା ବଗଚରା ଗ୍ରାମରେ ଶନିବାର ଏକ ବିବାହ ଭୋଜି ଧୁମ୍‌ଧାମ୍‌ରେ ଚାଲିଥିବା ବେଳେ ଘଟିଛି…

7 years ago

ରାସ୍ତାକଡ଼ରୁ ପେଟିରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ, ୨୨।୬:  ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ତ୍ରିଶଳପୁର ଦାଣ୍ଡବାସୁଳି ମନ୍ଦିର ନିକଟରୁ ଶନିବାର ପୂର୍ବାହ୍ନରେ ଏକ ପେଟି ଭିତରୁ ନବଜାତ ଶିଶୁର…

7 years ago

କର୍ମଚାରୀଙ୍କୁ ତାଗିଦା କଲେ ବିଧାୟକ: ପିସିମୁକ୍ତ ବ୍ଲକ ଗଠନ ପାଇଁ ଉଦ୍ୟମ ଆରମ୍ଭ

ହାଟଡିହୀ,୨୨ା୬ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ବିଭିନ୍ନ ବିଭାଗର କର୍ମଚାରୀମାନଙ୍କୁ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ହୁସିଆର ହୋଇ ଠିକ ରୂପେ କାର୍ଯ୍ୟ କରିବାକୁ…

7 years ago

ଜନଗଣନା ତାଲିକାରେ ବିଭ୍ରାଟ: ବଢ଼ୁଛି ଅସନ୍ତୋଷ, ବିଧାୟକ ଦୃଷ୍ଟି ଦେବାକୁ ଦାବି

ହାଟଡିହୀ, ୨୨ା୬ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବିଭିନ୍ନ ପଞ୍ଚାୟତରେ ଜନଗଣନା ତାଲିକାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଜମ୍ଭିରା ପଞ୍ଚାୟତରେ ଲୋକମାନେ ହୋ ହଲ୍ଲା…

7 years ago