ବଡ଼ଗାଁ, ୧୯।୬ (ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ପାମରା ଗ୍ରାମର ଜନୈକା ଯୁବତୀଙ୍କୁ ପ୍ରତାରଣା କରାଯାଇଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗରେ ଦର୍ଶାଯାଇଛି…
ଆରଡ଼ି, ୧୯।୬ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବୋଡ଼କ ଖେଳପଡ଼ିଆ ନିକଟରେ ବୁଧବାର ସକାଳେ ପ୍ରାୟ ୧୦୦ ଫୁଟ ଲମ୍ବର ମାଟି ଅତଡ଼ା ବୈତରଣୀ ନଦୀଗର୍ଭକୁ…
ଭଦ୍ରକ ଅଫିସ, ୧୯।୬: ବାହାଘରର ଫୁଲସଜ୍ଜା ବକେୟା ଟଙ୍କା ମାଗିବାରୁ ଦୋକାନୀ ସମେତ ୨ ସହଯୋଗୀଙ୍କୁ ମଙ୍ଗଳବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ଗୁରୁତର…
ଭବାନୀପାଟଣା,୧୯ା୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ବୋର୍ଡା ଶାଖାରେ ବ୍ୟାଙ୍କ କର୍ମଚାରୀ ଓ ଦଲାଲ ମିଶି ଚାଷୀଙ୍କ ନାମରେ କୃଷିଋଣ…
ବରଗଡ଼ ଅଫିସ,୧୯ା୬ : ନିଜକୁ ଖବରଦାତାର ପରିଚୟ ଦେଇ ବରଗଡ଼ ଜିଲା ଶିଳ୍ପକେନ୍ଦ୍ରର ଭାରପ୍ରାପ୍ତ ସାଧାରଣ ପରିଚାଳକ ମନୋଜ କୁମାର ଶତପଥୀଙ୍କୁ ପିସ୍ତଲ ଦେଖାଇ ଠକେଇ କରିଥିବା…
ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ବାରିପଦାକୁ ସରକାରୀସ୍ତରରେ ଦ୍ବିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ପ୍ରଦାନ ଦାବି ନେଇ ବାରିପଦା ଜଗନ୍ନାଥ ମନ୍ଦିର ସେବାୟତମାନେ ବୁଧବାର ସକାଳୁ ଭୁବନେଶ୍ୱର ଅଭିମୁଖେ…
ପୁରୁଷୋତ୍ତମପୁର,୧୯।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେ.ଏନ୍ ପୁର ଗ୍ରାମରେ ଗତ ୧୦ ତାରିଖରେ ଅଗ୍ନିକାଣ୍ଡ ଘଟି ଦମୟନ୍ତୀ ପ୍ରଧାନଙ୍କ ଘର ଜଳିଯାଇଥିଲା। ଏନେଇ ଗତ ୧୧…
ତିହିଡି,୧୯।୬(ଡି.ଏନ୍.ଏ.): ଭଦ୍ରକ ଜିଲା ତିହଡ଼ି ଥାନା ଅଧୀନ ଦୌଲତପୁର ମଦ ମୃତ୍ୟୁ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତମାନଙ୍କୁୁ ଗିରଫ କରିବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ ବୁଧବାର…
ବ୍ରହ୍ମପୁର ଅଫିସ,୧୯ା୬: ଗଞ୍ଜାମ ଜିଲାରେ ଘଟିଥିବା ବହୁଚର୍ଚ୍ଚିତ ମହେଶ୍ୱର ସାସମଲ ହତ୍ୟା ମାମଲାର ଶୁଣାଣି କରି ବୁଧବାର ଅତିରିକ୍ତ ଜିଲା ଦୌରାଜଜ୍ ସଞ୍ଜୟ କୁମାର ସାହୁ ୧୮…
ପାଟଣା,୧୯।୬(ସ୍ବ.ପ୍ର.): ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ପାଟଣା ଅଗ୍ନିଶମ ବିଭାଗ ପକ୍ଷରୁ ମକ୍ ଡ୍ରିଲ୍ ପ୍ରସ୍ତୁତ ହୋଇଛି।…