ଆମ ଜିଲା ଖବର

ଚାନ୍ଦବାଲିରେ ଶ୍ରମିକ, କୃଷକ ସମାବେଶ

ଚାନ୍ଦବାଲି,୧୭ା୧୧(ଡି.ଏନ.ଏ.)-ଶୋଷଣମୁକ୍ତ ଭାରତ ଗଠନ ଦିଗରେ କମ୍ୟୁନିଷ୍ଟମାନଙ୍କ ସଂଗ୍ରାମର ଶତବାର୍ଷିକୀ ପାଳନ ଅବସରରେ ରବିବାର ଭଦ୍ରକ ଜିଲା ଚାନ୍ଦବାଲି ବିଜୁସ୍ମୃତି ଭବନରେ ଶ୍ରମିକ ଓ କୃଷକଙ୍କ ସମାବେଶ ଅନୁଷ୍ଠିତ…

7 years ago

ଦାରିଙ୍ଗବାଡ଼ିରେ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୧୭।୧୧(ଡି.ଏନ୍‌.ଏ.): ଓଡ଼ିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଚଳିତ ଶୀତଋତୁରେ ପ୍ରଥମଥର ପାଇଁ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଆସିଛନ୍ତି। ପୂର୍ବରୁ ପର୍ଯ୍ୟଟକ ଦୈନିକ ଆସୁଥିଲେ…

7 years ago

ମୃତଦେହକୁ ଜୀବିତ ଭାବି ଜୁଇରୁ ଫେରାଇ ଆଣିଲେ ଆତ୍ମୀୟସ୍ବଜନ: ମୃତ ଘୋଷଣା କଲେ ଡାକ୍ତର

ହାତୀଓଟ,୧୭।୧୧(ଡି.ଏନ୍‌.ଏ.): କିଛିଦିନର ବ୍ୟବଧାନ ପରେ ପୁଣି ଗଞ୍ଜାମ ଜିଲାରେ ସୃଷ୍ଟି ହୋଇଛି ଗୁଜବ। ମୃତଦେହ ଶ୍ମଶାନରେ ଚେଇଁ ଉଠିଛି। ଶ୍ମଶାନକୁ ନେଇଥିବା ବନ୍ଧୁ ପରିଜନ ଜୀବିତ ଭାବି…

7 years ago

ଠିକାଦାରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମାଲକାନଗିରି,୧୭।୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଠିକାଦାର ସଂଘ ପକ୍ଷରୁ ଗତ ୧୦ ତାରିଖରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ହୋଇଛି। ଏ ନେଇ ଜିଲାର ଉନ୍ନୟନ କାର୍ଯ୍ୟ ବାଧାପ୍ରାପ୍ତ ହୋଉଛି ।…

7 years ago

ତୀର୍ଥ ପୁଷ୍କରିଣୀରେ ସ୍ନାନ ସାରି ଶ୍ରୀକ୍ଷେତ୍ର ପରିକ୍ରମା କଲେ ସାଧୁସନ୍ଥ

ପୁରୀ ଅଫିସ,୧୭।୧୧: ମାର୍ଗଶୀର ଶୁକ୍ଳ ପଞ୍ଚମୀରେ ଶ୍ରୀକ୍ଷେତ୍ରରେ ପଞ୍ଚତୀର୍ଥ ଓ ଶ୍ରୀକ୍ଷେତ୍ର ପରିକ୍ରମାର ବିଧି ରହିଛି। ଏହି ପରିକ୍ରମା ଶ୍ରୀଚୈତନ୍ୟଙ୍କ ସମୟରୁ ଆରମ୍ଭ ହୋଇଛ। କାର୍ତ୍ତିକ ମାସ…

7 years ago

ବେଆଇନ ମୋରମ ଖୋଳାକୁ ଗ୍ରାମବାସୀଙ୍କ ବିରୋଧ

ଭବାନୀପାଟଣା,୧୭।୧୧(ଡି.ଏନ୍‌.ଏ.): ଭବାନୀପାଟଣା ସଦର ବ୍ଲକ ବଳରାମପୁର ଶ୍ମଶାନରୁ ବେଆଇନ ମୋରମ ଖୋଳାକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ, ଏହି ଗ୍ରାମ ନିକଟ ପାହାଡ଼ ତଳେ…

7 years ago

ଝୁଲନ୍ତା ଅବସ୍ଥାରେ ଯୁବତୀ, ଯୁବକଙ୍କ ମୃତଦେହ ଉଦ୍ଧାର

ଜୟପୁର,୧୭।୧୧(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ କୁନ୍ଦ୍ରଗୁଡ଼ା ନିକଟସ୍ଥ କାଜୁମିଲ୍‌ ପଛପଟ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବତୀ ଓ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

7 years ago

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ: ପୋଲିସର ତଦନ୍ତ ଆରମ୍ଭ

କେ.ନୂଆଗାଁ,୧୭।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ସାରଙ୍ଗଗଡ଼ ଥାନା ଅନ୍ତର୍ଗତ କେ ନୂଆଗାଁର ପିପିଳପଙ୍ଗାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗ୍ରାମର ଯୋଗେଶ୍ୱର ପ୍ରଧାନ (୫୦)ଙ୍କୁ…

7 years ago

ସତ୍ୟବାଦୀ ଥାନା ପରିଦର୍ଶନ କଲେ ଗୃହରାଷ୍ଟ୍ର ମନ୍ତ୍ରୀ: ପୋଲିସ ସାଧାରଣ ଲୋକଙ୍କ ଆସ୍ଥା ଭାଜନ ହେବାକୁ ପରାମର୍ଶ

ସାକ୍ଷୀଗୋପାଳ,୧୭।୧୧(ଡି.ଏନ୍‌.ଏ): ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଆଧାରରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶନିବାର ସାରେ ଅଚାନକ ପୁରୀ ଜିଲା ସତ୍ୟବାଦୀ ଥାନା ପରିଦର୍ଶନ କରିଛନ୍ତି ।…

7 years ago

ବାଲିଗୁଡ଼ା ଏସ୍‌ଡିପିଓଙ୍କ ଦାରିଙ୍ଗବାଡ଼ି ଥାନା ପରିଦର୍ଶନ: ଚୋରାମଦ କାରବାର ରୋକିବା ଦିଗରେ ଆଲୋଚନା

ଦାରିଙ୍ଗବାଡ଼ି,୧୭।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାକୁ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ପରିଦର୍ଶନ କରିଛନ୍ତି। ସେ ଏସ୍‌ଡିପିଓ ଭାବେ ବାଲିଗୁଡ଼ା ଉପଖଣ୍ଡ କାର୍ଯ୍ୟାଳୟରେ ଯୋଗଦେବା ପରେ…

7 years ago