ଆମ ଜିଲା ଖବର

ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସରପଞ୍ଚଙ୍କ ସ୍ବାମୀଙ୍କୁ ଗିରଫ କଲା ଧର୍ମଶାଳା ପୋଲିସ

ଧର୍ମଶାଳା,୧୯।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କୁ ଗିରଫ କରାଯାଇଛି।…

7 years ago

ଇଚ୍ଛାମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ପରେ ଚିକିତ୍ସା ଦାୟିତ୍ୱ ନେଲା ପ୍ରଶାସନ

ମାଲକାନଗିରି,୧୯।୧୦(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ସର୍ଗିଗୁଡ଼ା ଗ୍ରାମର ଜଣେ ଗରିବ ଆଦିବାସୀ ଝିଅ ଚମ୍ପା କାଲାକୁରା ଇଚ୍ଛାମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…

7 years ago

କିରାଣୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପୂର୍ବରୁ ନିଜେ ଫସିଲେ କମିଶନର: ଯାହା ଖୁସିରେ ଦେବେ ଦିଅନ୍ତୁ କହି ଲାଞ୍ଚ ନେଉଥିବା ଭିଡିଓ ଭାଇରାଲ

ବଲାଙ୍ଗୀର ଅଫିସ,୧୯।୧୦: ବଲାଙ୍ଗୀରରେ ଦାଦନ ଚାଲାଣ ରୋକିବା ପାଇଁ ଗୋଟିଏ ପଟେ ପୋଲିସ ଅଣ୍ଟା ଭିଡିଥିବା ବେଳେ ଲାଇସେନ୍ସ କରାଇବାକୁ ନେଇ ଫାଇଦା ଉଠାଉଛନ୍ତି, ଶ୍ରମ କାର୍ଯ୍ୟାଳୟରେ…

7 years ago

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ : କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୯।୧୦(ଡି.ଏନ୍‌.ଏ.) : ଝାରସୁଗୁଡ଼ା ଜିଲା ପଞ୍ଚାୟତ କାର୍ଯ୍ୟାଳୟ(ଡିପିଓ)ରେ କାର୍ଯ୍ୟରତ ମୁଖ୍ୟ କିରାଣି ବେଣୁଧର ଛଞ୍ଚାଣଙ୍କ ଘରେ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ଭିଜିଲାନ୍ସ ବିଭାଗ…

7 years ago

ବାଇକ ଲୁଟେରାଙ୍କୁ କାବୁକରି ପୋଲିସ ଜିମାଦେଲେ ଗ୍ରାମବାସୀ

ତିହିଡ଼ି,୧୯।୧୦(ଡି.ଏନ୍‌.ଏ.):ଭଦ୍ରକ ଜିଲା ତିହିଡି ଥାନା ସିନ୍ଦୋଳ ପଞ୍ଚାୟତ ସେନବାଡ଼ ଗ୍ରାମରୁ ଜଣେ ବାଇକ୍‌ ଲୁଟେରାଙ୍କୁ ଶନିବାର ଗ୍ରାମବାସୀ କାବୁକରି ପୋଲିସ ଜିମା ଦେଇଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ…

7 years ago

ଆଜି ସରିବ ବିଜେପୁର ଉପନିର୍ବାଚନ ପ୍ରଚାର: ଭୋଟରଙ୍କ ମନ ଜିଣୁଛନ୍ତି ଷ୍ଟାର ପ୍ରଚାରକ

ବିଜେପୁର, ୧୯।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ପ୍ରଚାର ଶନିବାର ସନ୍ଧ୍ୟା ସୁଦ୍ଧା ଶେଷ ହେବ। ଷ୍ଟାର ପ୍ରଚାରକମାନେ ପହଞ୍ଚି ମତଦାତାଙ୍କ ମନ ଜିଣୁଥିବା ବେଳେ ତିନିଦଳ…

7 years ago

ବଲାଙ୍ଗୀରରେ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଫୁ: ଶ୍ରମ ବିଭାଗ କିରାଣି ଖୋଲାଖୋଲି ଲାଞ୍ଚ ନେବାର ଭିଡିଓ ଭାଇରାଲ

ବଲାଙ୍ଗୀର ଅଫିସ,୧୯।୧୦: ବଲାଙ୍ଗୀର ଜିଲାର ସରକାରୀ ଅଧିକାରୀଙ୍କ ୫-ଟି କିମ୍ବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଖାତିର ନାହିଁ। ବିଭିନ୍ନ ଯୋଜନାରେ ଦୁର୍ନୀତି ଚାଲିଛି। ଏପରିକି ଖୋଲାଖୋଲି ଲାଞ୍ଚ…

7 years ago

ବ୍ରାହ୍ମଣବିଲ ସଂରକ୍ଷିତ ଜଙ୍ଗଲରେ କାଠମାଫିଆ ସକ୍ରିୟ: ଶାଳଗଣ୍ଡି ସହ ଟ୍ରାକ୍ଟର, କଟର ମେଶିନ ଜବତ କଲା ବନବିଭାଗ

ଛେଣ୍ଡିପଦା,୧୯।୧୦(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କୋଶଳା ବିଟ-୧ର ଜଳତାପ ଗ୍ରାମ ନିକଟସ୍ଥ ବ୍ରାହ୍ମଣବିଲ ସଂରକ୍ଷିତ ଜଙ୍ଗଲରୁ ୫ ଖଣ୍ଡ ଶାଳଗଣ୍ଡି ସହିତ ଟ୍ରକ୍ଟର ଓ…

7 years ago

ପୋଡ଼ି ହୋଇ ବାପାପୁଅ ଗୁରୁତର

ଧାମନଗର, ୧୯।୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ କଟସାହି ପଞ୍ଚାୟତର ଶ୍ୟାମଚାନ୍ଦ ପାଟଣା ଗ୍ରାମରେ ଶନିବାର ଅଗ୍ନିକାଣ୍ଡ ଘଟି ବାପପୁଅ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପୂର୍ଣ୍ଣଚନ୍ଦ୍ର…

7 years ago

ଖରସ୍ରୋତା ନଦୀରୁ ବିରଳ କୁମ୍ଭୀର ଉଦ୍ଧାର

ଯାଜପୁର ଟାଉନ, ୧୯।୧୦(ଡି.ଏନ୍‌.ଏ.): ଯାଜପୁର ଜିଲାରେ ପ୍ରବାହିିତ ଖରସ୍ରୋତା ନଦୀରୁ ଶନିବାର ଏକ ବିରଳ କୁମ୍ଭୀର ଉଦ୍ଧାର ହୋଇଛି । ସ୍ଥାନୀୟ ମାଛଧରାଳି ଶୁକ୍ରବାର ରାତିରେ ମାଛ…

7 years ago