ଆମ ଜିଲା ଖବର

ବ୍ୟବଚ୍ଛେଦ ଗୃହରେ ପଶିଲା ଡେଲି ମାର୍କେଟ ପାଣି

ଅନୁଗୋଳ ଅଫିସ, ୨୨।୬ - ଗୁରୁବାର ରାତିରେ ବର୍ଷା ଯୋଗୁ ଅନୁଗୋଳ ଡେଲିମାର୍କେଟ ପରିସରରେ ପାଣି ଜମି ରହିଥିଲା। ଶୁକ୍ରବାର ଏହାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର…

7 years ago

ବଅଁରପାଳ ବ୍ଲକରେ ୯୦ କୁଷ୍ଠ ରୋଗୀ ଚିହ୍ନଟ

ବଅଁରପାଳ, ୨୨।୬ (ଡି.ଏନ୍‌.ଏ.) - ବଅଁରପାଳ ବ୍ଲକ ଅଞ୍ଚଳରେ ଚଳିତବର୍ଷ ୯୦ ଜଣ କୁଷ୍ଠ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜଣାପଡ଼ିଛି। ୨୦୧୮…

7 years ago

ପରିବା ମାର୍କେଟ ଭଙ୍ଗା ପ୍ରତିବାଦରେ ଆନ୍ଦୋଳନ : ଜିଲାପାଳଙ୍କୁ ଫେରାଦ ହେଲେ ବ୍ୟବସାୟୀ

ପୁରୁଷୋତ୍ତମପୁର,୨୨ା୬(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଥିବା ପରିବା ମାର୍କେଟକୁ ଏନ୍‌ଏସି ପ୍ରଶାସନ ଦୋକାନ ଗୃହ ର୍ନିମାଣ କରିବା ଲାଗି ତରବରିଆ ଭାବେ ବୁଧବାର ଭାଙ୍ଗି ଦେଇଛି। ଫଳରେ…

7 years ago

ଜଙ୍ଗଲରେ ଗୁଳି ଫୁଟିଲା, ଜଣେ ଗୁରୁତର

ଫୁଲବାଣୀ ଅଫିସ, ୨୨ା୬-ଖଜୁରିପଡା ବ୍ଲକ ସଦର ଥାନା ମାଣିଶ୍ୱର ଜଙ୍ଗଲରେ ଗୁଳି ଫୁଟିଛି। କାଠ କାଟୁଥିବା ବେଳେ ଗୁଳି ଆସି ଜଣେ ଯୁବକଙ୍କ ଗୋଡରେ ବାଜିଛି। ଗୁରୁତର…

7 years ago

ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ବୈଠକ: ବିଭାଗୀୟ ଅଧିକାରୀଙ୍କ ଅନୁପସ୍ଥିତ ନେଇ ହଟ୍ଟଗୋଳ

ଦାରିଙ୍ଗବାଡ଼ି,୨୨।୬(ଡି.ଏନ.ଏ.)- ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ବୈଠକ ବ୍ଲକ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗ…

7 years ago

ଛାତ୍ରୀଛାତ୍ରଙ୍କୁ ଚାରା ବାଣ୍ଟିଲେ ଜିଲାପାଳ

ଛତ୍ରପୁର,୨୨ା୬(ଡି.ଏନ.ଏ)-ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲରେ ଶୁକ୍ରବାର ଗଞ୍ଜାମ ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଆୟୋଜିତ ହୋଇଥିଲା। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏଥିରେ ଯୋଗଦେଇ ସ୍କୁଲକୁ ଆସିଥିବା ନୂତନ…

7 years ago

ବ୍ରହ୍ମପୁର ଜୋନ ଯୁକ୍ତ ଦୁଇ ପରୀକ୍ଷାଫଳ କଳାରେ ପାସ୍‌ ହାର ୬୧.୨୧%, ବାଣିଜ୍ୟରେ ୬୦.୮୮%, ଧନ୍ଦାମୂଳକ ଶିକ୍ଷାରେ ୪୩.୬୯ %

ବ୍ରହ୍ମପୁର ଅଫିସ୍‌,୨୨ା୬-ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବାର୍ଷିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଜୋନ ଅଧୀନସ୍ଥ ଗଞ୍ଜାମ, ଗଜପତି, କୋରାପୁଟ,…

7 years ago

ଶୀତଲଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ବିଧାୟକ

ଭଦ୍ରକ ଅଫିସ, ୨୨।୬ - ୧୧ ମାସ ତଳେ ଭଦ୍ରକ ରାହାଞ୍ଜ ଟ୍ରକ୍‌ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଶୀତଲ ସାହୁଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ଭଦ୍ରକ…

7 years ago

ପୁତୁରାଙ୍କୁ ଆକ୍ରମଣ ମାମଲା:ଦାଦାଙ୍କୁ ୬ ବର୍ଷ ଜେଲ୍‌,୧୦ ହଜାର ଜରିମାନା

ଭଦ୍ରକ ଅଫିସ, ୨୨।୬ - ଭଦ୍ରକ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଶୁକ୍ରବାର ପୁତୁରାକୁ ମରଣାନ୍ତକ ଆକ୍ରମଣ ମାମଲାର ବିଚାର କରି ଦାଦା ବାସୁଦେବପୁର ଥାନା ଅଧୀନ…

7 years ago

ମନ୍ଦିର ପରିଚାଳନାରେ ଅବ୍ୟବସ୍ଥା:ପାଣିଟାଙ୍କିରେ ମଲାକାଉ

ଆରଡ଼ି, ୨୨।୬ (ଡି.ଏନ.ଏ.)- ଭଦ୍ରକ ଜିଲାର ଶୈବପୀଠ ଆରଡ଼ିର ବାବା ଆଖଣ୍ଡଳମଣି ମନ୍ଦିର ପରିଚାଳନାରେ ତ୍ରୁଟି ଘଟିଛି। ମନ୍ଦିର ରୋଷେଇ ଘର ଛାତ ଉପରେ ଥିବା ଏକ…

7 years ago